୩ କୁ ୩ ପୋଛି ନେଲା

ପୁରୁଷୋତ୍ତମପୁର,୧।୩(ଡି.ଏନ୍‌.ଏ,): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକର ୩୫, ୩୬, ୩୭ ଜୋନ୍‌କୁ ବିଜେଡି ହାତେଇ ନେଇଛି। ଗଣତିର ଶେଷ ଦିନରେ ୩୭ ଜୋନ୍‌ ଅଧୀନରେ ଥିବା ୮ଟି ପଞ୍ଚାୟତର ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ଏଥିରେ ଜିଲା ପରିଷଦ ପ୍ରାର୍ଥୀ ବିଜେଡିର ରଞ୍ଜିତ କୁମାର ବେହେରା ୧୭,୧୪୩ ଖଣ୍ଡ ଭୋଟ ପାଇଥିବା ବେଳେ ଭାଜପାର ସୁକାନ୍ତ କୁମାର ଦାସ ୬,୩୨୬ ଭୋଟ ପାଇଛନ୍ତି । କଂଗ୍ରେସର ସଞ୍ଜୟ କୁମାର ଦାସଙ୍କୁ ମଳିଛି ୧୨୩୧ ଭୋଟ । ଏଥିରେ ବିଜେଡିର ରଞ୍ଜିତ କୁମାର ବେହେରା ୧୦,୮୧୭ ଖଣ୍ଡ ଭୋଟରେ ବିଜୟୀ ହୋଇଛନ୍ତି। ସେହିପରି ଗାଙ୍ଗଦହଣି ପଞ୍ଚାୟତର ସରପଞ୍ଚ ଦୀନବନ୍ଧୁ ଦାସ, ସମିତି ସଭ୍ୟ ବବିତା ବେହେରା, ଜଗନ୍ନାଥପୁର ପଞ୍ଚାୟତର ସରପଞ୍ଚ ରଞ୍ଜନ କୁମାର ପାତ୍ର, ସମିତି ସଭ୍ୟ ସନ୍ତୋଷ କୁମାର ଦାଶ, ରଣଝାଲି ସରପଞ୍ଚ ଅନିତା ପ୍ରଧାନ, ସମିତି ସଭ୍ୟ ପିଙ୍କି ବେହେରା, ରାଇପୁର ସରପଞ୍ଚ ନମିତା ବେହେରା, ସମିତି ସଭ୍ୟ ଉଷାରାଣୀ ବେହେରା, ବାଘଳା ପଞ୍ଚାୟତ ସରପଞ୍ଚ ହିନ ଖୁଣ୍ଟିଆ, ସମିତି ସଭ୍ୟ ପ୍ରକାଶ ଚନ୍ଦ୍ର ନାହାକ, ଭାଟକୁମରଡା ସରପଞ୍ଚ ମନମୋହିନି ପଲେଇ, ସମିତି ସଭ୍ୟ କୋରାନାଥ ସ୍ବାଇଁ, ସୁନାଥର ସରପଞ୍ଚ ଅନିଲ କୁମାର ନାହାକ, ସମିତି ସଭ୍ୟ ନମିତା ବସ୍ତିଆ, ଶୋଳଘର ଝିଲି ଦାସ, ସମିତି ସଭ୍ୟ ପ୍ରମୋଦ ଚନ୍ଦ୍ର ମହାନ୍ତି ପ୍ରମୁଖ ନିର୍ବାଚିତ ହୋଇଛନ୍ତି। ଏହାସହ ୱାର୍ଡ ସଭ୍ୟଙ୍କ ମଧ୍ୟ ଫଳାଫଳ ଘୋଷଣା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

ବାଦଲ ଫଟା ବର୍ଷା, ଜାତୀୟ ରାଜପଥରେ ଅଣ୍ଟାଏ ପାଣି

କୁଆଁରମୁଣ୍ଡା,୧୩।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ଗୁରୁବାର ବାଦଲ ଫଟା ବର୍ଷା ହୋଇଛି। ଏହି ବର୍ଷା ଚଳିତ ବର୍ଷର ରେକର୍ଡ ସୃଷ୍ଟି କରିଛି।…

ନ୍ୟାୟ ଦାବିରେ ଶ୍ୱଶୁର ଘର ଆଗରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ…

ବିପଦ ସଙ୍କେତ ଟପିଲା ବୈତରଣୀ, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା

ପାଟଣା,୧୩।୮(ବୀର କିଶୋର ଦାଶ): ଲଘୁଚାପ ଜନିତ ଲଗାଣ ବର୍ଷାରେ କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଅପରାହ୍ନରେ ପାଟଣା ଅଞ୍ଚଳରେ ବୈତରଣୀ ନଦୀ…

ଥୁଆମୂଳ ରାମପୁର ବ୍ଲକ୍‌ରେ ଘରେ ଘରେ ତ୍ରିରଙ୍ଗା ପଦଯାତ୍ରା; ୧୦୦ ଫୁଟ୍‌ର ତ୍ରିରଙ୍ଗା ପାଲଟିଲା ମୁଖ୍ୟ ଆକର୍ଷଣ

ଥୁଆମୂଳ ରାମପୁର,୧୩।୮(ଦୁର୍ଗା କୀର୍ତ୍ତି): ୮୦ ତମ ସ୍ୱାଧୀନତା ଦିବସ ପାଳନ ଅବସରରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ପକ୍ଷରୁ ଗୁରୁବାର ‘ଘରେ ଘରେ ତ୍ରିରଙ୍ଗା’…

ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ, କାଲିମେଳାରୁ ମହାରାଷ୍ଟ୍ରର ଯାଉଥିବା ବେଳେ ମାଡ଼ି ବସିଲା ପୋଲିସ

କାଲିମେଳା,୧୩।୮: ରୋଗୀ ବୁହା ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ ଖବର ସାମ୍ନାକୁ ଆସିଛି। କାଲିମେଳା ପୋଲିସ ଏହି ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଗଞ୍ଜେଇ…

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri