ଶତାଧିକ କର୍ମଚାରୀଙ୍କୁ ଛଟେଇ କରିବ ୱିପ୍ରୋ, ଲାଭ ବଢାଇବାକୁ ଯୋଜନା: ରିପୋର୍ଟ

ନୂଆଦିଲ୍ଲୀ,୩୧।୧: ଭାରତୀୟ ଟେକ୍ ଇଣ୍ଡଷ୍ଟ୍ରିର ପ୍ରମୁଖ କମ୍ପାନୀ ୱିପ୍ରୋ, ଲାଭ ହାରକୁ ବଢାଇବା ପାଇଁ ଏହାର ‘ଶହ ଶହ’ ମଧ୍ୟମ ସ୍ତରର ପଦବୀ ହ୍ରାସ କରିବାକୁ ଯାଉଛି। ୱିପ୍ରୋ ବର୍ତ୍ତମାନ ଭାରତରେ ତାଲିକାଭୁକ୍ତ ଶ୍ରେଷ୍ଠ ଚାରୋଟି ଆଇଟି କମ୍ପାନୀ ମଧ୍ୟରେ ଲାଭ ଅର୍ଜନ କ୍ଷେତ୍ରରେ ସର୍ବନିମ୍ନ ସ୍ଥାନରେ ରହିଛି।

ଡିସେମ୍ବର ତ୍ରୈମାସିକରେ ୱିପ୍ରୋ ମାର୍ଜିନ ୧୬ ପ୍ରତିଶତରେ ରେକର୍ଡ ହୋଇଥିବାବେଳେ ଟାଟା କନ୍ସଲଟାନ୍ସ ସର୍ଭିସେସ୍, ଇନଫୋସିସ୍ ଏବଂ ଏଚସିଏଲ ଟେକ୍ନୋଲୋଜି ଯଥାକ୍ରମେ ୨୫ ପ୍ରତିଶତ, ୨୦.୫ ପ୍ରତିଶତ ଏବଂ ୧୯.୮ ପ୍ରତିଶତ ମାର୍ଜିନ ଅର୍ଜନ କରିଛନ୍ତି। ୱିପ୍ରୋର ଏହି ଛଟେଇ ପ୍ରକ୍ରିୟା ଜାନୁଆରୀ ମାସ ପ୍ରଥମରୁ ଆରମ୍ଭ ହୋଇଥିଲା।

୨୦୨୧ ମସିହାରେ, ୱିପ୍ରୋ ୧.୪୫ ବିଲିୟନ ଡଲାରରେ କନ୍ସଲଟାନ୍ସି ଫାର୍ମ କ୍ୟାପକୋ କିଣି ସିଇଓ ଥିଏରି ଡେଲାପୋର୍ଟଙ୍କ ଅଧୀନରେ ଏହାର ସର୍ବ ବୃହତ ପୁଞ୍ଜି ବିନିଯୋଗ କରିଥିଲା। ଦୁର୍ଭାଗ୍ୟବଶତ, କରୋନା ପରବର୍ତ୍ତୀ ଅଭିବୃଦ୍ଧି ହ୍ରାସ ହେବା ସହ ବିଶ୍ୱ ଅର୍ଥନୀତି ଏକ ମନ୍ଥର ଗତି ହେତୁ କନ୍ସଲଟାନ୍ସି ବ୍ୟବସାୟ ଚ୍ୟାଲେଞ୍ଜର ସମ୍ମୁଖୀନ ହେଲା, ଯାହା ଗ୍ରାହକଙ୍କ ଖର୍ଚ୍ଚ ହ୍ରାସ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri