Posted inଜାତୀୟ

ୱିପ୍ରୋରେ ପୁଣି ହେଲା କର୍ମଚାରୀଙ୍କ ଛଟେଇ

ନୂଆଦିଲ୍ଲୀ,୧୯ ।୩: ଭାରତ ସମେତ ଗ୍ଲୋବାଲ ସ୍ତରରେ ଆଇଟି ସେକ୍ଟରରେ ଛଟେଇ ଅଭିଯାନ ଜାରି ରହିଛି । କୌଣସି ନା କୌଣସି କମ୍ପାନୀ ଲୋକଙ୍କୁ ଚାକିରିରୁ ଛେଟେଇ କରୁଛନ୍ତି । ଗତ ବର୍ଷ ଅପେକ୍ଷା ଚଳିତ ବର୍ଷ ଅଧିକ କର୍ମଚାରୀଙ୍କୁ ଛଟେଇ କରାଗଲାଣି । ଏବେ ଆଉ ଏକ ବଡ ଆଇଟି କମ୍ପାନୀ ପୁଣିଥରେ ଏହି ତାଲିକାରେ ସାମିଲ ହେବାକୁ ଯାଉଛି ।
ସୂଚନା ଅନୁଯାୟୀ, ୱିପ୍ରୋ ପ୍ରାୟ ୧୨୦ ଜଣ କର୍ମଚାରୀଙ୍କୁ ପୁଣି ବାହାରର ରାସ୍ତା ଦେଖାଇ ଦେଇଛି । ହେଲେ ଏହାର ପ୍ରଭାବ ଭାରତରେ ନାହିଁ । କିଛି ମିଡିଆ ରିପୋର୍ଟ ଅନୁଯାୟୀ, ଆମେରିକାର ୧୨୦ କର୍ମଚାରୀଙ୍କ ଚାକରି ଚାଲିଯାଇଛି । ଚାକିରିରୁ ଛଟେଇ କରିବାର ନିଷ୍ପତ୍ତି କମ୍ପାନୀ ବ୍ୟବସାୟୀକ ଆବଶ୍ୟକତାକୁ ପୁରଣ କରିବାକୁ ନିଆଯାଇଛି । ଏଥର ୧୦୦ରୁ ଅଧିକ ପ୍ରୋସେସିଂ ଏଜେଣ୍ଟଙ୍କର ଚାକିରି ଯାଇଛି । ଏଥିରେ ଜଣେ ଟିମ ଲିଡର ଓ ଜଣେ ଟିମ ମ୍ୟାନେଜର ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମୋ ଭାଇ ଡାକୁଛି, ମୁଁ ପଳେଇବି…୬ ମାସ ଭିତରେ ଡକାଡକି ହୋଇ ଚାଲିଗଲେ ୩ ଭାଇ, ଜାଣନ୍ତୁ ଚାଞ୍ଚଲ୍ୟକର ଘଟଣା

କାନପୁର,୧୩।୧୦: ଉତ୍ତରପ୍ରଦେଶର କାନପୁର ଜିଲାର ୱାଜିଦପୁର ଅଞ୍ଚଳରେ ଗୋଟିଏ ପରିବାରର ତିନି ଜଣ ଭାଇଙ୍କ ମୃତ୍ୟୁ ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ମାତ୍ର ୬ ମାସ ମଧ୍ୟରେ…

ବାର୍‌ହା ପାଇଁ ବିଛା ଯାଇଥିବା ତାରରେ ଫଶିଗଲେ ଚାଷୀ; ଚାଲିଗଲା ଜୀବନ, ଗ୍ରାମରେ ଶୋକାକୂଳ ପରିବେଶ

ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ପ୍ରତାପଗିରି ଗ୍ରାମ ନିକଟ ଚାଷଜମିରେ କେହି ଶିକାରୀ ବନ୍ୟଜନ୍ତୁ ବାରହା ଶିକାର ପାଇଁ ବିଦ୍ୟୁତ…

ଇଂଲଣ୍ଡକୁ ବଡ଼ ଝଟକା: ଦୀର୍ଘ ସମୟ ପାଇଁ ଦଳରୁ ବାଦ ପଡ଼ିବେ ଜୋସ ବଟଲର୍‌? ହସ୍ପିଟାଲରୁ ଫଟୋ ଶେୟାର କରି କହିଲେ

ନୂଆଦିଲ୍ଲୀ,୧୩।୧୦: ବାମ ଗୋଡ଼ର ହ୍ୟାମଷ୍ଟ୍ରିଂ (hamstring) ଅସ୍ତ୍ରୋପଚାର ପରେ ଜୋସ ବଟଲର ଦୀର୍ଘ ସମୟ ପାଇଁ କ୍ରିକେଟରୁ ଦୂରେଇ ରହିବାର ସମ୍ଭାବନା ରହିଛି। ଇଂଲଣ୍ଡର ଏହି ୱିକେଟକିପର-ବ୍ୟାଟର…

ବଲାଙ୍ଗୀରରେ ଉତ୍ତେଜନା, ଏବିଭିପି ସମର୍ଥକଙ୍କୁ ବାଥରୁମରେ ବନ୍ଦ କଲେ ବିଜେଡି ସମର୍ଥକ

ବଲାଙ୍ଗୀର,୧୩।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ଛାତ୍ର ସଂସଦ ନିର୍ବାଚନ ଉଷ୍ମତା ବଢ଼ିବାରେ ଲାଗିଛି । ବଲାଙ୍ଗୀର ସର୍କିଟ ହାଉସରେ କିଛି ଏବିଭିପି ନେତା ଓ ସମର୍ଥକ…

ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌: ଭାଙ୍ଗିଲେ କୋହଲିଙ୍କ ରେକର୍ଡ

ନୂଆଦିଲ୍ଲୀ,୧୩।୧୦: କୌଣସି ଖେଳାଳିଙ୍କ ପାଇଁ ପ୍ରଥମ ଥର ଟେଷ୍ଟ ଦଳର ଅଧିନାୟକ ହେବା ଏକ ବଡ଼ ଆହ୍ବାନ। କିନ୍ତୁ ଆଫଗାନିସ୍ତାନର ରହମତ ଶାହ ଏହି ଦାୟିତ୍ୱକୁ ସ୍ମରଣୀୟ…

ଅକ୍ଟୋବର ୨୯ ପର୍ଯ୍ୟନ୍ତ ସାବଧାନ: ମେଷ ସମେତ ୩ ରାଶିଙ୍କ ଉପରେ ମାଡିଆସୁଛି ବଡ଼ ବିପଦ! ପାଖରୁ ପଳାଇବ ଧନ

ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶୁକ୍ର ଗ୍ରହଙ୍କୁ ପ୍ରେମ, ସୁଖ-ସମୃଦ୍ଧି, ଐଶ୍ୱର୍ଯ୍ୟ ଓ ଆର୍ଥିକ ସ୍ଥିତିର କାରକ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ଶୁକ୍ର ନିଜ ରାଶି ତୁଳାରେ…

୭୭ ବର୍ଷରେ ହେମାଙ୍କ ଜବରଦସ୍ତ ଡ୍ୟାନ୍ସ! ମନ ଜିଣିଲେ ଡ୍ରିମ୍‌ ଗର୍ଲ

ମୁମ୍ବାଇ,୧୩।୧୦: ବୟସ ମାତ୍ର ଏକ ସଂଖ୍ୟା! ୭୭ ବର୍ଷ ବୟସରେ ବି ନିଜ ନୃତ୍ୟର ଯାଦୁରେ ଦର୍ଶକଙ୍କ ହୃଦୟ ଜିଣୁଛନ୍ତି ବଲିଉଡ୍‌ର ଡ୍ରିମ୍‌ ଗର୍ଲ ହେମା ମାଳିନୀ…

ବୈଭବଙ୍କ ରହସ୍ୟମୟ ପୋଷ୍ଟକୁ ନେଇ ହଇଚଇ: ଦେଲେ ଏଭଳି ସଙ୍କେତ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ, ୧୩।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ T20I ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ଖେଳିବାର ସୁଯୋଗ ମିଳିନାହିଁ। ଟିମ ଇଣ୍ଡିଆର ମ୍ୟାନେଜମେଣ୍ଟ ସଞ୍ଜୁ ସାମସନଙ୍କ ଉପରେ ଭରସା ଦେଖାଇଛି। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?