Posted inଜାତୀୟ

ୱିପ୍ରୋରେ ପୁଣି ହେଲା କର୍ମଚାରୀଙ୍କ ଛଟେଇ

ନୂଆଦିଲ୍ଲୀ,୧୯ ।୩: ଭାରତ ସମେତ ଗ୍ଲୋବାଲ ସ୍ତରରେ ଆଇଟି ସେକ୍ଟରରେ ଛଟେଇ ଅଭିଯାନ ଜାରି ରହିଛି । କୌଣସି ନା କୌଣସି କମ୍ପାନୀ ଲୋକଙ୍କୁ ଚାକିରିରୁ ଛେଟେଇ କରୁଛନ୍ତି । ଗତ ବର୍ଷ ଅପେକ୍ଷା ଚଳିତ ବର୍ଷ ଅଧିକ କର୍ମଚାରୀଙ୍କୁ ଛଟେଇ କରାଗଲାଣି । ଏବେ ଆଉ ଏକ ବଡ ଆଇଟି କମ୍ପାନୀ ପୁଣିଥରେ ଏହି ତାଲିକାରେ ସାମିଲ ହେବାକୁ ଯାଉଛି ।
ସୂଚନା ଅନୁଯାୟୀ, ୱିପ୍ରୋ ପ୍ରାୟ ୧୨୦ ଜଣ କର୍ମଚାରୀଙ୍କୁ ପୁଣି ବାହାରର ରାସ୍ତା ଦେଖାଇ ଦେଇଛି । ହେଲେ ଏହାର ପ୍ରଭାବ ଭାରତରେ ନାହିଁ । କିଛି ମିଡିଆ ରିପୋର୍ଟ ଅନୁଯାୟୀ, ଆମେରିକାର ୧୨୦ କର୍ମଚାରୀଙ୍କ ଚାକରି ଚାଲିଯାଇଛି । ଚାକିରିରୁ ଛଟେଇ କରିବାର ନିଷ୍ପତ୍ତି କମ୍ପାନୀ ବ୍ୟବସାୟୀକ ଆବଶ୍ୟକତାକୁ ପୁରଣ କରିବାକୁ ନିଆଯାଇଛି । ଏଥର ୧୦୦ରୁ ଅଧିକ ପ୍ରୋସେସିଂ ଏଜେଣ୍ଟଙ୍କର ଚାକିରି ଯାଇଛି । ଏଥିରେ ଜଣେ ଟିମ ଲିଡର ଓ ଜଣେ ଟିମ ମ୍ୟାନେଜର ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ରବି-ଶୁଭ ଏବଂ ଶୁକ୍ଳ ଯୋଗ ନୂତନ ବର୍ଷ ଆରମ୍ଭ: ଏହି ୩ ରାଶି ଲୋକଙ୍କର ବଲ୍ଲେ-ବଲ୍ଲେ

ନୂତନ ବର୍ଷ ୨୦୨୬ ଆଜିଠାରୁ ଆରମ୍ଭ ହୋଇଛି। ଜ୍ୟୋତିଷ ଦୃଷ୍ଟିକୋଣରୁ, ଏହି ବର୍ଷର ପ୍ରଥମ ଦିନଟି ଗୁରୁତ୍ୱପୂର୍ଣ୍ଣ କାରଣ ଚନ୍ଦ୍ର ସକାଳୁ ସକାଳୁ ଗମନ କରିଥିବାବେଳେ,...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ଆଜି ପରମାଣୁ ସ୍ଥାନର ଠିକଣା ଦେବେ ଭାରତ-ପାକିସ୍ତାନ, ଯୁଦ୍ଧ ନେଇ ସଙ୍କେତ!

ନୂଆଦିଲ୍ଲୀ,୧।୧: ଆମର ପଡ଼ୋଶୀ ଏବଂ ଶତ୍ରୁ ପାକିସ୍ତାନର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତେବେ ଆଜି ଉଭୟ ଦେଶ ପରସ୍ପର ସହିତ ଏକ ତାଲିକା ବାଣ୍ଟିବେ, ଯେଉଁଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri