Posted inଫୁରସତ

ଏପରି ବୁଦ୍ଧି ପ୍ରୟୋଗ କରି ପାହାଡ ତଳକୁ ଆସିଲା ଛୁଆ ହାତୀ: ଦେଖନ୍ତୁ ଭିଡିଓ

ପ୍ରତିଦିନ ସୋସିଆଲ ମିଡିଆରେ ପଶୁପକ୍ଷୀଙ୍କ ଅନେକ ଭିଡିଓ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ବେଶ ଭାବପ୍ରବଣ ହୋଇଥିବାବେଳେ କେତେକ ହସର ଖୋରାକ ଯୋଗାଇ ଥାଏ। ଏକ ଛୁଆ ହାତୀ ନିଜର ବୁଦ୍ଧି ପ୍ରୟୋଗ କରି କିପରି ଅତି ସହଜରେ ପାହାଡରୁ ତଳକୁ ଖସୁଛି ସେହି ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।
ଭିଡିଓରେ ଦେଖାଯାଇଛି, ଘଞ୍ଚ ଜଙ୍ଗଲରେ ପରିପୂର୍ଣ୍ଣ ଏକ ପାହାଡ ଉପରୁ ଏକ ଛୁଆ ହାତୀ ତାର ୪ ଗୋଡକୁ ମାଡି ପାହାଡ ତଳକୁ ଖସୁଛି। ଏହି ଭିଡିଓକୁ ଆଇଏଫଏସ ସୁଶାନ୍ତ ନନ୍ଦ ଟୁଇଟ କରି ଶେୟାର କରିଛନ୍ତି। ଏହି ଭିଡିଓକୁ ଅନେକ ଲୋକ ଲାଇକ୍‌ କରିଥିବାବେଳେ ଅନେକ ଭିନ୍ନ ମତ ଦେଇଛନ୍ତି।

https://twitter.com/welcomet0nature/status/1303652369532620801


Enter your email to get our daily news in your inbox.

All Right Reserved By Dharitri.Com

ବ୍ରେକ୍‌ଅପ୍‌ ପରେ ପ୍ରେମିକଙ୍କ ଉପରେ ଅଜବ ପ୍ରତିଶୋଧ ନେଲେ ପ୍ରେମିକା: ଘରର ତାପମାତ୍ରା ବଢ଼ାଇ ଭାଙ୍ଗିଦେଲେ…

ଯେତେବେଳେ ହୃଦୟ ଭାଙ୍ଗିଯାଏ ବା କେହି ବିଶ୍ୱାସଘାତକତା କରି ଆଗକୁ ବଢ଼ିଯାଏ, ସେତେବେଳେ ବ୍ୟକ୍ତି ପ୍ରତିଶୋଧ ନେବା ପାଇଁ ଅଜବ ଅଜବ ଉପାୟ ସବୁ ଆପଣାଇଥାଏ। ବ୍ରିଟେନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?