ମାସ୍କ ନ ଥିଲେ ଦର୍ଶକଙ୍କୁ ବାରବାଟୀ ଷ୍ଟାଡିୟମ ମନା

କଟକ ଅଫିସ, ୧୦।୬: କଟକସ୍ଥିତ ବାରବାଟୀ ଷ୍ଟାଡିୟମରେ ଟି-୨୦ ମ୍ୟାଚ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ରବିବାର ଅନୁଷ୍ଠିତ ହେବ। ଏ ନେଇ କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ତେବେ ମାସ୍କ ନ ଥିଲେ ମ୍ୟାଚ ଦେଖିବାକୁ ଷ୍ଟାଡିୟମ ଭିତରକୁ ଛଡାଯିବ ନାହିଁ ବୋଲି ପୋଲିସ କମିଶନର କହିଛନ୍ତି।
ସୁରକ୍ଷା ବ୍ୟବସ୍ଥା ନେଇ ପୋଲିସ କମିଶନର ସୌମେନ୍ଦ୍ର ପ୍ରୟଦର୍ଶୀ ସମୀକ୍ଷା କରିଛନ୍ତି। ମ୍ୟାଚ ସମୟରେ ୪ ଡିସିପିଙ୍କ ସମେତ ୭ ଆଡିସନାଲ ଡିସିପି ଓ ୨୮୦ ଅଫିସରଙ୍କ ସହ ୬୨ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯିବ। ଟ୍ରାଫିକ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଗାଡି ରହଣୀ ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରଫି, ମାନପତ୍ର ନେଇଯାଅ, କାମ ଦିଅ

ବଲାଙ୍ଗୀର ଅଫିସ/ଖପ୍ରାଖୋଲ,୭ା୪ (ଡି.ଏନ୍‌.ଏ.): କୋଭିଡ ମହାମାରୀ ସମୟରେ ନିଜର ସାହସ ଏବଂ ଉପସ୍ଥିତ ବୁଦ୍ଧି ଯୋଗୁଁ ରାଜ୍ୟ ବାହାରେ ଥିବା ପ୍ରାୟ ୬ହଜାର ଦାଦନ ଶ୍ରମିକଙ୍କୁ...

ଓଡ଼ିଶାରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ: ‘ଦେଶର ସ୍ଥିତି ନେଇ ଗଭୀର ମର୍ମାହତ’

ଭୁବନେଶ୍ୱର,୨୬।୨(ବ୍ୟୁରୋ)/ପୁରୀ ଅଫିସ: ତୃଣମୂଳ କଂଗ୍ରେସ ମୁଖ୍ୟ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାରଠାରୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ମଙ୍ଗଳବାର ରାତି ପ୍ରାୟ...

ପେଟ୍ରୋଲ ପମ୍ପ୍‌ରେ ଡକାୟତି ଯୋଜନା, ୬ ଗିରଫ

ବ୍ରହ୍ମପୁର ଅଫିସ,୨୨ା୫: ବଡବଜାର ପୋଲିସ ଏକ ଡକାୟତ ଗ୍ୟାଙ୍ଗକୁ କାବୁ କରିଛି। ସୋମବାର ଥାନାଧିକାରୀ ପ୍ରଶାନ୍ତ ଭୂପତି ଏବଂ ତାଙ୍କ ଟିମ୍‌ ରାତ୍ରିକାଳୀନ ପାଟ୍ରୋଲିଂ କରୁଥିବା...

୫ ଜିଲାର ୧୫୮ ରୂପାନ୍ତରିତ ସ୍କୁଲ ଲୋକାର୍ପିତ

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ)/ ବାରିପଦା (ଅଫିସ): ରାଜ୍ୟରେ ସ୍କୁଲ ରୂପାନ୍ତର ପର୍ବ ଜାରି ରହିଛି। ୫-ଟି ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମର ଚତୁର୍ଥ ଦିବସରେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ସିଡିଏ ସେକ୍ଟର-୯ କଣ୍ଟେନ୍‌ମେଣ୍ଟ ଜୋନ୍‌: ବିପଦ ବଢ଼ାଇଲେ ଆକ୍ରାନ୍ତ ପୋଲିସ ଅଧିକାରୀ

କଟକ ଅଫିସ,୨୮ା୬-କଟକ ସିଡିଏ ସେକ୍ଟର-୯ରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ କଟକ ମହାନନଗର ନିଗମ (ସିଏମ୍‌ସି) ରବିବାର ଏହି ଅଞ୍ଚଳକୁ କଣ୍ଟେନ୍‌ମେଣ୍ଟ ଜୋନ୍‌...

CORONAVIRUS UPDATE : କେନ୍ଦୁଝରରେ ଆଉ ୨ କରୋନା ପଜିଟିଭ, ଉଭୟ ସୁରଟ ଫେରନ୍ତା

ଭୁବନେଶ୍ୱର,୧୨।୫(ବ୍ୟୁରୋ)-ରାଜ୍ୟରେ ଆଉ ୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୩୯କୁ ବୃଦ୍ଧି ପାଇଛି। ଚିହ୍ନଟ ଆକ୍ରାନ୍ତ ଦ୍ୱୟ...

ଇକୋ ସେନ୍‌ସିଟିଭ ଜୋନରେ ପ୍ରକଳ୍ପ

କେନ୍ଦ୍ରାପଡା ଅଫିସ,୩।୧୨:କେନ୍ଦ୍ରାପଡ଼ା ଜିଲା ଜାତୀୟ ଉଦ୍ୟାନ ଭିତରକନିକାର ପରିବେଶ ସମ୍ବେଦନଶୀଳ ଅଞ୍ଚଳ (ଇକୋ ସେନ୍‌ସିଟିଭ ଜୋନ)ରେ ଯାଉଛି। ଜିଲାର ରାଜକନିକା ବ୍ଲକ ବରୁଣାଡିହାରେ ନିର୍ମାଣାଧୀନ ଖରସ୍ରୋତା...

ଆସନ୍ତା ୨୨ରେ ବିମାନରେ ଉଡ଼ିବେ ୪୪ ଦିବ୍ୟାଙ୍ଗ ପିଲା

ଭୁବନେଶ୍ୱର,୨୦।୧(ବ୍ୟୁରୋ): ବିମାନରେ ଉଡିବେ ଦିବ୍ୟାଙ୍ଗ ପିଲା। ଦୂର ଦିଗ୍‌ବଳୟରୁ ଦୁନିଆକୁ ଦେଖିବାର ସୌଭାଗ୍ୟ ଅର୍ଜନ କରିବେ। ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ, ଏୟାରପୋର୍ଟ ଅଥରିଟି ଅଫ...

Advertisement
Archives

Model This Week