ପ୍ରାଇମ ଭିଡିଓରେ ଡବ୍ଲ୍ୟୁଏନ୍‌ବିଏ ଷ୍ଟ୍ରିମିଂ

ନୂଆଦିଲ୍ଲୀ,୨୬।୮:  ଦେଶ ମଧ୍ୟରେ ଆମାଜନ ପ୍ରାଇମ ସଦସ୍ୟ ଡବ୍ଲ୍ୟୁଏନ୍‌ବିଏର ୨୫ତମ ସିଜନର ଖେଳଗୁଡ଼ିକ ଲିଗ୍‌ ସମୟରେ ଲାଇଭ୍‌ ଷ୍ଟ୍ରିମ୍‌ କରିପାରିବେ। ଆମାଜନ ପ୍ରାଇମ ଭିଡିଓ ଏବଂ ଜାତୀୟ ମହିଳା (ଡବ୍ଲ୍ୟୁଏନ୍‌ବିଏ) ପକ୍ଷରୁ ଏ ସମ୍ପର୍କରେ ଘୋଷଣା କରାଯାଇଛି। ମେ ୨୦୨୧ରେ ଆମାଜନ ଏବଂ ଡବ୍ଲ୍ୟୁଏନ୍‌ବିଏ ମଧ୍ୟରେ ଚୁକ୍ତିନାମା ହୋଇଛି। ଚୁକ୍ତିନାମା ଅନୁସାରେ ପ୍ରତ୍ୟେକ ସିଜନର ଲିଗ୍‌ ଗେମ୍‌ ଚୟନ କରିବାକୁ ଭାରତରେ ପ୍ରାଇମ୍‌ ଭିଡିଓ ମାଧ୍ୟମରେ ସ୍ବତନ୍ତ୍ର ଷ୍ଟ୍ରିମିଂ ପାଇଁ ଏହା ଅଧିକାର ପାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ୪୦୦କୋଟିରୁ ଅଧିକ ଆୟ କରେ ପେଙ୍ଗୁଇନ, ପ୍ରତିବର୍ଷ ଛପାଯାଏ ମାତ୍ର ଏତିକି ବହି…

ନୂଆଦିଲ୍ଲୀ,୧୧।୨: ଗତ କିଛି ଦିନ ଧରି ପୂର୍ୱତନ ସେନା ମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନାରଭାଣେଙ୍କ ପୁସ୍ତକ “ଫୋର୍‌ ଷ୍ଟାର୍‌ ଅଫ ଡେଷ୍ଟିନି” ସମ୍ପର୍କରେ ଜାତୀୟ ରାଜନୀତି…

ଗୁରୁବାର ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ: ପ୍ରଭାବିତ ହୋଇପାରେ ସେବା, ସତର୍କ କଲା SBI

ମୁମ୍ବାଇ,୧୧।୨: ଗୁରୁବାର ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ ପାଇଁ ବିଭିନ୍ନ ବ୍ୟାଙ୍କ କର୍ମଚାରୀ ସଙ୍ଘ ଆହ୍ୱାନ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବଢିଗଲା ଦାମ୍‌! ସିଗାରେଟ ପ୍ୟାକେଟର ଦାମ ୪୦୦, ପାନ ମସଲାର ଦାମ ହେଲା ୨୦୦ଟଙ୍କା?

ନୂଆଦିଲ୍ଲୀ,୧୦।୨: ଏହା ସତ୍ୟ ଯେ, ଫେବୃଆରୀ ୧, ୨୦୨୬ ରୁ ସରକାର ପାପ ସାମଗ୍ରୀ ଉପରେ ସମ୍ପୂର୍ଣ୍ଣ ଟିକସ ଢାଞ୍ଚାକୁ ପରିବର୍ତ୍ତନ କରିଛନ୍ତି, ଯାହା ଫଳରେ ମୂଲ୍ୟ…

ସୋସିଆଲ ମିଡିଆ କ୍ରିଏଟର୍ସଙ୍କ ପାଇଁ ବଡ଼ ସୁଯୋଗ: DD Newsରେ ଦେଖାଇପାରିବେ ଆପଣଙ୍କ କଣ୍ଟେଟ୍‌, ମିଳିବ ଟଙ୍କା…

ନୂଆଦିଲ୍ଲୀ,୧୦।୨: ଯଦି ଆପଣ ଜଣେ କଣ୍ଟେଣ୍ଟ କ୍ରିଏଟର, ତେବେ ଆପଣଙ୍କ ପାଇଁ ପ୍ରତିଭା ପ୍ରଦର୍ଶନ କରିବା ଏବଂ ଟଙ୍କା ରୋଜଗାର କରିବାର ଏକ ମହାନ ସୁଯୋଗ ଆସିଛି।…

ଫେବୃଆରୀ ୧୨ରେ ଭାରତ ବନ୍ଦ, ଜାଣନ୍ତୁ ବ୍ୟାଙ୍କ ଖୋଲା ରହିବ ନା ବନ୍ଦ…

ନୂଆଦିଲ୍ଲୀ,୧୦।୨: ଯଦି ଆପଣଙ୍କର କୌଣସି ବ୍ୟାଙ୍କ କିମ୍ୱା ସରକାରୀ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ କାମ ଅଛି ଏବଂ ଆପଣ ଏହାକୁ ଫେବୃଆରୀ 12 ତାରିଖରେ ସମାପ୍ତ କରିବାକୁ ଯୋଜନା…

ଅଷ୍ଟମ ବେତନ କମିଶନ: ଏହି କର୍ମଚାରୀଙ୍କୁ ମିଳିପାରେ ୩ ରୁ ୯ ଲକ୍ଷ ଟଙ୍କାର ବକେୟା

ନୂଆଦିଲ୍ଲୀ,୧୦।୨: ଆଗକୁ ଲାଗୁ ହେବାକୁ ଯାଉଛି ଅଷ୍ଟମ ବେତନ କମିଶନ। ଏହା ପିଛିଲା ଭାବେ ଲାଗୁ ହେବାକୁ ଥିବାରୁ କର୍ମଚାରୀମାନଙ୍କୁ ବକେୟା ଦରମା ମଧ୍ୟ ମିଳିବ। ଫଳରେ…

ସୁନା ୩ହଜାର ରୂପା ୯ହଜାର, ୧୦ଦିନରେ ଆହୁରି ଖସିବ…

ନୂଆଦିଲ୍ଲୀ,୧୦।୨: ୧ ଫେବୃଆରୀରୁ ୧୦ ଫେବୃଆରୀ, ୨୦୨୬ ପର୍ଯ୍ୟନ୍ତ ଗତ ୧୦ ଦିନ ମଧ୍ୟରେ ସୁନା ଏବଂ ରୂପା ମୂଲ୍ୟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଖାଦେଇଛି। ଜାନୁଆରୀ ଶେଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri