୨୦୧୯ ପର୍ଯ୍ୟନ୍ତ ଅନାଦେୟ ଇ-ଚାଲାଣ ପ୍ରତ୍ୟାହାର

କଟକ ଅଫିସ,୧୫ା୮: ରାଜ୍ୟର ବିଭିନ୍ନ ଯାନ ଉପରେ ୨୦୧୯ ଡିସେମ୍ବର ୩୧ ପର୍ଯ୍ୟନ୍ତ ଅନାଦେୟ ହୋଇ ପଡ଼ିରହିଥିବା ଇ-ଚାଲାଣଗୁଡ଼ିକୁ ପ୍ରତ୍ୟାହାର କରିନିଆଯାଇଛି। ଏ ନେଇ ରାଜ୍ୟ ପରିବହନ କର୍ତ୍ତୃପକ୍ଷ ବିଜ୍ଞପ୍ତି ମାଧ୍ୟମରେ ସୂଚନା ଦେଇଛନ୍ତି। ଓଡ଼ିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ ସଦସ୍ୟ ସଚିବଙ୍କ ପତ୍ର ଅନୁସାରେ ସମ୍ପୃକ୍ତ ଆଞ୍ଚଳିକ ପରିବହନ ଅଧିକାରୀମାନଙ୍କ ଦ୍ୱାରା ଉପରୋକ୍ତ ସମୟ ସୀମା ପର୍ଯ୍ୟନ୍ତ ଦାଖଲ କରାଯାଇଥିବା ଅନାଦେୟ ଇ-ଚାଲାଣ ସମ୍ପର୍କିତ ମାମଲାଗୁଡ଼ିକୁ ପ୍ରତ୍ୟାହାର କରିନିଆଯାଇଛି। ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ଅନାଦେୟ ଇ-ଚାଲାଣ ସମ୍ପର୍କିତ ମାମଲାଗୁଡ଼ିକ ନିର୍ଦ୍ଧାରିତ ସମୟସୀମା ଅତିକ୍ରମ ହୋଇଥିବା କାରଣରୁ ଅଦାଲତରେ ବିଚାର ପାଇଁ ଅଗ୍ରାହ୍ୟ ହୋଇଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟ କ୍ୟାମ୍ପରେ ୫୦ ଜଣଙ୍କ ସ୍ବାବ ସଂଗ୍ରହ

ବଇଣ୍ଡା, ୧୭ା୪(ଡି.ଏନ.ଏ.)- କରୋନା ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ନମୁନା ସଂଗ୍ରହ ଓ ପରୀକ୍ଷାକୁ ବ୍ୟାପକ କରିବାକୁ ବିଭିନ୍ନ ସ୍ଥାନରେ ଅସ୍ଥାୟୀ ସ୍ବାସ୍ଥ୍ୟ କ୍ୟାମ୍ପ କରାଯାଇଛି।...

ଦିନକ ପରେ ଧରାବତରଣ କରିବେ ମା’ ଲକ୍ଷ୍ମୀ: ଆଇନଶୃଙ୍ଖଳା ଜଗିବେ ୧୫ ପ୍ଲାଟୁନ ଫୋର୍ସ

ଅନୁଗୋଳ ଅଫିସ, ୧୨।୧୦ – ଦିନକ ପରେ ଅନୁଗୋଳରେ ଆରମ୍ଭ ହେବ ମା’ ଲକ୍ଷ୍ମୀଙ୍କ ପୂଜା। ଏ ନେଇ ସହର ଚଳଚଞ୍ଚଳ ହୋଇଉଠିଥିବା ବେଳେ ଆଇନଶୃଙ୍ଖଳା...

ଯୋଗଦେଲେ ନୂତନ ଜିଲାପାଳ

ଭଦ୍ରକ ଅଫିସ,୨୦।୬: ଭଦ୍ରକର ନୂତନ ଜିଲାପାଳ ଭାବେ ସିଦ୍ଧେଶ୍ୱର ବଳିରାମ ବୋନ୍ଦାର ସୋମବାର କାର୍ଯ୍ୟରେ ଯୋଗ ଦେଇଛନ୍ତି। ପ୍ରଥମ ଦିନରେ ଜିଲାପାଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ...

ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଦେବାକୁ ଲାଞ୍ଚ ନେଇ ଧରାପଡ଼ିଲେ ଡାକ୍ତର

ଯାଜପୁର ଅଫିସ,୧୯ା୪: ଯାଜପୁର ଜିଲା ଦାନଗଦୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ପବିତ୍ର ସେଠୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଏକ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ପାଇଁ ସେ...

ଗୃହରେ ତାଲା, ବାରଣ୍ଡାରେ ପିଲା

ପାରାଦୀପ,୧୯ା୧୦(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ପାରାଦୀପ ପୌରାଞ୍ଚଳର ୨ନଂ. ୱାର୍ଡର ଅଠରବାଙ୍କି ତଳପଡାରେ ଅଛି ସରକାରୀ ପ୍ରାଥମିକ ବିଦ୍ୟାଳୟ। ୨୦୦୮ରୁ ଚାଲିଥିବା ଏହି ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ...

ଚର୍ମରୋଗ ବିଶେଷଜ୍ଞ ୫ ଦିନ ହେଲା ଛୁଟିରେ ରୋଗୀ ସେବା ବାଧାପ୍ରାପ୍ତ

କେନ୍ଦୁଝର, ୨୦ା୫(ସ୍ବ.ପ୍ର.)-ଦୀର୍ଘ ପ୍ରାୟ ୫ ଦିନ ହେଲା ଚର୍ମ ରୋଗ ବିଶେଷଜ୍ଞ ଡାକ୍ତର ଛୁଟିରେ ଅଛନ୍ତି। ଫଳରେ ଜିଲା ମୁଖ୍ୟ ଡାକ୍ତରଖାନାରେ ରୋଗୀ ସେବା ବାଧାପ୍ରାପ୍ତ...

ବୁଧବାରଠୁ ଦଶମ ସମେଟିଭ୍‌-୧ ପରୀକ୍ଷା

କଟକ ଅଫିସ,୨୨।୧୧: ଦଶମ ସମେଟିଭ୍‌-୧ ପରୀକ୍ଷା ବୁଧବାରଠୁ ଆରମ୍ଭ ହେବ। ଏଥିପାଇଁ ବୋର୍ଡ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଚଳିତବର୍ଷ ୫ ଲକ୍ଷରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର...

ଗୁରୁଦିବସରେ ଗଲା ଗୁରୁଙ୍କ ଜୀବନ

ରୂପସା,୫।୯(ଡି.ଏନ୍‌.ଏ.): ଗୁରୁ ଦିବସରେ ସଡ଼କ ଦୁର୍ଘଟଣାରେ ଚାଲିିଯାଇଛି ଆଦର୍ଶ ଗୁରୁଙ୍କ ଜୀବନ। ସ୍କୁଲରୁ ଘରକୁ ଫେରୁଥିବା ବେଳେ ଘଟିଛି ଏହି ଦୁର୍ଘଟଣା। ବାଲେଶ୍ୱର ଜିଲା ୬୦...

Advertisement
Archives

Model This Week