Posted inଫୁରସତ

ଏଭଳି ବୁଦ୍ଧି ପ୍ରୟୋଗ କରି ଗଛରୁ ଫଳ ତୋଳୁଛି ହାତୀ , ଆଉ ତା ପରେ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଆଶ୍ଚର୍ଯ୍ୟ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ହାତୀ ତାର ଶୁଣ୍ଢରେ ଗଛରୁ ଫଳ ଛିଡାଉଛି। ପରେ ସେହି ଫଳ ତଳେ ପଡ଼ିବାରୁ ତାହାକୁ ଗୋଡରେ ଛଡ଼ାଇ ଖାଉଛି। ଏହି ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଭିଡିଓଟି ଭାଇରାଲ ହେବାରେ ଲାଗିଛି।

 


Enter your email to get our daily news in your inbox.

All Right Reserved By Dharitri.Com

କମ୍ପ୍ୟୁଟର ଜଣାଇଦେବ ହସ ନକଲି କି ଅସଲି

ଲଣ୍ଡନ: ଗବେଷକମାନେ ଏବେ ଏକ ସଫ୍ଟଓ୍ବେର ବିକାଶ କରିଛନ୍ତି ଯାହା ହସର ମୁଭ୍‌ମେଣ୍ଟକୁ ସଫ୍ଟଓ୍ବେର ମାଧ୍ୟମରେ ଅନୁଧ୍ୟାନ କରି ତାହା ଅସଲି କି ନକଲି ଜଣାଇଦେବ...

୩ ମାଲବାହୀ ଗାଡ଼ିକୁ ଯୋଡ଼ାଗଲା: ୧୭୭ ଓ୍ବାଗନ ନେଇ ଯାତ୍ରା କଲା ଆନାକୋଣ୍ଡା ଗୁଡସ୍‌ ଟ୍ରେନ୍‌

ବିଳାସପୁର,୮।୨: ଭାରତୀୟ ରେଳ ବିଭାଗ ପକ୍ଷରୁ ପ୍ରଥମ ଥର ପାଇଁ ୩ ମାଲବାହୀ ଗାଡ଼ିକୁ ଯୋଡ଼ାଯାଇଛି। ମୋଟ ୧୭୭ଟି ଓ୍ବାଗନକୁ ନେଇ ଆନାକୋଣ୍ଡା ଗୁଡସ୍‌ ଟ୍ରେନ୍‌...

କଇଁଛ ପେଟରୁ ବାହାରିଲା ଏପରି ସାମଗ୍ରୀ, ଦେଖିଲେ ହେବେ ଚକିତ

ଆମେରିକାର ଫ୍ଲୋରିଡାସ୍ଥିତ ବୋକାରେଟନ୍‌ରେ ଏକ କଇଁଛ ସମୁଦ୍ର କୂଳକୁ ଚାଲିଆସିଥିଲା। ଗତ ସପ୍ତାହରେ କଇଁଛଟିକୁ ଗୁମ୍ବୋ-ଲିମ୍ବୋ ନେଚର ସେଣ୍ଟରର ସଦସ୍ୟମାନେ ପାଇଥିଲେ। କିନ୍ତୁ କଇଁଛଟି କିଛି...

୧୭ ଶହ ବର୍ଷ ତଳେ ବୁଡ଼ିଥିବା ଜାହାଜର ସନ୍ଧାନ ମିଳିଲା: ରୋମାନ ସମୟର ଶହେ ପାତ୍ର ରହିଛି ସୁରକ୍ଷିତ

ମାଦ୍ରିଦ୍‌,୨୯।୯: ସ୍ପେନ୍‌ର ବେଲେରିକ୍‌ ଦ୍ୱୀପ ନିକଟରେ ସମୁଦ୍ରରେ ୧୭ ଶହ ବର୍ଷ ତଳେ ବୁଡ଼ିଥିବା ଏକ ଜାହାଜର ସନ୍ଧାନ ମିଳିଛି। ଏଥିରେ ରୋମାନ୍‌ ସମୟର ୨ଶହଟି...

୧୦ ବର୍ଷ ବାଳକଙ୍କ ପିଲାର ମା’ ହେଲେ ଏହି ୧୪ ବର୍ଷୀୟ ନାବାଳିକା: ଅନୁଭୂତିକୁ ନେଇ କହିଲେ ଏପରି କିଛି..

ରୁଷିଆରେ ଜଣେ ୧୧ ବର୍ଷ ବାଳକ ପିଲାର ମା’ ହୋଇଛନ୍ତି ୧୪ ବର୍ଷର ଜଣେ ନାବାଳିକା। ସେ ହେଲେ ଡରିୟା। ଡରିଆ ୧୩ ବର୍ଷ ବୟସରେ...

ଶେଷନାଗ ସହ ଟକ୍କର ଦେବାକୁ ପ୍ରସ୍ତୁତ ହେଉଛି ବିଭିନ୍ନ ଦେଶର ବରଫ କଳାକୃତି

ଓ୍ବାଶିଂଟନ,୨୫।୧: ଆମେରିକାର କଲରାଡୋରେ ଏବେ ଏକ ଭିନ୍ନ ଧରଣର ତଥା ପ୍ରାଚୀନ ପ୍ରତିଯୋଗୀତା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ପ୍ରତିଯୋଗୀତା ହେଉଛି ବରଫ ଉପରେ...

ଯେଉଁଠାରେ କର୍ମଚାରୀମାନେ ନିର୍ଦ୍ଧାରିତ କରନ୍ତି ନିଜର ବେତନ

ସବୁ ସଂସ୍ଥାରେ ମାଲିକ ଦରମା ନିର୍ଦ୍ଧାରଣ କରୁଥିବା ବେଳେ ବିଶ୍ୱରେ ଏଭଳି ଏକ କମ୍ପାନୀ ରହିଛି ଯେଉଁଠାରେ କର୍ମଚାରୀମାନେ ନିଜର ଦରମା ନିଜେ ନିର୍ଦ୍ଧାରିତ କରିଥାନ୍ତି।...

ଭାଲୁ ଛୁଆ ମୁହଁରେ ପଶିଗଲା ପ୍ଲାଷ୍ଟିକ ବୋତଲ: ଛଟପଟ ହେଉଥିବା ଦେଖି ଏମିତି କଲେ ଲୋକେ

ଏକ ଛୁଆ ଭାଲୁ ମୁହଁରେ ପ୍ଲାଷ୍ଟିକ ବୋତଲ ପସିଯାଇଥିଲା। ଭାଲୁଟି ବୋତଲକୁ ବାହାର କରିବାକୁ ବହୁ ଚେଷ୍ଟା କରୁଥିଲେ ମଧ୍ୟ ସେଥିରେ ସେ ସଫଳ ହୋଇ...

Coronavirus Update


Archives

Model This Week

Why Dharitri