୫ରୁ ବଢ଼ିବ ଶୀତ

ଭୁବନେଶ୍ୱର,୧ା୧୧(ବ୍ୟୁରୋ): ନଭେମ୍ବର ୫ରୁ ରାଜ୍ୟରେ ଶୀତ ବୃଦ୍ଧି ପାଇବ। ଆଭ୍ୟନ୍ତରୀଣ ଏବଂ ପଶ୍ଚିମ ଓଡ଼ିଶାରେ ପାରଦ ୨ରୁ ୩ ଡିଗ୍ରୀ ସେଲ୍‌ସିୟସ୍‌ ତଳକୁ ଖସିବ। ୭ ତାରିଖରୁ ପାରଦ ଆହୁରି ତଳମୁହାଁ ହେବ। ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ସେଲ୍‌ସିୟସ୍‌ ତଳକୁ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ତାମିଲନାଡୁ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ଆସନ୍ତା ଦୁଇ ୩ ଦିନ ପାଗ ମେଘୁଆ ରହିବ। ଫଳରେ ଉପକୂଳରେ ଆସନ୍ତା ୨ରୁ ୪ ତାରିଖ ମଧ୍ୟରେ ହାଲ୍‌କା ବର୍ଷା ସମ୍ଭାବନା ରହିଛି। ଏହାପରେ ପାଗରେ ପରିବର୍ତ୍ତନ ହେବା ସହ ଶୀତ ବଢ଼ିବ। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ମୁତାବକ, କୋରାପୁଟରେ ସର୍ବନିମ୍ନ ତାପମାତ୍ରା ୧୧.୬ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଫୁଲବାଣୀ ୧୩.୫, ଦାରିଙ୍ଗବାଡ଼ି ୧୩.୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri