Posted inଜାତୀୟ

ଚିକେନ ନ ଦେଲେ କୋଭିଡ୍‌ ସେଣ୍ଟରରୁ ଯିବିନି, ଭାଇରାଲ ହେଉଛି ଭିଡିଓ

ମୁମ୍ବାଇ,୧୦ା୭: ମହାରାଷ୍ଟ୍ରର ସାଙ୍ଗଲି ଜିଲାରୁ ଏକ ଭିଡିଓ ଭାଇରାଲ ହୋଇଛି, ଯେଉଁଥିରେ ଜଣେ କରୋନା ରୋଗୀ ଡ୍ୟାନ୍ସ କରିବା ସହ ଚିକେନ ମାଗୁଛନ୍ତି। ଆକ୍ରାନ୍ତ ଜଣକ କୋଭିଡ୍‌ ସେଣ୍ଟରରେ ଥିଲେ। ସେଠାରେ ତାଙ୍କୁ ଖାଦ୍ୟ ଅର୍ଥାତ୍‌ ଚିକେନ ବହୁ ପସନ୍ଦ ଆସିଥିଲା। ତା’ପରେ ସେ ଚିକେନ ନ ଖାଇ ଘରକୁ ଯିବାକୁ ମନା କରିଦେଇଥିଲେ। ଚିକେନ ମାଗିବା ସହ କୋଭିଡ୍‌ ସେଣ୍ଟରରେ ଡ୍ୟାନ୍ସ କରିବା ଆରମ୍ଭ କରିଥିଲେ।
ପ୍ରକୃତରେ କରୋନାରୁ ସୁସ୍ଥ ହେବା ପରେ ମଧ୍ୟ ଏହି ବ୍ୟକ୍ତି କୋଭିଡ୍‌ ସେଣ୍ଟର ଛାଡ଼ି ଯିବାକୁ ପ୍ରସ୍ତୁତ ନୁହନ୍ତି। ଯାହା ଶୁଣି
କୋଭିଡ୍‌ କେୟାର ସେଣ୍ଟରର କର୍ମଚାରୀମାନେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଉକ୍ତ କୋଭିଡ୍‌ କେୟାର ସେଣ୍ଟରରେ ରୋଗୀମାନଙ୍କୁ ଶୀଘ୍ର ସୁସ୍ଥ ହେବା ପାଇଁ ପୁଷ୍ଟିକର ଖାଦ୍ୟ ଦିଆଯାଏ। ସାଙ୍ଗଲିର ଏହି ରୋଗୀ ଜଣକୁ ଏଠାକାର ପୁଷ୍ଟିକର ଖାଦ୍ୟ ଖୁବ୍‌ ପସନ୍ଦ ଆସିଥିଲା। ଯେଉଁଥିପାଇଁ ସେ ଚିକେନ ନ ଦେଲେ କୋଭିଡ୍‌ କେୟାର ସେଣ୍ଟର ଛାଡ଼ି ଘରକୁ ଯିବେ ନାହିଁ ବୋଲି ଜିଦ୍‌ ଧରିଥିଲେ। ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ସଦସ୍ୟ ହେଲେ ସୋନିଆ

ନୂଆଦିଲ୍ଲୀ,୧୬।୪: କଂଗ୍ରେସ ଦଳରେ ସାଂଗଠନିକ ନିର୍ବାଚନ ପୂର୍ବରୁ ସଭ୍ୟ ପଞ୍ଜୀକରଣ ଅଭିଯାନର ଶେଷ ଦିନରେ ଦଳ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କ ସମେତ ଅନେକ ନେତା ଡିଜିଟାଲ...

କରୋନା ମହାମାରୀ ସଙ୍କଟ ସମୟରେ କଂଗ୍ରେସ କରୁଛି ରାଜନୀତି: ଦିନେଶ ଶର୍ମା

ଲକ୍ଷ୍ନୌ,୨୦।୫: ଦେଶରେ କରୋନା ମହାମାରୀ ସଙ୍କଟ ଜାରି ରହିଥିବାବେଳେ କଂଗ୍ରେସ ଘୃଣ୍ୟ ରାଜନୀତି ଆରମ୍ଭ କରିଛି ବୋଲି ଉତ୍ତରପ୍ରଦେଶ ଉପମୁଖ୍ୟମନ୍ତ୍ରୀ ଦିନେଶ ଶର୍ମା କହିଛନ୍ତି। ପ୍ରବାସୀ...

ଟଳିଲେ ୩ ଆତଙ୍କବାଦୀ

ଶ୍ରୀନଗର,୭।୧୦: ଜମ୍ମୁ କଶ୍ମୀରର ଶୋପିଆନରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଘଟିଛି। ଶୋପିଆନର ସୁଜନ ଜନପୋରା ଅଞ୍ଚଳରେ ହୋଇଥିବା ଏନକାଉଣ୍ଟରରେ ୩ଜଣ ଆତଙ୍କବାଦୀ...

ଅସଦାଚରଣରୁ ସୁରକ୍ଷା ପାଇଁ ଛାତ୍ରୀଛାତ୍ର ସପ୍ତାହରେ ୩ଦିନ ଅଲଗା ଅଲଗା ଯିବେ ସ୍କୁଲ

ମାଲଦା,୩।୭: ଛାତ୍ରୀଙ୍କ ଉପରେ ହେଉଥିବା ଅସଦାଚରଣ ଘଟଣା କମ୍‌ କରାଇବା ପାଇଁ କୋଲକତାର ଏକ ସରକାରୀ ସ୍କୁଲରେ ଛାତ୍ରୀଛାତ୍ରମାନଙ୍କୁ ଭିନ୍ନ ଭିନ୍ନ ଦିିନ ସ୍କୁଲ ଆସିବା...

କରୋନାର ତୃତୀୟ ଲହରରେ କେମିତି ରହିବେ ସୁରକ୍ଷିତ: ଏମ୍ସ ପ୍ରଫେସର୍‌ ଦେଲେ ଟିପ୍ସ

ନୂଆଦିଲ୍ଲୀ,୨୧।୬: ଦେଶରେ କରୋନା ସଂକ୍ରମଣର ଦ୍ୱିତୀୟ ଲହରର ଗତି ବହୁତ ମନ୍ଥର ହୋଇଛି। ଗତ ଏକ ସପ୍ତାହ ହେବ ଦୈନିକ ସଂକ୍ରମଣ ସଂଖ୍ୟା ୧ ଲକ୍ଷରୁ...

୧୦ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୯୫ ପ୍ରତିଶତ

ନୂଆଦିଲ୍ଲୀ, ୭।୬: ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୯ ହଜାର ୯୪୬ରେ ପହଞ୍ଚିଛି। ସେହିପରି ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୪୭ ହଜାର ୪୦ ରହିଛି।...

ମହିଳାଙ୍କ ସ୍ବାସ୍ଥ୍ୟ ସୁରକ୍ଷା ସଚେତନତା ପାଇଁ ହାତରେ ସାନିଟାରୀ ନାପ୍‌କିନ୍‌ ଧରି ଗରବା ନୃତ୍ୟ କଲେ ଶିକ୍ଷାର୍ଥୀ

ସୁରଟ,୮।୧୦: ଗୁଜରାଟରେ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଡିଜାଇନିଂ ଟେକ୍ନୋଲୋଜିର ଶିକ୍ଷାର୍ଥୀ ଏବଂ ଅଧ୍ୟାପକ ଏକ ନିଆରା ଢ଼ଙ୍ଗରେ ଗରବା ନୃତ୍ୟ କରିଛନ୍ତି। ଏହା ଏବେ ସୋସିଆଲ୍‌ ମିଡ଼ିଆରେ...

୩୦ ବର୍ଷ ପରେ ଭାରତଠାରୁ ଚାଉଳ କିଣିଲା ଚାଇନା

ମୁମ୍ବାଇ,୩।୧୨: ସୀମା ବିବାଦ ସତ୍ତ୍ୱେ ଏବେ ଭାରତ- ଚାଇନା ସମ୍ପର୍କରେ ସାମାନ୍ୟ ସୁଧାର ଆସିଛି। ଦୀର୍ଘ ୩୦ ବର୍ଷ ପରେ ଚାଇନା ପ୍ରଥମ ଥର ଭାରତରୁ...

Advertisement
Archives

Model This Week