ଆବୁ-ଧାବି-ମୁମ୍ବାଇ ଫ୍ଲାଇଟରେ ହାଇଡ୍ରାମା

ମୁମ୍ବାଇ/ଆବୁଧାବି,୩୧ ।୧: ବିମାନରେ ଗୋଟିଏ ପରେ ଗୋଟିଏ ଅଘଟଣ ସାମ୍ନାକୁ ଆସୁଛି । ଏଥର ଏୟାର ଭିସ୍ତାରାର ଆବୁ-ଧାବିରୁ ମୁମ୍ବାଇ ଆସୁଥିବା ଏକ ଫ୍ଲାଇଟରେ ହାଇ ଭୋଲଟେଜ ଡ୍ରାମା ଦେଖିବାକୁ ମିଳିଛି । ଇଟାଲୀର ଜଣେ ମହିଳା ପ୍ରଥମେ ଫ୍ଲାଇଟର କ୍ର‌୍ୟୁ ମେମ୍ବରଙ୍କୁ ଗାଳି ଦେବା ଆରମ୍ଭ କରି ଦେଇଥିଲେ ପୁଣି ମାରପିଟ ହୋଇଥିଲା । କେବଳ ସେତିକି ନୁହେଁ କିଛି ଦୂରରେ ସେ ପୋଷାକ ଖୋଲିବା ଆରମ୍ଭ କରିଦେଇଥିଲେ ଓ ଉଲଗ୍ନ ଅବସ୍ଥାରେ କରିଡରରେ ଚାଲିବାକୁ ଲାଗିଥିଲେ ।
ସୂଚନାଯୋଗ୍ୟ, ମହିଳା ଜଣକ ଇକନୋମି କ୍ଲାସର ଟିକେଟ ନେଇ ଫ୍ଲାଇଟରେ ଚଢିଥିଲେ ହେଲେ ବିଜନେସ କ୍ଲାସରେ ବସିବାକୁ ଜିଦ୍ ଧରିଥିଲେ । କ୍ୟାବିନ କ୍ର‌୍ୟୁ ଯେତେବେଳେ ତାଙ୍କୁ ଅଟକାଇବାକୁ ଚେଷ୍ଟା କରିଥିଲେ ସେତେବେଳେ ସେ ହଙ୍ଗାମା ଆରମ୍ଭ କରି ଦେଇଥିଲେ । ଏମିତିକି ସେ କ୍ର‌୍ୟୁ ମେମ୍ବରଙ୍କୁ ମାଡ ମାରିଥିବା କୁହାଯାଉଛି । ପୋଲିସ ୪୫ ବର୍ଷିୟା ପାଓଲା ପେରୁଶିୟୋ ନାମକ ଏହି ମହିଳାଙ୍କୁ ଗିରଫ କରି ନେଇଛି, ସେ ଇଟାଲୀ ବାସିନ୍ଦା ।


Enter your email to get our daily news in your inbox.

All Right Reserved By Dharitri.Com

ଅଭିନବ ଉପାୟରେ ଗଞ୍ଜେଇ ଚାଲାଣ: ପର୍ଦ୍ଦାଫାଶ କଲା ପୋଲିସ

ବଲାଙ୍ଗୀର, ୨୩।୯ (ବୀରେନ୍ଦ୍ର କୁମାର ଝାଙ୍କର): ଅଭିନବ ଉପାୟରେ ରାଜ୍ୟ ବାହାରକୁ ଚାଲାଣ ହେଉଥିଲା ଗଞ୍ଜେଇ। ଆଚାର କଣ୍ଟେନରରେ ଗଞ୍ଜେଇ ଭର୍ତ୍ତି କରାଯାଇ ଟ୍ରେନ ଯୋଗେ ରାଜ୍ୟ…

ରାସ୍ତାରେ ଯିବାବେଳେ ହଠାତ୍‌ ଦୋକାନ ଭିତରକୁ ପଶିଗଲା କାର୍‌, ୨ ଭାଇ ଗୁରୁତର

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଲୋଏର ବସ୍‌ଷ୍ଟାଣ୍ଡ ନିକଟରେ ବୁଧବାର ଏକ କାର୍‌ ଭରସାମ୍ୟ ହରାଇ ସିରିଜ୍‌ ଦୁର୍ଘଟଣା ଘଟାଇବା ସହ…

ନୂଆ ପ୍ରଦେଶ ପ୍ରଭାରୀ ଘୋଷଣା କଲା ଭାଜପା: ସ୍ମୃତି, ବୈଜୟନ୍ତଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଜାଣନ୍ତୁ ଓଡ଼ିଶା ଦାୟିତ୍ୱରେ କିଏ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଜନତା ପାର୍ଟି (ଭାଜପା) ସଂଗଠନରେ ବଡ଼ ଧରଣର ପରିବର୍ତ୍ତନ କରି ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ନୂଆ ପ୍ରଦେଶ ପ୍ରଭାରୀ ଓ…

ସ୍ବତନ୍ତ୍ର ତକିଆ କିଣିଲେ ବୁମ୍‌ରା: ସବୁ ଗୁମର ଖୋଲିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୩।୯: ୨୦୨୬ ଏସୀୟ କ୍ରୀଡ଼ା ପାଇଁ ଜସପ୍ରୀତ ବୁମରା ଟିମ ଇଣ୍ଡିଆ ସହ ଜାପାନରେ ଅଛନ୍ତି। ସେଠାରେ ସେ ନିଜ ପାଇଁ ବାଛିଥିବା ତକିଆ ଯୋଗୁ ସେ…

ଟି-୨୦ ବୋଲିଂ ରାଙ୍କିଙ୍ଗ୍‌ରେ ହଟଚମଟ: ଦୁନିଆର ନମ୍ବର-୧ ବୋଲର ହେଲେ ପାକିସ୍ତାନର ଏହି ଖେଳାଳି, ଭାରତକୁ ଝଟ୍‌କା!

ନୂଆଦିଲ୍ଲୀ,୨୩।୯: ଆଇସିସି ପକ୍ଷରୁ ଟି-୨୦ ବୋଲରଙ୍କ ନୂଆ ରାଙ୍କିଙ୍ଗ୍‌ ଜାରି କରାଯାଇଛି। ଏଥିରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପାକିସ୍ତାନର ସ୍ପିନର ଅବରାର ଅହମ୍ମଦ ୭୩୬ ରେଟିଂ…

ରେଳଧାରଣାରେ ଯିବାବେଳେ ୪ ଜଣଙ୍କୁ ଚାପିଦେଲା ରାଜାରାଣୀ ଏକ୍ସପ୍ରେସ

ଗଜପତି,୨୩।୯(ଗିରିଧାରୀ ପରିଛା): ଭୁବନେଶ୍ୱରରୁ ପାରଳାଖେମୁଣ୍ଡି ଆସୁଥିବା ରାଜାରାଣୀ ଏକ୍ସପ୍ରେସ ଧକ୍କାରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଆନ୍ଧ୍ରପ୍ରଦେଶର ଟେକେଲି ଗ୍ରାମ ନିକଟସ୍ଥ…

ବିଧାନସଭାରେ ମନ୍ତ୍ରୀଙ୍କ ବଡ଼ ସୂଚନା: ରାଶନ କାର୍ଡରୁ ବାଦ୍‌ ପଡିଲେ…

ଭୁବନେଶ୍ୱର,୨୩।୯: ରାଜ୍ୟରେ ନୂତନ ରାଶନ କାର୍ଡ (Ration Card) ପାଇଁ ଆବେଦନ କରିଥିବା ହିତାଧିକାରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। ବିଧାନସଭାରେ ବିଧାୟକ ବ୍ୟୋମକେଶ ରାୟଙ୍କ…

ସମୁଦ୍ର ଅଶାନ୍ତ: ପାରାଦୀପ ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଜାରି

ପାରାଦୀପ,୨୩।୯(ଶରତ ରାଉତ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ବୁଧବାର ସମୁଦ୍ର ଅତ୍ୟନ୍ତ ଅଶାନ୍ତ ହୋଇପଡ଼ିଛି। ସମୁଦ୍ରରେ ଉଚ୍ଚ ଢେଉ ସହ ବିପଦଜନକ ପରିସ୍ଥିତି ସୃଷ୍ଟି ହୋଇଥିବାରୁ ସମୁଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?