Posted inଫୁରସତ

ଏଭଳି ବୁଦ୍ଧି ପ୍ରୟୋଗ କରି ମେଣ୍ଢାଙ୍କ ଝଗଡ଼ା ଭାଙ୍ଗିଲା କୁକୁର, ଦେଖିଲେ ହେବେ ଆଶ୍ଚର୍ଯ୍ୟ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଆଶ୍ଚର୍ଯ୍ୟ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଏଥିରେ ଦୁଇ ମେଣ୍ଢା ପରସ୍ପର ମଧ୍ୟରେ ଲଢ଼ୁଥିବା ବେଳେ କୁକୁର ପହଞ୍ଚି ଗୋଟିଏ ମେଣ୍ଢାକୁ ପେଲି ଦେଇଛି। ପରେ ଉଭୟଙ୍କ ଝଗଡ଼ା ମଧ୍ୟ ସମାପ୍ତ ହୋଇଯାଇଛି।
ଏହି ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଭିଡିଓଟି ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ରହସ୍ୟମୟ ମନ୍ଦିର: ଯେଉଁଠାରେ ନିଜ ପିଣ୍ଡଦାନ ନିଜେ କରଥାନ୍ତି ଲୋକ!

ଦେଶରେ ଏପରି ଏକ ମନ୍ଦିର ରହିଛି, ଯେଉଁଠାରେ ଜୀବିତ ଲୋକମାନେ ନିଜର ପିଣ୍ଡଦାନ ନିଜେ କରନ୍ତି। ଏହି ମନ୍ଦିରଟି ସମ୍ପୂର୍ଣ୍ଣ ନିଆରା ଏବଂ ଅନନ୍ୟ। ସାଧାରଣତଃ ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?