ପୋଷ୍ଟ ଅଫିସ୍‌ ଜମାଖାତାରୁ ଟଙ୍କା ଗାଏବ: ଫେରାଇବା ଦାବିରେ ଜମାକାରୀ…

ବୌଦ୍ଧ,୮ା୧(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ସରସରା ଗ୍ରାମରେ ଥିବା ପୋଷ୍ଟ ଅଫିସରେ ଜମାଖାତାରୁ ଟଙ୍କା ଗାଏବ ହୋଇଥିବା ଜମାକାରୀମାନେ ଅଭିଯୋଗ କରିଛନ୍ତ। ଅଭିଯୋଗ ପରେ ପୋଷ୍ଟାଲ ଇନ୍ସପେକ୍ଟର କୃଷ୍ଣଚନ୍ଦ୍ର ଶତପଥୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ ଓ ଘଟଣାରେ ସବ୍‌ ପୋଷ୍ଟମାଷ୍ଟର ନିରଞ୍ଜନ ବେହେରାଙ୍କୁ ନିଲମ୍ବନ କରାଯାଇଛି।

ସୂଚନାନୁଯାୟୀ, ସରସରା ଗ୍ରାମରେ ବହୁ ବର୍ଷ ଧରି ଏକ ପୋଷ୍ଟ୍‌ ଅଫିସ ରହିଛି। ଏହି ପୋଷ୍ଟ ଅଫିସ୍‌ରେ ଶହଶହ ଆକାଉଣ୍ଟଧାରୀଙ୍କ ଜମାଖାତା ରହିଛି। ଜମାକାରୀମାନେ ଲକ୍ଷଲକ୍ଷ ଟଙ୍କା ଜମା ବି କରିଛନ୍ତ। ଟଙ୍କା ତୁରନ୍ତ ଫେରାଇବା ନେଇ ଗୁରୁବାର ସରସରାଠାରେ ଖୋର୍ଦ୍ଧା-ବଲାଙ୍ଗୀର ଜାତୀୟ ରାଜପଥ ଅବରୋଧ କରିଛନ୍ତି। ଫଳରେ ଶହଶହ ଗାଡ଼ିମୋଟର ଅଟକି ରହିଛି।

Dharitri – Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡିଶା ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ପୋଷ୍ୟପୁତ୍ରଙ୍କୁ ମିଳିପାରିବ ଅନୁକମ୍ପାମୂଳକ ନିଯୁକ୍ତି

କଟକ,୯।୧: ପୋଷ୍ୟପୁତ୍ରମାନଙ୍କୁ ଅନୁକମ୍ପାମୂଳକ ନିଯୁକ୍ତି ଦେବା କ୍ଷେତ୍ରରେ ବଡ ରାୟ ଦେଇଛନ୍ତି ଓଡିଶା ହାଇକୋର୍ଟ। କେନ୍ଦ୍ରୀୟ ପ୍ରଶାସନିକ ଟ୍ରିବ୍ୟୁନାଲ୍ (CAT) ଦେଇଥିବା ଆଦେଶକୁ ଓଡ଼ିଶା ହାଇକୋର୍ଟ...

‘ପ୍ରଧାନମନ୍ତ୍ରୀ ମୋଦି ଟ୍ରମ୍ପଙ୍କୁ ଫୋନ କରି ନ ଥିଲେ ବରଂ…’, ଟ୍ରେଡ ଡିଲକୁ ନେଇ ଆମେରିକାର ବଡ଼ ଦାବି

ଓ୍ବାଶିଂଟନ/ନୂଆଦିଲ୍ଲୀ,୯।୧: ଆମେରିକାର ବାଣିଜ୍ୟ ସଚିବ ହାୱାର୍ଡ ଲୁଟନିକ ଭାରତ ଏବଂ ଆମେରିକା ମଧ୍ୟରେ ବାଣିଜ୍ୟ ଚୁକ୍ତି ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଦାବି କରିଛନ୍ତି। ଆମେରିକାର ମନ୍ତ୍ରୀ...

Railway Jobs: ରେଲଓ୍ବେରେ ବମ୍ଫର ନିଯୁକ୍ତି, ୪୪ ହଜାର ପର୍ଯ୍ୟନ୍ତ ଦରମା, ଏମାନେ କରିପାରିବେ ଆବେଦନ

ନୂଆଦିଲ୍ଲୀ,୯।୧: ସରକାରୀ ଚାକିରି ପାଇଁ ପ୍ରସ୍ତୁତ ହେଉଥିବା ଯୁବତୀଯୁବକମାନଙ୍କ ପାଇଁ ରେଳବାଇ ଏକ ମହାନ ସୁଯୋଗ ପ୍ରଦାନ କରିଛି। ରେଳବାଇ ନିଯୁକ୍ତି ବୋର୍ଡ ପୃଥକ ବର୍ଗ...

ଖାଇବା ଦେବାରେ ବିଳମ୍ବ କଲେ ସ୍ତ୍ରୀ….ରାଗରେ ପଞ୍ଚମ ହୋଇ କୋଦାଳରେ ପିଟି ହତ୍ୟା କଲେ ସ୍ବାମୀ

ଲକ୍ଷ୍ନୌ,୯।୧: ଉତ୍ତର ପ୍ରଦେଶର ମୁରାଦାବାଦରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। କଟଘର ଥାନା ଅଞ୍ଚଳର ଦେବପୁର ଗାଁରେ ଏକ ଛୋଟ ଘରୋଇ ବିବାଦ ଭୟଙ୍କର ରୂପ...

୧ ଗ୍ରାମ ସୁନାକୁ ୧୮୧ ଟଙ୍କା, ଏହି ଦେଶରେ ଚା’ କପ ଠାରୁ କମ୍‌ ମୂଲ୍ୟରେ ମିଳୁଛି, ଜାଣିଲେ…

ନୂଆଦିଲ୍ଲୀ,୯।୧: ଭାରତରେ ସୁନାର ମୂଲ୍ୟ ଆକାଶଛୁଆଁ ହେଉଥିବା ବେଳେ, ଆପଣ କ’ଣ ବିଶ୍ୱାସ କରିବେ ଯେ ଏପରି ଏକ ଦେଶ ଅଛି ଯେଉଁଠାରେ ଏକ ଗ୍ରାମ...

ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ: ପ୍ରତିଶ୍ରୁତି ପରେ ଖୋଲିଲା ତାଲା

ନୂଆପଡ଼ା,୯ା୧ ( ମକାରୁ ବେମାଲ):ନୂଆପଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦ ୱାର୍ଡ ନଂ. ୨ ଗଡତୋର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥାକୁ ନେଇ ଗୁରୁବାର...

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ମିଳିବ ପାଉଁଜି, ଶାଢ଼ୀ, ଚୁଡ଼ି

ଭୁବନେଶ୍ୱର,୯।୧: ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ଆର୍ଥିକ ସହାୟତା ସହିତ ସରକାର ଉପହାର ମଧ୍ୟ ଦେବେ। ଏନେଇ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ଯୋଗ୍ୟ...

ମ୍ୟାଚ୍‌ ଚାଲିଥିବା ସମୟରେ ବଡ଼ ଅଘଟଣ: ଟଳିପଡ଼ିଲେ କ୍ରିକେଟର୍‌

ନୂଆଦିଲ୍ଲୀ,୯।୧: ଭାରତୀୟ କ୍ରିକେଟରୁ ଅତ୍ୟନ୍ତ ଦୁଃଖଦ ଖବର ଆସିଛି। ପୂର୍ବତନ ମିଜୋରାମ ରଣଜୀ କ୍ରିକେଟର କେ. ଲାଲରେମ୍ରୁଆତାଙ୍କର ପଡ଼ିଆରେ ଦେହାନ୍ତ ହୋଇଛି। ଏକ ସ୍ଥାନୀୟ କ୍ରିକେଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri