Posted inଫୁରସତ

ମୃତ୍ୟୁ ପରେ ସ୍ବପ୍ନରେ ଆସିଲେ ସ୍ବାମୀ, ମନ୍ଦିର ନିର୍ମାଣ କରି ପୂଜା କରୁଛନ୍ତି ସ୍ତ୍ରୀ

ଭୋପାଳ: ଆମ ଦେଶରେ ସ୍ବାମୀ-ସ୍ତ୍ରୀ ସମ୍ପର୍କ ଅତୁଟ ବୋଲି ମନାଯାଏ।  ଜଣେ ମହିଳା ତାଙ୍କ ସ୍ବାମୀଙ୍କ ମୃତ୍ୟୁ ପରେ ଏମିତି କିଛି କାମ କରିଛନ୍ତି ଯାହା ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେଉଛି।

ଆନ୍ଧ୍ରପ୍ରଦେଶର ଜଣେ ମହିଳା ମୃତ ସ୍ବାମୀଙ୍କୁ ବାରମ୍ବାର ସ୍ବପ୍ନରେ ଦେଖୁଥିଲେ। ଏଥିପାଇଁ ସେ ସ୍ବାମୀଙ୍କୁ ସମ୍ମାନ ଜଣାଇ ମନ୍ଦିର ତିଆରି କରି ତାଙ୍କୁ ପୂଜା କରୁଛନ୍ତି। ଏହି ମନ୍ଦିରକୁ ନେଇ ମହିଳା ଜଣକ କୁହନ୍ତି, ତାଙ୍କ ସ୍ବାମୀଙ୍କୁ ସବୁବେଳ ପାଇଁ ଜୀବିତ ରଖିବାକୁ ଏ ହେଉଛି ତାଙ୍କର ପ୍ରୟାସ। ଏହି ମନ୍ଦିର ନିର୍ମାଣ ରାଜ୍ୟର ପ୍ରକାଶମ ଜିଲାରେ କରାଯାଇଛି।

ପୋଡିଲ ବ୍ଲକର ନିମବନମ ଗାଁ ନିବାସୀ ପଦ୍ମାବତୀ ଏକ ସାକ୍ଷାତକାରରେ କହିଛନ୍ତି, ତାଙ୍କ ପରିବାରର ସମସ୍ତ ମହିଳା ସଦସ୍ୟ ନିଜ ନିଜର ମୃତ ସ୍ବାମୀଙ୍କୁ ପୂଜା କରନ୍ତି। ତାଙ୍କ ସ୍ବାମୀ ଗୁରୁକୁଳ ଅଙ୍କରେଡ୍ଡୀ ଏକ ସଡ଼କ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିଲେ। ଏହା ପରେ ତାଙ୍କ ସ୍ବାମୀ ପ୍ରତିଦିନ ରାତିରେ ତାଙ୍କ ସ୍ବପ୍ନରେ ଆସୁଥିଲେ। ତେଣୁ ପଦ୍ମାବତୀ ମଧ୍ୟ ସ୍ବାମୀଙ୍କ ଏକ ମନ୍ଦିର ନିର୍ମାଣ କରିବାକୁ ସ୍ଥିର କରିଥିଲେ। ଏବେ ଏକ ମନ୍ଦିର ନିର୍ମାଣ କରି ସ୍ବାମୀଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରି ପୂଜା କରୁଛନ୍ତି। ତାଙ୍କ ବିବାହର ୧୧ ବର୍ଷ ପରେ ସ୍ବାମୀଙ୍କ ଦେହାନ୍ତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…

ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା…

ସ୍କୁଟି-ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା: ଚାଲିଗଲା ଶିକ୍ଷକଙ୍କ ଜୀବନ

ମାଲକାନଗିରି,୪।୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ୍‌ ଅଞ୍ଚଳରେ ଏକ ସ୍କୁଟି ଓ ଆମ୍ବୁଲାନ୍ସ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛିା। ମୃତକ…

ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଖେଳାଳି, କାହିଁକି ଜାଣନ୍ତୁ…

ନୂଆପଡ଼ା,୪ା୯(ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦିବ୍ୟାଙ୍ଗ କ୍ରିକେଟ ଖେଳର ବିକାଶ ପାଇଁ ଗୁରୁବାର ଜନସଂଘର୍ଷ ଦିବ୍ୟାଙ୍ଗ କ୍ରିକେଟ ଆସୋସିଏଶନ (ଜେଏସ୍‌ଡିସିଏ) ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛି। କୋଚ୍‌ କପିଳଦେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri