ମନମୋହନଙ୍କ ଅନୁମୋଦନ କ୍ରମେ ମହିଳା ନେତ୍ରୀ ମମତା ସିଂଙ୍କୁ ମିଳିଲା ଗୁରୁଦାୟିତ୍ୱ, ଛୁଟୁଛି ଶୁଭେଚ୍ଛା

କେନ୍ଦୁଝର , ୧୬।୧୦ (ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଜିଲା ଭଳି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଜିଲାରେ ରାଜ୍ୟ ଭାଜପା ସମ୍ପାଦିକା ଭାବେ ଆଗଧାଡିର ମହିଳା ନେତ୍ରୀ ମମତା ସିଂଙ୍କୁ ଦାୟିତ୍ୱ ମିଳିଛି । ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମମତା ସିଂଙ୍କୁ ରାଜ୍ୟ ସମ୍ପାଦିକା ଭଳି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ପ୍ରଦାନ କରାଯାଇଛି। ଏହି ଖବର ପାଇବା ପରେ କେନ୍ଦୁଝର ଜିଲାର ପ୍ରମୁଖ ନେତା ଓ କର୍ମୀ ମମତା ସିଂଙ୍କୁ ଏ ନେଇ ଶୁଭେଚ୍ଛା ଜଣାଇଛନ୍ତି । ପୂର୍ବରୁ ସେ ଜିଲା ମହିଳା ମୋର୍ଚ୍ଚା ସଭାନେତ୍ରୀ ଭଳି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଅତି ସୁଚାରୁରୂପେ ସମ୍ପାଦିତ କରିଛନ୍ତି ।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା କ୍ଷୟକ୍ଷତି, କାହାକୁ କେତେ ଟଙ୍କା ମିଳିବ ଘୋଷଣା କଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର,୩ା୮: ବନ୍ୟା ପାଣି କମିଯାଇଥିଲେ ସୁଦ୍ଧା ବଢ଼ିଯାଇଛି ଦୁର୍ଦ୍ଦଶା । ବନ୍ୟାରେ ସାତ ଜିଲା ପ୍ରଭାବିତ ହୋଇଥିବା ବେଳେ ଅନେକ କ୍ଷୟକ୍ଷତି ହୋଇଥିବା ରେକର୍ଡ କରାଯାଇଛି ।…

ରାଜଧାନୀରେ ଭଙ୍ଗାଯିବ ସମସ୍ତ ବେଆଇନ ନିର୍ମାଣ: ସୁପ୍ରିମକୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି ପରେ…

ଭୁବନେଶ୍ୱର,୩ା୮(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ ଶତାଧିକ ଆବାସିକ ଘରେ ବେଆଇନ ଭାବେ ବ୍ୟବସାୟ କେନ୍ଦ୍ର ଚାଲିଛି। ଏହାସହିତ ରାଜଧାନୀର ବିଭିନ୍ନ ସ୍ଥାନରେ ବେଆଇନ…

IND vs SL: ବୁମରା OUT; ଶ୍ରୀଲଙ୍କା ଗସ୍ତ ପୂର୍ବରୁ BCCIର ବଡ଼ ନିଷ୍ପତ୍ତି, ଏହି ଖେଳାଳିଙ୍କୁ ସୁଯୋଗ

ନୂଆଦିଲ୍ଲୀ,୩ା୮: ଶ୍ରୀଲଙ୍କା ବିପକ୍ଷ ଗୁରୁତ୍ୱପୂର୍ଣ୍ଣ ଟେଷ୍ଟ ସିରିଜ୍ ପୂର୍ବରୁ ଟିମ୍ ଇଣ୍ଡିଆର ସମସ୍ୟା ବଢ଼ିଚାଲିଛି । ନୀତିଶ କୁମାର ରେଡ୍ଡୀ ଓ ହର୍ଷିତ ରାଣା ଆହତ ହୋଇ…

କୋଠାବାଡ଼ି ନିର୍ମାତାଙ୍କୁ ମିଳିବ ୪ମାସର ରିହାତି

ଭୁବନେଶ୍ୱର,୩ା୮(ରବିନାରାୟଣ ଜେନା): ମଧ୍ୟପ୍ରାଚ୍ୟରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତିକୁ ନେଇ କେନ୍ଦ୍ର ନଗର ଉନ୍ନୟନ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ରିଅଲ ଇଷ୍ଟେଟ୍‌ ଓ ବିଲ୍ଡର୍ସ(କୋଠାବାଡ଼ି ନିର୍ମାତା)ଙ୍କୁ ୪ମାସର…

ବାଇକକୁ ଧକ୍କା ଦେଇ ରାସ୍ତା ତଳକୁ ଖସିଲା ବସ, ଦୁଇ ବାଇକ ଆରୋହୀ ସମେତ ୭ ଯାତ୍ରୀ ଆହତ

ମୋହନା,୩।୮( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ଥାନା ରାଇଗଣ୍ଡା ଗାଁ ନିକଟସ୍ଥ ବୁଲାଣି ରାସ୍ତାରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ସୋମବାର…

ଶ୍ରାବଣ ସୋମବାରରେ ଜଳାଭିଷେକ ପାଇଁ କାଉଡ଼ିଆଙ୍କ ପ୍ରବଳ ଭିଡ଼

କେନ୍ଦୁଝର,୩ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ଶ୍ରାବଣ ମାସର ପ୍ରଥମ ସୋମବାର। ଏଣୁ ବିଭିନ୍ନ ଶୈବପୀଠରେ ସକାଳୁ ଭକ୍ତ ଙ୍କ ଭିଡ଼ ଦେଖିବାକୁ ମିଳିଛି। ବିଶେଷ କରି କାଉଡ଼ିଆମାନେ…

ଶ୍ରାବଣ ମାସର ପ୍ରଥମ ସୋମବାର; ଏହି ରାଶି ଉପରେ ରହିବ ମହାଦେବଙ୍କ କୃପା, ହେବ ଧନବର୍ଷା

ଶ୍ରାବଣ ମାସର ଏହି ପ୍ରଥମ ସୋମବାରରେ, ଚନ୍ଦ୍ର କୁମ୍ଭ ରାଶିରୁ ମୀନ ରାଶିକୁ ଗୋଚର କରିଛନ୍ତି । ମଙ୍ଗଳ ବୃଷ ରାଶିରୁ ମିଥୁନ ରାଶିକୁ ସ୍ଥାନାନ୍ତରିତ ହୋଇଛନ୍ତି…

ବୀମା ଟଙ୍କା ଲୋଭରେ ସ୍ତ୍ରୀ ଉପରେ ଗାଡ଼ି ଚଢାଇ ଦେଲେ ସ୍ବାମୀ

ହମ୍ମିରପୁର, ୩ା୮ (ଉତ୍ତର ପ୍ରଦେଶ): ୪୪ ଲକ୍ଷ ଟଙ୍କାର ବୀମା ରାଶି ହଡ଼ପ କରିବା ଲୋଭରେ ଜଣେ ସ୍ବାମୀ ନିଜ ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri