ସକାଳେ ବିଳମ୍ବରେ ଉଠିଲେ…

ସକାଳ ହେବା ମାତ୍ରେ ଉଠିବା ଏକ ଭଲ ଅଭ୍ୟାସ। ହେଲେ ଏମିତି କେତେକ ବ୍ୟକ୍ତି ଅଛନ୍ତି, ଯେଉଁମାନେ ସକାଳୁ ଉଠିବାରେ ବିଳମ୍ବ କରିଥାଆନ୍ତି। କିଛି ବ୍ୟକ୍ତିଙ୍କର ଏହା ଏକ ଅଭ୍ୟାସରେ ପରିଣତ ହୋଇଯାଇଥାଏ। ତେବେ ସକାଳୁ ବିଳମ୍ବରେ ଉଠିଲେ ତାହାର ପ୍ରଭାବ ମସ୍ତିଷ୍କର କାର୍ଯ୍ୟଧାରା ଉପରେ ପଡ଼ିଥାଏ। ‘ସକାଳୁ ବିଳମ୍ବରେ ଉଠିବା ଏବଂ ତାହାର ମସ୍ତିଷ୍କ ଉପରେ ପ୍ରଭାବ’ ଶୀର୍ଷକ ବିଷୟକୁ ନେଇ ସିଡ୍‌ନୀ ୟୁନିଭର୍ସିଟିର ବିଶେଷଜ୍ଞମାନେ ଏକ ସର୍ଭେ କରିଥିଲେ। ଏହାର ପରିସରଭୁକ୍ତ ବ୍ୟକ୍ତିମାନଙ୍କ ମଧ୍ୟରୁ ଯେଉଁମାନେ ବିଳମ୍ବରେ ଉଠୁଥିଲେ ଏବଂ ଏହା ସେମାନଙ୍କର ଏକ ଅଭ୍ୟାସରେ ପରିଣତ ହୋଇଯାଇଥିଲା, ସେପରି ବ୍ୟକ୍ତିଙ୍କର ମସ୍ତିଷ୍କ କାର୍ଯ୍ୟଧାରା ଏଥିଯୋଗୁଁ ପ୍ରଭାବିତ ହୋଇଥିବାର ଜଣାପଡ଼ିଥିଲା। ତେବେ ଏପରି ଅଭ୍ୟାସକୁ ତୁରନ୍ତ ପରିତ୍ୟାଗ କରିବାକୁ ଉକ୍ତ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ସୂର୍ଯ୍ୟ-ଶୁକ୍ରଙ୍କ ଯୁତିରେ ଗଠନ ହେବ ଶୁକ୍ରାଦିତ୍ୟ ରାଜଯୋଗ; ଚମକିବ ଏହି ୩ ରାଶିର ଭାଗ୍ୟ, ଧନ ବର୍ଷା….

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ଚଳନ ଏବଂ ସେମାନଙ୍କ ଯୁତିକୁ ବିଶେଷ ଗୁରୁତ୍ୱ ଦିଆଯାଏ । ଦୁଇଟି ଗ୍ରହ ଗୋଟିଏ ରାଶିରେ ଏକାଠି ଅବସ୍ଥାନ କଲେ ତାହାକୁ ଗ୍ରହ…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?