ଏହି ଗୁଣ୍ଡ ସହିତ ଗ୍ଲାସେ ଉଷୁମ ପାଣି ହାର୍ଟ ଆଟାକ୍‌ରୁ ରଖେ ଦୂରେଇ…

ସକାଳୁ ଖାଲି ପେଟରେ ଉଷୁମ ପାଣି ସହିତ ଶୁଣ୍ଠି ଗୁଣ୍ଡ ଖାଇଲେ ମିଳିଥାଏ ଅନେକ ସୁଫଳ । ଏହା ମ୍ୟୁକୋଲାଇଟିସ୍‌ ଭାବେ କାର୍ଯ୍ୟ କରିଥାଏ। ଏହାଦ୍ୱାରା ଫୁସ୍‌ଫୁସ୍‌ରେ ଜମିଥିବା କଫ ତରଳି ବାହାରି ଯାଇଥାଏ। ଫଳରେ କାଶରୁ ମୁକ୍ତି ମିଳେ। ଆଜ୍‌ମା ରୋଗୀ ସକାଳୁ ଏପରି ନିୟମିତ କଲେ ଏଥିରୁ ମୁକ୍ତି ମିଳେ। ଉଷୁମ ପାଣି ସକାଳୁ ପିଇଲେ ରକ୍ତ ସଞ୍ଚାଳନ ଭଲ ଭାବେ ହୋଇଥାଏ। ଏହାଦ୍ୱାରା ହାର୍ଟ ଆଟାକ୍‌ର ଆଶଙ୍କା ଦୂର ହୁଏ। ଶୁଣ୍ଠି ବଦହଜମୀ, ଏସିଡିଟିରୁ ଦୂରେଇ ରଖିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ନିୟମିତ ଏପରି କଲେ ମେଦବହୁଳତା ଆଶଙ୍କା ଦୂର ହୋଇଥାଏ। ସେହିପରି କିଡ୍‌ନୀ ସମସ୍ୟାରୁ ଏହା ଦୂରେଇ ରଖିଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

ଚର୍ମ ରୋଗର ଆୟୁର୍ବେଦୀୟ ଉପଚାର

”ଅତ୍ୟଧିକ ଆମିଷ ଦ୍ରବ୍ୟ ସେବନ, ଅପରିଷ୍କାର ରହିଲେ ବା ପ୍ରତ୍ୟହ ସଫା ଲୁଗାପଟା ନ ପିନ୍ଧିଲେ, ଗାଁ ଗହଳିରେ ଥିବା ଅପରିଷ୍କାର ଦଳ ଭର୍ତ୍ତି ଗାଡ଼ିଆ...

ବାହାଘର ପାର୍ଟି ଓ ବିବାହ ଲାଗି ଡିଜାଇନ ଚୁଡ଼ି

ମହିଳାଙ୍କ ଚୁଡ଼ିର ଖନ୍‌ଖନ୍‌ ଶଦ୍ଦ କାହାର ବା ଧ୍ୟାନ ଆକର୍ଷଣ ନ କରେ! ଖାଲି ସେତିକି ନୁହେଁ, ଏହା ମହିଳାଙ୍କ ଷୋଳ ଶିଙ୍ଗାର ସହ ସମାନ।...

କ୍ଷୀର ଉତୁରିବା ଭଲ ନା ଖରାପ?

ବେଳେବେଳେ ଅନ୍ୟମନସ୍କତା ଯୋଗୁ ଗ୍ୟାସ୍‌ରେ ବସିଥିବା କ୍ଷୀର ଉତୁରିଯାଏ। ଏହି କ୍ଷୀର ଉତୁରିବାକୁ କିଏ ଶୁଭ ସୂଚନା ବୋଲି କହିଥାନ୍ତି ତ ଆଉ କିଏ ଏହାକୁ...

ବାସ୍ତୁ ଅନୁସାରେ କେମିତି ହେବା ଦରକାର ଶୋଇବା ଘର; ଜାଣନ୍ତୁ…

ସ୍ବାସ୍ଥ୍ୟ ପାଇଁ ବହୁତ ଆବଶ୍ୟକ ଶୋଇବା। ଶୋଇବା ଘର ଏପରି ଏକ ସ୍ଥାନ, ଯେଉଁଠି ପାଦଦେବା ମାତ୍ରେ ଲାଗେ ଦୁନିଆର ସବୁ ସୁଖ ଗୋଟିଏ ପାଖରେ...

ଏହି ୪ ରାଶିର ଯୁବକ-ଯୁବତୀଙ୍କୁ ୩୦ ବର୍ଷ ଯାଏ କରିବାକୁ ପଡ଼ିଥାଏ ସଂଘର୍ଷ; ପରେ ପାଦ ଚୁମେ ସଫଳତା

ସଫଳତା ପାଇବାକୁ ହେଲେ ପ୍ରତ୍ୟେକ ମଣିଷକୁ ସଂଘର୍ଷ କରିବାକୁ ପଡ଼ିଥାଏ। ଏଥିପାଇଁ କାହାକୁ କମ୍‌ ତ କାହାକୁ ଅଧିକ ସମୟ ଲାଗିଥାଏ। ଜ୍ୟୋତିଷଶାସ୍ତ୍ର ଅନୁଯାୟୀ କାହାକୁ...

ରହିବନି ଷ୍ଟ୍ରେଚ୍‌ ମାର୍କ

ଷ୍ଟ୍ରେଚ୍‌ମାର୍କ ଆରମ୍ଭ ହେଉଥିବାର ଜଣାପଡ଼ିବା ପରେ ସେହି ସ୍ଥାନରେ ନଡ଼ିଆ ତେଲ ମାଲିସ କରନ୍ତୁ। କିଛି ଦିନ ପରେ ଷ୍ଟ୍ରେଚ ମାର୍କ ଅନେକାଂଶରେ କମ୍‌ ହୋଇଯିବ।...

ପ୍ରତିଦିନ ଖାଆନ୍ତୁ ୧୦୦ ଗ୍ରାମ ପନିର୍‌, ମିଳିବ ଏହିସବୁ ଫାଇଦା

ପନିର ଖାଇବାକୁ ଯେତିକି ସ୍ବାଦିଷ୍ଟ ଶରୀର ପାଇଁ ମଧ୍ୟ ସେତିକି ଉପକାରୀ। ପନିରରେ ପ୍ରୋଟିନ୍‌, କାର୍ବୋହାଇଡ୍ରେଟ୍‌, କ୍ୟାଲସିୟମ, ଫସଫରସ୍‌ ଭରପୂର ମାତ୍ରାରେ ଥାଏ। ରନ୍ଧା ପନିର...

ପିଲା ଜିଦିଆ ହୋଇଥିଲେ…

କୁହାଯାଏ, ଗୋଟିକିଆ ଛୁଆ ବେଶି ଜିିଦିଆ ହୋଇଥା’ନ୍ତି। ଗୋଟିଏ ଛୁଆ ହୋଇଥିବାରୁ ପରିବାରର ସମସ୍ତେ ଗେଲବସରରେ ବଢ଼ାଇଥା’ନ୍ତି। ତାଙ୍କ ମନପସନ୍ଦର ଜିନିଷ ଦେଇଥା’ନ୍ତି। ପ୍ରାୟତଃ କୌଣସି...

Advertisement
Archives

Model This Week