ଖୁଣ୍ଟା,୧୧ା୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅଧୀନ ବଣକାଟୀ ଗ୍ରାମର ମଙ୍ଗଲ ହେମ୍ବ୍ରମଙ୍କ ଘରେ ଅପରାହ୍ନରେ ନିଆଁ ଲାଗି ୨ବଖରା ପୋଡ଼ି ଯାଇଛି। ଏହି ଅଗ୍ନିକାଣ୍ଡରେ ମଙ୍ଗଲଙ୍କ ମା’ ଯବା(୬୫) ପୋଡ଼ିଯାଇ ଆହତ ହୋଇଛନ୍ତି। ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚି ନିଆଁ ଲିଭାଇଥିଲେ।
ଖୁଣ୍ଟା,୧୧ା୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅଧୀନ ବଣକାଟୀ ଗ୍ରାମର ମଙ୍ଗଲ ହେମ୍ବ୍ରମଙ୍କ ଘରେ ଅପରାହ୍ନରେ ନିଆଁ ଲାଗି ୨ବଖରା ପୋଡ଼ି ଯାଇଛି। ଏହି ଅଗ୍ନିକାଣ୍ଡରେ ମଙ୍ଗଲଙ୍କ ମା’ ଯବା(୬୫) ପୋଡ଼ିଯାଇ ଆହତ ହୋଇଛନ୍ତି। ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚି ନିଆଁ ଲିଭାଇଥିଲେ।
ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…
ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…
ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…
ଭୁବନେଶ୍ୱର, ୧।୪(ସୁନିତ୍ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…
ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…
ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…
ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…
ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍ଫେୟାର କର୍ପୋରେଶନ (ଓପିଏଚ୍ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…