ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ ଛାତ୍ରଙ୍କୁ ଛୁରାମାଡ଼ ହୋଇ ସେ ଗୁରୁତର ହୋଇଛନ୍ତି। ଗୁରୁତ୍ୱର ଛାତ୍ର ଜଣକ ହେଲେ ଯୁକ୍ତ ଦୁଇ ବାଣିଜ୍ୟ ଦ୍ୱିତୀୟ ବର୍ଷର ପ୍ରହ୍ଲାଦ ବିନ୍ଧାଣି । ଅବସ୍ଥା ଗୁରୁତର ଥିବାରୁ ଛାତ୍ରଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ଏ ନେଇ ଅଭିଯୁକ୍ତ ଛାତ୍ରକୁ ଅଟକ ରଖି ପୋଲିସ ତଦନ୍ତ ଜାରି ରଖିଛି । ଅଭିଯୁକ୍ତ ଛାତ୍ର ଜଣକ ହେଲେ ବାରିପଦା ସଦର ଥାନା ଅଧୀନ ଦାମୋଦରପୁର୍‌ ଗ୍ରାମର ଅକ୍ଷୟ ବିଶ୍ବାଳ। ଅକ୍ଷୟ ମଧ୍ୟ ବାଣିଜ୍ୟ ଦ୍ବିତୀୟ ବର୍ଷ ଛାତ୍ର । ଘଟଣାକୁ ନେଇ କଲେଜ ପରିସରରେ ଉତ୍ତେଜନା ପ୍ରକାଶ ପାଇଛି। ବ୍ୟାପକ ପୋଲିସ ମୁତୟନ କରାଯାଇଛି । ଉତ୍ୟକ୍ତ ଗ୍ରାମବାସୀ କଲେଜରେ ତାଲା ପକାଇଛନ୍ତି । କଲେଜ ଭିତରେ ଅଧ୍ୟାପକ ଓ କର୍ମଚାରୀ ଅଟକ ରହିଛନ୍ତି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅବସର ନେଲେ କଳାହାଣ୍ଡି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ, ସାମାଜିକ ସୁରକ୍ଷା ଅଧିକାରୀଙ୍କୁ…

ଭବାନୀପାଟଣା,୩୦।୪(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ହଳଧର ନିଆଲ ଗୁରୁବାର ଚାକିରୀ ଜୀବନରୁ ଅବସର ନେଇଛନ୍ତି। ଏହାପୂର୍ବରୁ ଭବାନୀପାଟଣା ସ୍ଥିତ କାର୍ଯ୍ୟାଳୟରେ ଏହାର…

ମହଙ୍ଗା ପଡିଲା ନିଜ ପିଅନଙ୍କଠାରୁ ଲାଞ୍ଚ ନେବା, ତହସିଲର ବରିଷ୍ଠ କିରାଣୀ ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

ଭବାନୀପାଟଣା,୩୦।୪(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଏମ .ରାମପୁର ତହସିଲର ପୂର୍ବତନ ବରିଷ୍ଠ କିରାଣୀ ହିମାଦ୍ରୀ କୁମାର ପଣ୍ଡା ଗତ ୨୦୧୪ ମସିହାରେ ନିଜ ପିଅନଠୁ ଲାଞ୍ଚ ନେବା…

ଏକ୍‌ଜିଟ୍‌ ପୋଲ୍‌କୁ ନେଇ ମମତାଙ୍କ ବଡ଼ ବୟାନ

କୋଲକାତା,୩୦ା୪: ପଶ୍ଚିମବଙ୍ଗରେ ଏଥର ଭାଜପା ଏବଂ ଟିଏମ୍‌ସି ମଧ୍ୟରେ କଡ଼ା ଟକ୍କର ହେବ ବୋଲି କେତେକ ପୋଲ୍‌ ଏଜେନ୍ସି ଆକଳନ କରିଥିଲାବେଳେ ଭାଜପା ସର୍ବାଧିକ ଆସନ ପାଇ…

TMCର ବଡ଼ ଅଭିଯୋଗ, ‘ବାଲଟ ବକ୍ସ ଖୋଲିବାକୁ ଚେଷ୍ଟା’, ଆସିଲା ସିସିଟିଭି ଫୁଟେଜ!

କୋଳକାତା,୩୦।୪: ବିଧାନସଭା ନିର୍ବାଚନ ପରେ ପଶ୍ଚିମବଙ୍ଗରେ ପୁଣିଥରେ ରାଜନୀତି ଉଷ୍ମ ହୋଇଛି। ନେତାଜୀ ଇଣ୍ଡୋର ଷ୍ଟାଡିୟମ ବାହାରେ ଥିବା ଷ୍ଟ୍ରଙ୍ଗ ରୁମ ସମ୍ମୁଖରେ ଟିଏମସି ନେତା ଶଶି…

୪,୪,୪,୪,୪… ଗୋଟିଏ ଓଭରରେ କ୍ରମାଗତ ୫ଟି ଚୌକା ମାରି ଇତିହାସ ସୃଷ୍ଟି କଲେ ବିରାଟ କୋହଲି, ଏହି ସ୍ବତନ୍ତ୍ର ତାଲିକାରେ ସ୍ଥାନ ପାଇଲେ

ନୂଆଦିଲ୍ଲୀ,୩୦।୪: ଗୁଜରାଟ ଟାଇଟାନ୍ସ ବିପକ୍ଷ ମ୍ୟାଚରେ ବିରାଟ କୋହଲି ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କାଗିସୋ ରାବାଡାଙ୍କ ଦ୍ୱାରା ବୋଲ୍ଡ ହୋଇଥିବା ଗୋଟିଏ ଓଭରରେ ସେ…

ରାଗ ରଖି ଛୁରୀରେ ବେକ କାଟି ହତ୍ୟା: ଆସିଲା ମାମଲାର ରାୟ,ଅଭିଯୁକ୍ତଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ

ଭବାନୀପାଟଣା,୩୦।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ପରଲସିଙ୍ଗା ଗାଁରେ ଗତ ୨୦୨୪ ରେ ହୋଇଥିବା ଏକ ବର୍ବର ହତ୍ୟାକାଣ୍ଡ ମାମଳାର ରାୟ ଗୁରୁବାର…

ଶ୍ରମିକ କର୍ମଚାରୀମାନଙ୍କୁ ଛଟେଇ କରିବା ନିଷ୍ପତ୍ତିର ପ୍ରତିବାଦ: ପଶ୍ଚିମ ଓଡିଶା ବିଦ୍ୟୁତ ଶ୍ରମିକ ମହାସଂଘ ପକ୍ଷରୁ ବିକ୍ଷୋଭ

ଦେବଗଡ,୩୦ା୪(ଶଶାଙ୍କ ଶେଖର ଝାଙ୍କର): ଖର୍ଚ୍ଚକାଟ ନାମରେ ଶ୍ରମିକ କର୍ମଚାରୀ ମାନଙ୍କୁ ଛଟେଇ କରିବା ନିଷ୍ପତ୍ତିର ପ୍ରତିବାଦରେ ପଶ୍ଚିମ ଓଡିଶା ବିଦ୍ୟୁତ ଶ୍ରମିକ ମହାସଂଘ , ଦେବଗଡ ଜିଲା…

କୋକସରା ଅଞ୍ଚଳରେ ପୁଣି ମୃଦୁ ଭୂମିକମ୍ପ, ଆତଙ୍କିତ ହୋଇ…

କୋକସରା,୩୦।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ଗୁରୁବାର ସା ୭.ଟା ୨୦.ରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି। କିଛି ସେକେଣ୍ଡ ପାଇଁ ଭୂମିକମ୍ପ ଝଟକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri