Posted inଫୁରସତ

ଏଭଳି ବୁଦ୍ଧି ପ୍ରୟୋଗ କରି ଭଙ୍ଗା ପୋଲ ପାରି ହେଉଛି ବାଘ

ବର୍ତ୍ତମାନ ସମୟରେ ଲୋକେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହୁଛନ୍ତି। ଏହି ସମୟରେ ମଧ୍ୟ ସୋସିଆଲ ମିଡିଆର ଚାହିଦା ବଢ଼ିଥିବା ବେଳେ ଭାଇରାଲ ହେଉଥିବା ଫଟୋ ଓ ଭିଡିଓକୁ ନେଇ ଚର୍ଚ୍ଚା ଜୋର ଧରୁଛି। ବର୍ତ୍ତମାନ ସେଭଳି ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଏକ ବାଘ ଏକ ଭଙ୍ଗା ପୋଲକୁ ଲମ୍ଫ ପ୍ରଦାନ କରୁଛି। ସେ ଏଭଳି ବୁଦ୍ଧି ପ୍ରୟୋଗ କରି ଡେଉଁଛି ଯେ, ସୁରକ୍ଷିତ ଭାବେ ପୋଲ ପାରି ହେଉଛି।
ଏହି ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଏହି ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଏହି ଭାରତୀୟ ଗାଁରେ ସମସ୍ତେ କଥା ହୁଅନ୍ତି ପର୍ତ୍ତୁଗିଜ୍‌ ଭାଷାରେ

ଭାରତ ଏମିତି ଏକ ଦେଶ ଯେଉଁଠି ସବୁଧର୍ମ ଓ ବହୁ ଭାଷାଭାଷୀର ଲୋକେ ବସବାସ କରନ୍ତି। କିନ୍ତୁ ମହାରାଷ୍ଟ୍ର ରାଇଗଡର କୋରଲାଇ ଗାଁ ସବୁଠାରୁ ନିଆରା।...

ହାତରେ ଗୀତା ଧରି ଦେଶ ପାଇଁ ଫାଶୀ ଖୁଣ୍ଟରେ ଝୁଲିଥିଲେ ଏହି ବିପ୍ଲବୀ

ଯେଉଁ ବୟସରେ ଜଣେ ଯୁବକ ତାଙ୍କ କ୍ୟାରିୟର ଏବଂ ଭବିଷ୍ୟତ ବିଷୟରେ ଚିନ୍ତିତ ଥାନ୍ତି ସେହି ବୟସରେ ଜଣେ ବିପ୍ଳବୀ ବାହାରି ଆସିଥିଲେ ଯିଏ ଦେଶ...

ନାଳରେ ପଡିଥିଲା ନବଜାତ ଶିଶୁକନ୍ୟା, କୋଳେଇ ନେଲେ ପୋଲିସ

ଲକ୍ଷ୍ନୌ,୨୫।୮:ପୁଣି ଅଲୋଡା ହେଲା ଶିଶୁକନ୍ୟା। ଉତ୍ତରପ୍ରଦେଶର ବୁଦାଉ ଜିଲାରେ ଥିବା ଏକ ନାଳରୁ ନବଜାତ ଶିଶୁକନ୍ୟାକୁ ଉଦ୍ଧାର କରିଛନ୍ତି ଜଣେ ପୋଲିସ କର୍ମଚାରୀ। ତୁରନ୍ତ ଶିଶୁଟିକୁ...

ଲକ୍‌ଡାଉନ ସମୟରେ ଲଣ୍ଡା ହୋଇ କାହିଁକି ସୋସିଆଲ ମିଡିଆରେ ଫଟୋ ପୋଷ୍ଟ କରୁଛନ୍ତି ଲୋକେ

ନୂଆଦିଲ୍ଲୀ,୧୯।୪: ବର୍ତ୍ତମାନ କରୋନା ଭାଇରସକୁ ନେଇ ଦେଶରେ ଲକ୍‌ଡାଉନ ଚାଲିଥିବା ବେଳେ ଅଧିକାଂଶ ଲୋକେ ଘରେ ରହି ସମୟ କାଟୁଛନ୍ତି। ବିଶେଷ ଭାବେ ପୁରୁଷମାନେ ଏହି...

ଗୁମ୍ଫା ବୁଲିବା ପାଇଁ ଟିକଟ ଦାମ ୨ ଲକ୍ଷ ଟଙ୍କା…

ଦୁନିଆର ଭୟଙ୍କର ଗୁମ୍ଫା ବୁଲିବା ପାଇଁ ପର୍ଯ୍ୟଟକଙ୍କୁ ୨ ଲକ୍ଷ ଟଙ୍କାର ଟିକଟ କିଣିବାକୁ ପଡ଼େ। ଏହା ଶୁଣିଲେ ହୁଏତ ଯେ କେହି ଆଶ୍ଚର୍ଯ୍ୟ ହେବା...

ଗୁଜରାଟ ବୈଜ୍ଞାନିକଙ୍କ ନୂଆ ରୋବୋ: ଦୁଃଖ ସମୟରେ ଦେବ ସହାନୁଭୁତି

ଲାସ୍‌ଭେଗାସ୍‌/ଅହମ୍ମଦାବାଦ୍‌. ୮।୧: ଆଧୁନିକ ଯୁଗରେ ମଣିଷର କାମ ରୋବୋ କରୁଛି। ପ୍ରତିଟି କାର୍ଯ୍ୟରେ ଏବେ ରୋବୋର ଉପଯୋଗ କରାଯାଉଛି। ପୃଥିବୀର ସର୍ବବୃହତ୍‌ ଇଲୋକ୍ଟ୍ରନିକ୍ସ୍‌ ଶୋ ସିଇଏସ୍‌-୨୦୨୦ରେ...

ପ୍ରଥମ ଦରମାରେ ପ୍ରଭୁ ଲିଙ୍ଗରାଜଙ୍କ ଠାରେ ଭୋଗ କରିଥିଲି: ଲେଖକ ଦୁର୍ଗାଚରଣ ପଣ୍ଡା

ମୋର ଜନ୍ମ ୧୯୪୨ ମସିହା, ଗଞ୍ଜାମ ଜିଲାର ଛତ୍ରପୁରଠାରେ। ସ୍ଥାନୀୟ ଅନ୍‌ସ୍ଲୋ ଉଚ୍ଚ ବିଦ୍ୟାଳୟରୁ ମାଟ୍ରିକ୍‌ ପାସ୍‌ ପରେ ହାଇଦ୍ରାବାଦ୍‌ର ଏକ କଳା ଅନୁଷ୍ଠାନରେ ଚିତ୍ରଶିକ୍ଷା...

ଆପଣଙ୍କ ପିଲା ପୋଷା କୁକୁର ସହ ଖେଳୁଛି କି.. ତେବେ ନିଶ୍ଚେ ପଢ଼ନ୍ତୁ ଏହି ଖବର, ହୋଇଯିବେ ଆଶ୍ଚର୍ଯ୍ୟ

ଆମେ ସମସ୍ତେ ଏହା ଭଲଭାବରେ ଜାଣୁ ଯେ ଗୃହପାଳିତ ପ୍ରାଣୀମାନେ ଚିନ୍ତାମୁକ୍ତ କରିବାରେ ସାହାଯ୍ୟ କରନ୍ତି। ମାତ୍ର ନିକଟରେ ହୋଇଥିବା ଏକ ଗବେଷଣାରୁ ଜଣାପଡିଛି ଯେ,...

Advertisement
Archives

Model This Week