ଲାଞ୍ଚ ନେଉଥିଲେ ମହିଳା କିରାଣି, ଧରିଲା ଭିଜିଲାନ୍ସ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ଲାଞ୍ଚ ନେବା ବେଳେ ମହିଳା କନିଷ୍ଠ କିରାଣିଙ୍କୁ ଧରିଛି ଭିଜିଲାନ୍ସ। ଦେବଗଡ଼ ମହାବିଦ୍ୟାଳୟ କନିଷ୍ଠ କିରାଣି ମଞ୍ଜୁଳା ପ୍ରଧାନ ଗିରଫ। ସାର୍ଟିଫିକେଟ ଦେବା ପାଇଁ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଦେବଗଡ଼ ଭିଜିଲାନ୍ସ ଚଢ଼ାଉ ହୋଇଛି। ଭାଲିଆଡିହି ଗ୍ରାମର ଶକ୍ତିମାନ ରଣାଙ୍କ ଯୁକ୍ତ ୨ ସାର୍ଟିଫିକେଟ ନଷ୍ଟ ହୋଇଯାଇଥିଲା। ନୂତନ ସାର୍ଟିଫିକେଟ୍‌ ପାଇଁ ଆବେଦନ କରିଥିବା ବେଳେ କନିଷ୍ଠ କିରାଣି ତାଙ୍କୁ ୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଆଜି ନଗଦ ୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡି ବସିଛି ଭିଜିଲାନ୍ସ। କାର୍ଯ୍ୟାଳୟ ଭିତରୁ କନିଷ୍ଠ କିରାଣିଙ୍କୁ ଗିରଫ କରିଛି ଭିଜିଲାନ୍ସ।


Enter your email to get our daily news in your inbox.

All Right Reserved By Dharitri.Com

ଗୋ’ଶାଳା ପରିଚାଳନାରେ ଅବ୍ୟବସ୍ଥା ଅଭିଯୋଗ: ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରି…

ବଲାଙ୍ଗୀର,୧୮ା୭(ସୁନିଲ କୁମାର ମହାନ୍ତି): ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା ସଂଗଠନ ପକ୍ଷରୁ ଶନିବାର ବଲାଙ୍ଗୀର ସହରର ପୃଥ୍ବୀରାଜ ଗୋ’ଶାଳାର ଅବ୍ୟବସ୍ଥା ଏବଂ ପରିଚାଳନା କମିଟିର ମନମୁଖୀ କାର୍ଯ୍ୟ…

ଗାଁ ଭିତରେ ପଶିଲେ ଭାଲୁ ପଲ, ଲୋକେ ଭୟଭୀତ ହୋଇ…

ଝରିଗାଁ,୧୮ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ମକାଚାଷ ବଢ଼ିବା ଫଳରେ ରହିଥିବା ଜଙ୍ଗଲ କ୍ଷୟ ହେବାରେ ଲାଗିଛି। ଯାହା ଫଳରେ ଜଙ୍ଗଲରେ ରହିଥିବା ହିଂସ୍ରଜନ୍ତୁ…

ଘୋଷଯାତ୍ରାରେ ବିରଳ ଦୃଶ୍ୟ: ସମୁଦ୍ର ପାଣିକୁ ଦୁଇ ଭାଗ କଲେ ଷଣ୍ଢ

ପୁରୀ, ୧୮।୭(ଅଜିତ୍ ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ଘୋଷଯାତ୍ରା ଅବସରରେ ଶ୍ରୀକ୍ଷେତ୍ର ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ଦେଶର ବିଭିନ୍ନ ପ୍ରାନ୍ତରୁ ଆସିଥିବା ଭକ୍ତମାନେ…

ରୋହିତ ଶର୍ମାଙ୍କ ସହିତ ବିରାଟ କୋହଲିଙ୍କୁ ନେଇ ଏମିତି କହିଲା ପାକିସ୍ତାନ, କଡ଼ମଡ଼ ହେଲେଣି ପ୍ରଶଂସକ

ନୂଆଦିଲ୍ଲୀ,୧୮।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ବର୍ତ୍ତମାନ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଚାଲିଛି। କାର୍ଡିଫରେ ଅନୁଷ୍ଠିତ ଦ୍ୱିତୀୟ ମ୍ୟାଚ ସମୟରେ, ଏକ ଆଶ୍ଚର୍ଯ୍ୟଜନକ ରିପୋର୍ଟ…

ପୋଲର ସୁରକ୍ଷାବାଡ଼ରେ ପିଟିହେଲା ବୁଲେଟ୍‌, ଚାଲିଗଲା ଯୁବକଙ୍କ ଜୀବନ

ପାଟଣା,୧୮ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି ଡେଣୁଆ ରାସ୍ତାର ଜହ୍ନେଇ ନାଳ ପୋଲ ସୁରକ୍ଷାବାଡ଼ରେ ବୁଲେଟ ଧକ୍କା ଦେଇ ଜଣେ ୨୯ ବର୍ଷୀୟ ଯୁବକ ପୋଲ…

ଅର୍ଗାନେଲ୍‌ ଫାର୍ମର ନୂଆ ରିଟେଲ୍‌ ଷ୍ଟୋର ଉଦ୍‌ଘାଟିତ

ଭୁବନେଶ୍ୱର, ୧୮ା୭: ଓଡ଼ିଶାର ଅର୍ଗାନିକ୍‌ ବ୍ରାଣ୍ଡ୍‌ ଅର୍ଗାନେଲ୍‌ ଫାର୍ମସ୍‌ ପକ୍ଷରୁ ପଟିଆ କଳାରାହାଙ୍ଗ ଜେଡ୍‌ – ୧ ଆପାର୍ଟମେଣ୍ଟ ନିକଟରେ ଗୁରୁବାର ଆଉ ଏକ ରିଟେଲ୍‌ ଷ୍ଟୋର…

IND vs ENG 3rd ODI Playing-11: ଫେରିବେ କେଏଲ ରାହୁଲ, କୁଲଦୀପ ଯାଦବ, ଆଉଟ ହେବେ ଏହି ଦୁଇ ଖେଳାଳି!

ନୂଆଦିଲ୍ଲୀ,୧୮।୭: ରବିବାର ଲର୍ଡସରେ ହେବାକୁ ଥିବା ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ତୃତୀୟ ଏବଂ ଅନ୍ତିମ ଦିନିକିଆ ଏକ ଗୁରୁତ୍ୱପୂର୍ଣ୍ଣ ମୁକାବିଲା ହେବାକୁ ଯାଉଛି। ସିରିଜ ବର୍ତ୍ତମାନ…

୩ ଟ୍ରକ୍‌ରେ ଚାଲାଣବେଳେ ୮୩ ମଇଁଷି ଉଦ୍ଧାର, ୩ ଜଣଙ୍କୁ ଗିରଫ କରି…

ନୂଆପଡ଼ା,୧୮ା୭(ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ଥାନା ଭେଳା ବିଜୁ ଏକ୍ସପ୍ରେସ୍‌ ରାସ୍ତାକଡ଼ରେ କିଛିଦିନ ତଳେ ୭ଟି ମୃତ ମଇଁଷି ପଡ଼ିଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri