Posted inଜାତୀୟ

ହୋଲି ପାଳନକୁ ବିରୋଧ କରିବାରୁ ମହିଳାଙ୍କୁ ହତ୍ୟା

ଲକ୍ଷ୍ନୌ,୨୯।୩ : ଉତ୍ତର ପ୍ରଦେଶର ଏଟାଓ୍ବା ଜିଲାର ମେବତି ତୋଲା ଅଞ୍ଚଳରେ ହୋଲି ପାଳନକୁ ବିରୋଧ କରିବାରୁ ଜଣେ ମହିଳାଙ୍କୁ ପିଟିପିଟି ହତ୍ୟା କରାଯାଇଛି। ଏହି ଆକ୍ରମଣରେ ମୃତ ମହିଳାଙ୍କ ପରିବାର ୫ ସଦସ୍ୟ ଆହତ ହୋଇଛନ୍ତି।

ନିଶାଗ୍ରସ୍ତ ଅବସ୍ଥାରେ କିଛି ବ୍ୟକ୍ତି ସୋମବାର ଅପରାହ୍ନ ୧୦ ଟାରେ ମହିଳାଙ୍କ ଘରେ ପଶି ବାଡ଼ି ଓ ପଥରେ ଆକ୍ରମଣ କରିଥିଲେ। ମହିଳାଙ୍କୁ ବଞ୍ଚାଇବା ପାଇଁ ଉଦ୍ୟମ କରିଥିଲେ ପରିବାର ୫ ଜଣ ସଦସ୍ୟ। ସେମାନେ ମଧ୍ୟ ଆହତ ହୋଇଥିବା ଅତିରିକ୍ତ ଏସ୍‌ପି ପ୍ରଶାନ୍ତ କୁମାର ପ୍ରସାଦ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାମୁ-ଭଣଜାଙ୍କ ଘରୁ ବଡ଼ଧରଣର ଚୋରି: ଲୁଟିନେଲେ ୫୦ ତୋଳା ସୁନା, ନଗଦ ଟଙ୍କା

କୋରାପୁଟ,୧୮ା୮(ଅମିତାଭ ବେହେରା): କୋରାପୁଟ ସହରର ମେଘରାଜ ଅଞ୍ଚଳରେ ଗୋଟିଏ ରାତିରେ ମାମୁ-ଭଣଜାଙ୍କ ଘରୁ ବଡ଼ଧରଣର ଚୋରି ହୋଇଛି। ଦୁଇ ଘରୁ ପ୍ରାୟ ୫୦ ତୋଳା ସୁନା ଅଳଙ୍କାର…

‘ଫାଶୀ ଦିଅ କିମ୍ବା ଜେଲ ପଠାଅ, ମୁଁ…’, କଂଗ୍ରେସ ନେତାଙ୍କ ବୟାନକୁ ନେଇ ରାଜନୀତି ହଲଚଲ

ନୂଆଦିଲ୍ଲୀ, ୧୮।୮: ବନ୍ଦେ ମାତରମ’ର ସମ୍ପୂର୍ଣ୍ଣ ଛନ୍ଦ ଗାନକୁ ନେଇ ଜାରି ରହିଥିବା ରାଜନୈତିକ ହଙ୍ଗାମା ମଧ୍ୟରେ କର୍ନାଟକ କଂଗ୍ରେସ ସଭାପତି ବି.କେ. ହରିପ୍ରସାଦ ବଡ଼ ବୟାନ…

ମୁଖ୍ୟମନ୍ତ୍ରୀଙ୍କ ବନ୍ୟା ସହାୟତା ଘୋଷଣା: ବାସନକୁସନ-ପୋଷାକ ବାବଦକୁ ମିଳିବ…

ଭୁବନେଶ୍ୱର,୧୮।୮: ବନ୍ୟା କ୍ଷୟକ୍ଷତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ହଜାରେ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କ୍ଷୁଦ୍ର ଚାଷୀଙ୍କୁ ହେକ୍ଟର ପିଛା…

ଗଞ୍ଜେଇ ଚାଲାଣ ପାଇଁ ଯୋଜନା ଚାଲିଥିବା ବେଳେ ମାଡିବସିଲା ଅଡବା ପୋଲିସ, ୭ କ୍ୱିଣ୍ଟାଲ ଜବତ

ମୋହନା,୧୮।୮(ମନ୍ମଥ ମିଶ୍ର): ଜଙ୍ଗଲରୁ ବାହାରିଲା ୭ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତରବା ପଞ୍ଚାୟତ ଆଟାପଡ଼ା…

ସୁପ୍ରିମକୋର୍ଟର ମଞ୍ଜୁରୀ ପରେ ‘ମହାପ୍ରଭୁ ଜଗନ୍ନାଥ’ର ରିଲିଜ୍‌ ତାରିଖ ଫାଇନାଲ, ଜାଣନ୍ତୁ କେବେ ଆସିବ ଫିଲ୍ମ

ନୂଆଦିଲ୍ଲୀ, ୧୮।୮: ଆନିମେଟେଡ ଫିଲ୍ମ ‘ମହାପ୍ରଭୁ ଜଗନ୍ନାଥ’ ଜୁଲାଇ ୧୭ ତାରିଖରେ ସିନେମା ହଲ୍‌ରେ ରିଲିଜ ହେବାର ଥିଲା। କିନ୍ତୁ ଆଇନଗତ ବିବାଦରେ ଫସିବା ପରେ ଏହାର…

କଂଗ୍ରେସର ‘ବନ୍ଦେ ମାତରମ’ ଭିଡିଓକୁ ନେଇ ବର୍ଷିଲେ କଙ୍ଗନା, ପାକିସ୍ତାନ ସହ ତୁଳନା କରି କହିଲେ…

ନୂଆଦିଲ୍ଲୀ, ୧୮।୮: ହିମାଚଳ ପ୍ରଦେଶର ମଣ୍ଡିରୁ ଭାରତୀୟ ଜନତା ପାର୍ଟି (BJP) ସାଂସଦ କଙ୍ଗନା ରଣାୱତ କଂଗ୍ରେସ ନେତୃତ୍ୱ ଉପରେ ବଡ଼ ବୟାନ ଦେଇଛନ୍ତି। ଅଗଷ୍ଟ ୧୫…

ବାପାକୁ ଆକ୍ରମଣ କଲେ ପୁଅ, ଗିରଫ କରିବାକୁ ଯାଇ ପୋଲିସ ହଟହଟା

ଗୋପ,୧୮।୮( ଭାରତୀ ଭୂଷଣ ଉପାଧ୍ୟାୟ): ମଙ୍ଗଳବାର ଭୋର ସମୟରେ ଗୋପ ଥାନା ଅନ୍ତର୍ଗତ ଗଣେଶ୍ବରପୁର ଗ୍ରାମରେ ଛୁରାମାଡ଼ ହୋଇଛି । ରାମଚନ୍ଦ୍ର ରଥଙ୍କ ଏକମାତ୍ର ପୁତ୍ର ବିକି…

ଭାରତ-ଶ୍ରୀଲଙ୍କା ପ୍ରଥମ ଟେଷ୍ଟରୁ ଆସିଲା ଭୟଙ୍କର ଖବର; ଅଭିଜ୍ଞ ଖେଳାଳି ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୧୮।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ମ୍ୟାଚର ଚତୁର୍ଥ ଦିନରେ ଏକ ଦୁଃଖଦ ଦୃଶ୍ୟ ଦେଖାଦେଇଛି। ଶ୍ରୀଲଙ୍କା କ୍ରିକେଟର ଦିନେଶ ଚାନ୍ଦିମଲ ଫିଲ୍ଡିଂ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri