ଓଡ଼ିଶାକୁ ବିଳମ୍ବରେ ଆସିବ ଶୀତ, ଶୀଘ୍ର ଫେରିବ: ଆଇଏମଡି

ଭୁବନେଶ୍ୱର,୩।୧୧: ଓଡ଼ିଶାକୁ ଚଳିତ ବର୍ଷ ଶୀତ ବିଳମ୍ବରେ ଆସିବ ଏବଂ ଆଗୁଆ ଫେରିଯିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର (IMD) ସୋମବାର ପୂର୍ବାନୁମାନ କରିଛି। ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ଶୁଷ୍କ-ଶୀତଳ ପବନ ପ୍ରବେଶ କରୁଥିବାରୁ କିଛି ସ୍ଥାନରେ ରାତିର ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲ୍‌ସିୟସ୍‌ କମିଛି।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଦକ୍ଷିଣ ଆଭ୍ୟନ୍ତରୀଣ ଏବଂ ଉତ୍ତର ଆଭ୍ୟନ୍ତରୀଣ ଅଞ୍ଚଳରେ ରାତିର ତାପମାତ୍ରା ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ କମିବାର ସମ୍ଭାବନା ରହିଛି। ତେବେ ଚଳିତ ବର୍ଷ ଶୀତ ବିଳମ୍ବରେ ଆସିବ ଓ ଆଗୁଆ ଶେଷ ହୋଇଯିବ, କିନ୍ତୁ ଏହି ସମୟ ମଧ୍ୟରେ ଅତ୍ୟଧିକ ଥଣ୍ଡା ଅନୁଭୂତ ହେବାର ସମ୍ଭାବନା ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରୁ ଆସି ବିସ୍ଫୋରକ ବୟାନ ଦେଲେ ନବୀନ: ସବୁଠି ଚାଲିଲା ଚର୍ଚ୍ଚା

ଭୁବନେଶ୍ୱର, ୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ପୁଣିଥରେ ଦୋହରାଇଛନ୍ତି ବିଜୁ ଜନତା ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।…

ସୋନମ ୱାଙ୍ଗଚୁକଙ୍କୁ ଭାବୁକ ନିବେଦନ କଲେ ଅଭିଜିତ୍‌ ଦୀପକେ, କହିଲେ-ଆପଣଙ୍କ ଜୀବନ…

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

CJPକୁ ନବୀନଙ୍କ ସମର୍ଥନ ନେଇ ବର୍ଷିଲେ ଭର୍ତ୍ତୃହରି, କହିଲେ ତାଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ…

ଭୁବନେଶ୍ୱର,୨୨ା୭: ସିଜେପିକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସମର୍ଥନ ମନ୍ତବ୍ୟକୁ ନାପସନ୍ଦ କରିଛି ଭାଜପା। ଏକ ପ୍ରେସମିଟ୍‌ କରି କଡ଼ା ଜବାବ ଦେଇଛନ୍ତି ଭାଜପାର ବରିଷ୍ଠ ଏମ୍‌ପି…

CJP ଆଗରେ ନଇଁଲେ ମୋଦି ସରକାର! କହିଲେ ଯାହା ଚାହିଁବେ…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ CJP (କକରୋଚ୍ ଜନତା ପାର୍ଟି) ତରଫରୁ ଜାରି ରହିଥିବା ପ୍ରତିବାଦ ପ୍ରଦର୍ଶନ ମଧ୍ୟରେ କେନ୍ଦ୍ର ସରକାର ଆଲୋଚନା ପାଇଁ ନିଜର ପ୍ରସ୍ତୁତି ଦେଖାଇଛନ୍ତି। ସରକାରୀ…

ପଞ୍ଚସଖା ସ୍ମୃତି ପାଠାଗାର ଅସୁରକ୍ଷିତ: ଉପରୁ ଖସିଲା ସିଲିଂ, କର୍ମଚାରୀ କହିଲେ…

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ଅଞ୍ଚଳର ଏକମାତ୍ର ପୁରାତନ ସରକାରୀ ପାଠାଗାର ପଞ୍ଚସଖା ସ୍ମୃତି ପାଠାଗାରରେ ଦୀର୍ଘଦିନ ହେଲା ଦୁରାବସ୍ଥା ଲାଗିରହିଛି। ମଙ୍ଗଳବାର ଲଗାଣ ବର୍ଷାରେ…

ୟୁ-ଟର୍ନ ନେଲା ଆନ୍ଦୋଳନ: ସରକାରଙ୍କ ଆଗରେ ପୁଣି ବଡ଼ ସର୍ତ୍ତ ରଖିଲା CJP, ବଢିଲା କେନ୍ଦ୍ର ସରକାରଙ୍କ ମୁଣ୍ଡବିନ୍ଧା

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP) ର ପ୍ରବକ୍ତା ସୌରଭ ଦାସ ସରକାରଙ୍କ ସହ ଆଲୋଚନାକୁ ନେଇ କହିଛନ୍ତି ଯେ, ପୂର୍ବରୁ ସରକାର ମିଛ କହିଥିଲେ ଯେ…

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri