Advertisement

ଶନିବାରଠୁ ବଢ଼ିବ ଶୀତ

ଭୁବନେଶ୍ୱର,୪ା୧୧(ବ୍ୟୁରେ): ଶନିବାରଠାରୁ ରାଜ୍ୟରେ ଶୀତ ବଢ଼ିବ। ପାରଦ ୨ରୁ ୪ ଡିଗ୍ରୀ ସେଲ୍‌ସିୟସ ତଳକୁ ଖସିବ। ବିଶେଷକରି ଆଭ୍ୟନ୍ତରୀଣ ଏବଂ ପଶ୍ଚିମ ଓଡ଼ିଶାରେ ଶୀତର ପ୍ରକୋପ ବଢ଼ିବାର ସମ୍ଭାବନା ରହିଛି। ପାଗ ମେଘମୁକ୍ତ ରହୁଥିବାରୁ ଦିନରେ ଟାଣ ଖରା ସହ ରାତିରେ ପାରଦ ୧୦ ଡିଗ୍ରୀ ସେଲ୍‌ସିୟସକୁ ଖସିବ। ଶୁକ୍ରବାର ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ସେଲ୍‌ସିୟସ ତଳକୁ ରହିଥିଲା। ୯ ସହରର ତାପମାତ୍ରା ୧୭ ଡିଗ୍ରୀ ତଳେ ରହିଥିବା ନେଇ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ଅମ୍ପନ ତାଣ୍ଡବ: ପଶ୍ଚିମବଙ୍ଗରେ ଧନଜୀବନ କ୍ଷତିକୁ ନେଇ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ; ସହଯୋଗ ପାଇଁ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ସାମୁଦ୍ରିକ ଝଡ ଅମ୍ଫନ କେବଳ ଓଡିଶା ନୁହେଁ, ପଶ୍ଚିମବଙ୍ଗରେ ମଧ୍ୟ ବ୍ୟାପକ କ୍ଷତି ଘଟାଇଛି। ସେଠାରେ ଅନେକ ଲୋକ ପ୍ରାଣ ହରାଇଥିବା ବେଳେ ବହୁ...

ତହସିଲଦାରଙ୍କ ଘରେ ଭିଜିଲାନ୍ସ: ୮ ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼/ଲେଫ୍ରିପଡା ୨୧।୯(ଡି.ଏନ.ଏ.): ଭିଜିଲାନ୍ସ ଜାଲରେ ସୁନ୍ଦରଗଡ ଜିଲା ଟାଙ୍ଗରପାଲି ଅତିରିକ୍ତ ତହସିଲଦାର। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅତିରିକ୍ତ ତହସିଲଦାର କୁଳମଣି ପଟେଲଙ୍କ ବାସଭବନରେ...

ଆଜି ରେକର୍ଡ ସଂଖ୍ୟକ ଆକ୍ରାନ୍ତ ସୁସ୍ଥ: କେଉଁ ଜିଲାରୁ କେତେ…

ଭୁବନେଶ୍ୱର,୯।୮(ବ୍ୟୁରୋ)-ରାଜ୍ୟରେ ରବିବାର ରେକର୍ଡ ସଂଖ୍ୟକ ୧୫୪୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ୧୫୪୩ କରୋନା ଆକ୍ରାନ୍ତଙ୍କ ଭିତରୁ ଗଞ୍ଜାମରୁ ସର୍ବାଧିକ ୪୦୨ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ...

ଅବହେଳିତ ଅବସ୍ଥାରେ ଦଧିବାମନ

ଖୋର୍ଦ୍ଧା ଅଫିସ,୫।୧୨: ଖୋର୍ଦ୍ଧା ସନ୍ନିକଟ ମୁସଲମାନ ଅଧ୍ୟୁଷିତ କେରଙ୍ଗ ପଞ୍ଚାୟତର ଦିବ୍ୟସିଂହଦେବପୁର ଗ୍ରାମରେ ରହିଛି ଦଧିବାମନ ମନ୍ଦିର। ତତ୍କାଳୀନ ଖୋର୍ଦ୍ଧା ରାଜା ଦିବ୍ୟସିଂହ ଦେବଙ୍କ ନାମରେ...

‘ଅସାନି’ ପ୍ରଭାବ: ଚାଷୀଙ୍କୁ ସତର୍କ କରାଇଲେ କୃଷି ମନ୍ତ୍ରୀ

ଭୁବନେଶର,୧୦।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ‘ଅସାନି’କୁ ଦୃଷ୍ଟିରେ ରଖି ଚାଷୀଙ୍କୁ କୃଷି ମନ୍ତ୍ରୀ ଅରୁଣ ସାହୁ ସତର୍କ କରାଇଛନ୍ତି । ଏହାର ପ୍ରଭାବରେ ଚାଷୀ ଯେପରି କ୍ଷତିଗ୍ରସ୍ତ...

ଗୁପ୍ତ କୋଠରିରେ ପଶିଲା ମହିଳା ପୋଲିସ

ଭୁବନେଶ୍ୱର,୨୭।୨(ବ୍ୟୁରୋ): ବିଭିନ୍ନ ରାଜ୍ୟର ୧୭ରୁ ଅଧିକ ମହିଳାଙ୍କୁ ବିବାହ କରି ଲୁଟିବା ସହ ଚାକିରି ଓ ନାମଲେଖା ଠକେଇ ଅଭିଯୋଗରେ ଗିରଫ ହୋଇଥିବା ନକଲି ଡାକ୍ତର...

ଏବେ ଦଶମ, ଦ୍ୱାଦଶ ପରୀକ୍ଷା ଚିନ୍ତା

ଭୁବନେଶ୍ୱର, ୯ା୨(ବ୍ୟୁରୋ): ରାଜ୍ୟରେ ସୋମବାରଠାରୁ ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିଛି। ସ୍କୁଲ ଖୋଲିବା ଛାତ୍ରୀଛାତ୍ରଙ୍କୁ ଆଶ୍ୱାସନା ଦେଇଥିବାବେଳେ ଦଶମ ଓ ଦ୍ୱାଦଶ ଶ୍ରେଣୀ...

କରୋନା ଭୂତାଣୁ ଆତଙ୍କ; ଭୟଭୀତ ହୁଅନ୍ତୁ ନାହିଁ : ସ୍ବାସ୍ଥ୍ୟ ବିଭାଗ

ଭୁବନେଶ୍ୱର,୨୭।୧(ବ୍ୟୁରୋ): କରୋନା ଭୂତାଣୁ ପାଇଁ ରାଜ୍ୟ ସରକାର ସମସ୍ତ ପ୍ରକାର ପ୍ରସ୍ତୁତ ଥିବାବେଳେ କେହି ଭୟଭୀତ ନ ହେବା ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି।...

Advertisement
Archives

Model This Week