Posted inଜାତୀୟ

ଏପରି ସାଧ୍ୱୀ ଥିଲେ ପାପୀଙ୍କର କୌଣସି ଆବଶ୍ୟକତା ନାହିଁ: ନିରଞ୍ଜନଙ୍କୁ ମହୁଆଙ୍କ କଟାକ୍ଷ…

କୋଲକାତା,୭।୧୦: ତୃଣମୂଳ କଂଗ୍ରେସ (ଟିଏମସି) ପ୍ରତିନିଧିମାନେୀ ଦିଲ୍ଲୀରେ ରାଷ୍ଟ୍ର ମନ୍ତ୍ରୀ ସାଧ୍ୱୀ ନିରଞ୍ଜନ ଜ୍ୟୋତିଙ୍କୁ ଭେଟିଥିଲେ। ଏହି ବୈଠକ ପରେ ଟିଏମସି ଏମପି ମହୁଆ ମୋଇତ୍ର ଭାଜପା ନେତାଙ୍କ ଉପରେ ଦୋଷାରୋପ କରି କହିଛନ୍ତି ସାଧ୍ୱୀ ବୈଠକ ପାଇଁ ସମୟ ଦେଇ ନିଜେ ଅନ୍ୟ ଏକ କାମର ଆଳ କରି ଚାଲିଯାଇଛନ୍ତି।

ଆମର ୪୦ ବିଧାୟକ ଏବଂ ଏମପି ସମୟ ନେଇ ସାଧ୍ୱୀଙ୍କ ପାଖରେ ପହଞ୍ଚିଥିଲେ। ସେ ଆମକୁ ବୈଠକ ପାଇଁ ସମୟ ଦେଇଥିଲେ, କିନ୍ତୁ ପରେ ଏଭଳି ନିନ୍ଦା ଜନକ କାର୍ଯ୍ୟ କରିଛନ୍ତି। ମହୁଆ କଟାକ୍ଷ କରି କହିଛନ୍ତି ଯଦି ଭାରତରେ ଏପରି ସାଧ୍ୱୀ ଅଛନ୍ତି ତେବେ ଆଉ ପାପୀଙ୍କର କୌଣସି ଆବଶ୍ୟକତା ନାହିଁ ।

ବର୍ତ୍ତମାନ ପଶ୍ଚିମବଙ୍ଗର ରାଜ୍ୟପାଳ ଦାର୍ଜିଲିଂରେ ଅଛନ୍ତି। ଆମେ ରାଜ୍ୟପାଳଙ୍କୁ ଭେଟିବାକୁ ଚାହୁଁଥିଲୁ କାରଣ ଆମେ ବିରୋଧ କରୁଥିଲୁ। ଆମେ ଆମ ପ୍ରତିନିଧି ଦଳ ସହିତ ତାଙ୍କୁ ଭେଟିବା ପାଇଁ ଆସିଛୁ ଏବଂ ତାଙ୍କୁ ମନରେଗା ଶ୍ରମିକମାନଙ୍କ ଦରମା ନ ଦେବା ସମସ୍ୟାର ସମାଧାନ କରିବାକୁ କହିଛୁ। ମହୁଆ କହିଛନ୍ତି  ପଶ୍ଚିମବଙ୍ଗର ରାଜ୍ୟପାଳଙ୍କର  ଏହି ସମସ୍ୟାର ସମାଧାନ ଖୋଜିବାର ନୈତିକ ଦାୟିତ୍ୱ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ୪ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୧୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ପରିମାଣର ବୃଦ୍ଧି ପାଇଛି। ଏହାସହ ଜଳଭଣ୍ଡାରର…

BRICS ସମ୍ମିଳନୀ ମଧ୍ୟରେ ରାହୁଲ-ପ୍ରିୟଙ୍କାଙ୍କୁ ଭେଟିଲେ ମାଲେସିଆ ପ୍ରଧାନମନ୍ତ୍ରୀ; ବ୍ରେକଫାଷ୍ଟ ସମୟରେ କ’ଣ ଆଲୋଚନା ହେଲା? ଜାଣନ୍ତୁ…

ନୂଆଦିଲ୍ଲୀ,୧୩।୯: ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରହିମ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ଏମପି ପ୍ରିୟଙ୍କା ଗାନ୍ଧୀଙ୍କ ସହ ଏକ ବ୍ରେକଫାଷ୍ଟ…

ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ, ସନ୍ଦେହ ଘେରରେ ଘରମାଲିକ

ତୁମୁଡ଼ିବନ୍ଧ,୧୩ା୯(ଦୀପକ କୁମାର ପରାସେଠ): ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ। ଏପରି ଏକ ସମ୍ବେଦନଶୀଳ ତଥା ଅମାନୁଷିକ ଘଟଣା କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ…

ସାରା ଦିନ ସମ୍ମିଳନୀରେ ବ୍ୟସ୍ତ ଥିଲେ ସି ଜିନପିଙ୍ଗ, ହେଲେ କାହିଁକି BRICSର ଭବ୍ୟ ଭୋଜିରେ ଯୋଗ ଦେଲେ ନାହିଁ? ଜାଣନ୍ତୁ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୧୩।୯: BRICS ସମ୍ମିଳନୀରେ ଯୋଗ ଦେଇଥିବା ବିଭିନ୍ନ ଦେଶର ରାଷ୍ଟ୍ରମୁଖ୍ୟ ଏବଂ ବିଶିଷ୍ଟ ଅତିଥିମାନଙ୍କ ପାଇଁ ଶନିବାର ରାତିରେ ରାଜଧାନୀ ନୂଆଦିଲ୍ଲୀସ୍ଥିତ ‘ଭାରତ ମଣ୍ଡପମ’ରେ ଏକ ଅତ୍ୟନ୍ତ…

ୟୁଏଇରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶା ପାଇଁ ଆଣିଛନ୍ତି ଖୁସିଖବର, କହିଲେ ଏଥର ଆମ…

ଭୁବନେଶ୍ୱର,୧୩ା୯: ସଂଯୁକ୍ତ ଆରବ ଏମିରେଟ୍ସ ଗସ୍ତ ସାରି ରବିବାର ଓଡ଼ିଶା ଫେରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡ଼ିଶା ନିବେଶକ ସମ୍ମିଳନୀରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଆଜି…

୨୪୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଜାହାଜ ନିଖୋଜ; ସର୍ଚ୍ଚ ଅପରେଶନ ଆରମ୍ଭ

ଜାକର୍ତ୍ତା,୧୩।୯: ଜାଭା ସାଗରରେ ରବିବାର ୨୪୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଜାହାଜ ନିଖୋଜ ହୋଇଯାଇଛି। ଅଧିକାରୀଙ୍କ କହିବାନୁସାରେ, ବୋର୍ଣ୍ଣିଓ ଦ୍ୱୀପର ପୂର୍ବ ଜାଭାରୁ ଦକ୍ଷିଣ…

ବିରଳ ପ୍ରଜାତିର ସବୁଜ ଶାମୁକା, ଏଥିରୁ ପ୍ରସ୍ତୁତ ହୁଏ ବିଭିନ୍ନ ରୋଗର ମହୌଷଧି

ମହାକାଳପଡ଼ା,୧୩ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ନୀଳ ଜଳରାଶିର ସାମୁଦ୍ରିକ ବିରଳ ସବୁଜ ଶାମୁକା ଅନ୍ୟତମ। ଗହୀରମଥା ଅଞ୍ଚଳର…

ଶିଶୁଙ୍କ ଗେଡ଼ାପଣ: ୬ ଜିଲାରେ ସ୍ଥିତି ଚିନ୍ତାଜନକ

ଭୁବନେଶ୍ୱର,୧୩ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ୫ ବର୍ଷରୁ କମ୍‌ ବୟସର ଶିଶୁଙ୍କ ପୋଷଣ ସ୍ଥିତିକୁ ନେଇ ଜାତୀୟ ପରିବାର ସ୍ୱାସ୍ଥ୍ୟ ସର୍ୱେକ୍ଷଣ (ଏନ୍‌ଏଫ୍‌ଏଚ୍‌ଏସ୍‌-୫ରୁ ଏନ୍‌ଏଫ୍‌ଏଚ୍‌ଏସ୍‌-୬)ର ଏକ ତୁଳନାତ୍ମକ ରିପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?