ବିବାହ, ବ୍ରତଘର, ଶୁଦ୍ଧିକ୍ରିୟା କଟକଣା କୋହଳ

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ବିବାହ, ବ୍ରତଘର ଓ ଶୁଦ୍ଧିକ୍ରିୟା ଆଦିରେ ଅତିଥିଙ୍କ ସଂଖ୍ୟା ଉପରେ ଲାଗିଥିବା କଟକଣାକୁ କୋହଳ କରାଯାଇଛି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ ଲାଗିଥିବା ଏହି କଟକଣାକୁ ପ୍ରତ୍ୟାହାର କରି ନିଆଯାଇଛି। ଏଣିକି ଏହିସବୁ କାର୍ଯ୍ୟକ୍ରମରେ ୨୫୦ ଜଣ ଅତିଥି ଯୋଗ ଦେଇପାରିବେ। କରୋନା ଆକ୍ରାନ୍ତଙ୍କ ସଂଖ୍ୟାକୁ ଦୃଷ୍ଟିରେ ରଖି ବିଏମ୍‌ସି ପକ୍ଷରୁ ଗତ ୪ ତାରିଖରେ ଏକ ନିର୍ଦ୍ଦେଶନାମା ଜାରି କରାଯାଇ ବିବାହ, ବ୍ରତଘର ଓ ଶୁଦ୍ଧିକ୍ରିୟା ଆଦି କାର୍ଯ୍ୟରେ ୫୦ରୁ ଅଧିକ ଲୋକଙ୍କ ଉପସ୍ଥିତି ଉପରେ କଟକଣା ଜାରି କରାଯାଇଥିଲା।
ତେବେ ବର୍ତ୍ତମାନ ସ୍ଥିତିକୁ ଦେଖି ବିଏମ୍‌ସି ଜାରି କରିଥିବା ନିର୍ଦ୍ଦେଶନାମାକୁ ପ୍ରତ୍ୟାହାର କରି ନେଇଛି। ଉକ୍ତ ନିୟମ ନଭେମ୍ବର ୧ ତାରିଖରୁ କାର୍ଯ୍ୟକାରୀ ହେବ।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…

ଭାଜପାର ପ୍ରତିଷ୍ଠା ଦିବସ, ଖଲ୍ଲିକୋଟ ବିଧାୟକ…

ପୁରୁଷୋତ୍ତମପୁର,୬ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଜଳେଶ୍ବରଖଣ୍ଡି ଠାରେ ଆଛୁଲି ମଣ୍ଡଳ ପକ୍ଷରୁ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି । ରାଜ୍ଯକାର୍ଯ୍ଯକାରିଣୀ…

ଭଗବାନ ମୁଦୁଲିଙ୍କୁ ଗୁରୁଦାୟିତ୍ୱ: ଉନ୍ନୟନ ପରିଷଦ ଅଧ୍ୟକ୍ଷ ମନୋନୀତ

ନନ୍ଦପୁର,୬।୪(ତୁଷାର କାନ୍ତ ମହାନ୍ତି): ରାଜ୍ୟ ସରକାର ରାଜ୍ୟର ୨୩ ଆଦିବାସୀ ବହୁଳ ଜିଲା ନିମନ୍ତେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ନବ କଳେବର କରି ଅଧକ୍ଷ ଓ ଉପାଧ୍ୟକ୍ଷଙ୍କ…

କୂଅରେ ପଡି ଚାଲିଗଲା ଶିକ୍ଷକଙ୍କ ଜୀବନ, ପକ୍ଷାଘାତ ରୋଗ….

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅନ୍ତର୍ଗତ ଶିବ ଶକ୍ତି ନଗରରେ ଅଭାବନୀୟ ଘଟଣା । କୂଅରେ ପଡି ଶିକ୍ଷକଙ୍କ ମୃତ୍ୟୁ । ମୃତ…

ରନ୍ଧନ ଗ୍ୟାସ୍‌ ବିକ୍ରି କଟକଣା: ଛାତ୍ରୀଛାତ୍ର, କର୍ମଜୀବୀ, ଶ୍ରମିକ ଚିନ୍ତାରେ

ଖୋଲା ବଜାରରେ ଖୁଚୁରାରେ ବିକ୍ରି ହେଉଥିବା ରନ୍ଧନ ଗ୍ୟାସ୍‌ ଆଉ ମିଳିବ ନାହିଁ। ହିତାଧିକାରୀ ଠିକ୍‌ ସମୟରେ ଗ୍ୟାସ୍‌ ପାଉ ନ ଥିବାବେଳେ ବେଆଇନ କାରବାର ବୃଦ୍ଧି…

ଓପିଏସସି କାର୍ଯ୍ୟାଳୟ ଆଗରେ ଡିଗ୍ରିଧାରୀ ଡାକ୍ତରୀ ଛାତ୍ରୀଛାତ୍ରଙ୍କ ଧାରଣା

କଟକ,୬।୪(ଶିଳ୍ପା ପ୍ରିୟଦର୍ଶିନୀ): କଟକ ଓପିଏସ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ଡିଗ୍ରିଧାରୀ ଡାକ୍ତରୀ ଛାତ୍ରୀଛାତ୍ର ପ୍ରତିବାଦ କରିଛନ୍ତି। ନିଯୁକ୍ତି ପାଇ ନ ଥିବା ଶତାଧିକ ଏମ୍‌ବିବିଏସ୍‌ ଡାକ୍ତର ବିକ୍ଷୋଭ ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri