ମେଣ୍ଟକୁ ନେଇ ମତ ଦୋହରାଇଲେ ଭାଜପା ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂ

ଭୁବନେଶ୍ୱର,୧୦।୩: ଭାଜପା ଏବଂ ବିଜେଡି ମେଣ୍ଟ ଚର୍ଚ୍ଚା ଭିତରେ ରାଜ୍ୟ ଭାଜପା ନେତୃତ୍ୱକୁ ପୁଣି ଦିଲ୍ଲୀରୁ ଡାକରା ଆସିଛି। ଡାକରା ପାଇ ରାଜ୍ୟ ଭାଜପା ନେତୃତ୍ୱ ଦିଲ୍ଲୀ ଅଭିମୁଖେ ବାହାରିଛନ୍ତି। ସେଠାରେ ମେଣ୍ଟ ନେଇ ଆଲୋଚନା ହେବ ନା କେବଳ ପ୍ରାର୍ଥୀଙ୍କ ନାଁ ଉପରେ ମୋହର ବାଜିବ, ସେକଥା ସ୍ପଷ୍ଟ ହୋଇନି। କିନ୍ତୁ କେନ୍ଦ୍ରୀୟ ନେତୃବୃନ୍ଦଙ୍କ ଡାକରା ପାଇ ରାଜ୍ୟ ଭାଜପା ନେତା ଦିଲ୍ଲୀ ଯାଇଥିବା ବିଜୟପାଲ ସିଂହ ତୋମାର ସୂଚନା ଦେଇଛନ୍ତି। ଏହାସହ ସେ ନିଜ ପୂର୍ବ ମତ ଦୋହରାଇ କହିଛନ୍ତି, ଓଡ଼ିଶାର ସମସ୍ତ ବିଧାନସଭା ଓ ଲୋକ ସଭା ଆସନ ପାଇଁ ଆମେ ପ୍ରସ୍ତୁତି କରୁଛୁ। ମେଣ୍ଟ ପାଇଁ କୌଣସି ଆଲୋଚନା ହୋଇନି।
ଭାଜପା ରାଜ୍ୟ ଭାଜପା ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂ ତୋମାର,ସହ ପ୍ରଭାରୀ ଲତା ଉସେଣ୍ଡି, ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ଭାଜପା ସଂଗଠନ ସମ୍ପାଦକ ମାନସ ମହାନ୍ତି ପ୍ରମୁଖ ଦିଲ୍ଲୀ ଅଭିମୁଖେ ବାହାରିଛନ୍ତି।
ଏହାପୂର୍ବରୁ ମଧ୍ୟ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ଭାଜପା ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂ ତୋମାର ମଧ୍ୟ ରାଜ୍ୟରେ ମେଣ୍ଟ ସମ୍ଭାବନାକୁ ଖାରଜ କରିଥିଲେ। ମେଣ୍ଟ ପ୍ରସଙ୍ଗରେ ଚର୍ଚ୍ଚା ପାଇଁ କାର୍ତ୍ତିକ ପାଣ୍ଡିଆନ ଓ ପ୍ରଣବପ୍ରକାଶ ଦାସ ଦିଲ୍ଲୀ ଯାଇ ଫେରିଥିଲେ ମଧ୍ୟ ବିଜେଡି ଏହି ସମ୍ଭାବ୍ୟ ମେଣ୍ଟକୁ ନେଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରୁନାହିଁ। ଫଳରେ ମେଣ୍ଟକୁ ନେଇ ସସପେନ୍ସ ଲାଗିରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

ମୃତଦେହ ନେଇ ଶ୍ମଶାନ ଯାଉଥିବା ବେଳେ ବଡ଼ ଅଘଟଣ: ଟ୍ରକ୍ ଧକ୍କା ଦେଇ ଘୋଷାଡ଼ି ନେଲା, ୫ ଗୁରୁତରଙ୍କୁ ବିଧାୟକ ନିଜ ଗାଡ଼ିରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ସେପ୍ଟେମ୍ୱର ୧୬ ସକାଳ ୯ଟାରେ ୫ ରାଶିଙ୍କ ଖୋଲିବ ଭାଗ୍ୟ; ପାଇବେ ପ୍ରଚୁର ଧନ, ଚାକିରିରେ ବଡ଼ ଅଫର୍‌

୧୬ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷର ପଞ୍ଚମୀ ତିଥି ଏବଂ ବୁଧବାର। ଏହା ସହିତ ଏହା ଦ୍ୱିତୀୟ ଚାତୁର୍ମାସ୍ୟର ୨୪ତମ ଦିନ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?