କୋମାରେ ୨୮ ବର୍ଷ ରହିଥିବା ମହିଳାଙ୍କ ଚେତା ଫେରିଲା

ଆବୁ ଧାବି,୨୫।୪: ୟୁନାଇଟେଡ୍‌ ଆରବ ଏମିରେଟ୍ସ(ୟୁଏଇ)ର ଜଣ ମହିଳା ମୁନିରା ଅବଦୁଲ୍ଲା ଦୁର୍ଘଟଣା ପରେ କୋମାକୁ ଚାଲି ଯାଇଥିଲେ। ହେଲେ ଏବେ ୨୮ ବର୍ଷ ପରେ ତାଙ୍କ ଚେତା ଫେରିଥିବା କୁହାଯାଉଛି। ମୁନିରାଙ୍କ ପୁଅ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି କି ମା’ କୋମାଙ୍କୁ ଚାଲିଯାଇଥିଲେ ସତ। ହେଲେ ଆମେ କେବେ ଧର୍ଯ୍ୟ ହରାଇ ନ ଥିଲୁ। ଆମକୁ ଲାଗୁଥିଲା ମା’ ଦିନେ ନା ଦିନେ ସାଧାରଣ ଅବସ୍ଥାକୁ ଫେରିବେ। ସେଥିପାଇଁ ଆମେ ତାଙ୍କର ଚିକିତ୍ସା ଜାରି ରଖିଥିଲୁ। ଏବେ ଆମର ଆଶା ପୂରଣ ହୋଇଛି ମା’ ସମ୍ପୂର୍ଣ୍ଣ ସୁସ୍ଥ ହୋଇଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଦୁର୍ଘଟଣା; କ୍ରାଶ ହେଲା ସାମରିକ ବିମାନ, ୩୨ ମୃତ

ଆବୁଜା,୬।୧୦: ଦକ୍ଷିଣ ନାଇଜେରିଆରେ ସୋମବାର ଏକ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଯେଉଁଥିରେ ୨୫ ଜଣ ଯାତ୍ରୀ ଏବଂ ୭ ଜଣ କ୍ରୁ ମେମ୍ବର ସମେତ…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ଏହି ୩ ଜଣଙ୍କୁ ଚିକିତ୍ସା ବିଜ୍ଞାନରେ ନୋବେଲ: ମିଳିବ ଏତିକି ଟଙ୍କାର ପୁରସ୍କାର

ଷ୍ଟକହୋମ,୫।୧୦: ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ଚଳିତ ବର୍ଷର ନୋବେଲ ପୁରସ୍କାର ଘୋଷଣା କରାଯାଇଛି। କାର୍ଲ ଡାଇସେରୋଥ, ପିଟର ହେଗେମାନ ଓ ଜର୍ଜ ନାଗେଲଙ୍କୁ ଫିଜିଓଲୋଜି ବା ମେଡିସିନ୍‌ରେ…

‘୧୨ କୋଟି ୫୦ ଲକ୍ଷ ଲୋକ…’ ‘ଭାରତ’ ଲେଖି ବଡ଼ ଭୁଲ କଲେ ଟ୍ରମ୍ପ

ଓ୍ବାଶିଂଟନ,୫।୧୦: ବ୍ରାଜିଲରେ ରାଷ୍ଟ୍ରପତି ନିର୍ବାଚନ ଚାଲିଛି। ଏହାକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆରେ ଏକ ପୋଷ୍ଟ କରିଥିଲେ, ଯେଉଁଥିପାଇଁ ତାଙ୍କୁ ଉପହାସର ଶିକାର…

ଫ୍ଲାଇଦୁବାଇ କକ୍‌ପିଟ୍‌ ଆକ୍ରମଣ ମାମଲାରେ ଚାଞ୍ଚଲ୍ୟକର ଖୁଲାସା; ସତ ମାନିଲେ ଓମାନୀ ପାଇଲଟ, ଉଭୟ ଇଞ୍ଜିନ୍ ବନ୍ଦ କରି….

ନୂଆଦିଲ୍ଲୀ,୫ା୧୦:ଦୁବାଇରୁ ତେଲ ଅଭିଭ୍‌ ଯାଉଥିବା ଫ୍ଲାଇଦୁବାଇର ଫ୍ଲାଇଟ୍‌ FZ1073ର କକ୍‌ପିଟ୍‌ ଆକ୍ରମଣ ମାମଲାରେ ପ୍ରତିଦିନ ନୂଆ ତଥ୍ୟ ସାମ୍ନାକୁ ଆସୁଛି । ସେପ୍ଟେମ୍ବର ୩୦ରେ ଘଟିଥିବା ଏହି…

ପେରୁରେ ମିଳିଲା ନୂଆ ପ୍ରଜାତିର ଏଣ୍ଡୁଅ, ଉଚ୍ଚତା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲିମା,୫।୧୦ (ପେରୁ): ଦକ୍ଷିଣ ପେରୁର ଆଣ୍ଡିଜ୍‌ ପର୍ବତମାଳାରେ ବୈଜ୍ଞାନିକମାନେ ଏକ ନୂଆ ପ୍ରଜାତି ଏଣ୍ଡୁଅର ସନ୍ଧାନ ପାଇଛନ୍ତି। ସମୁଦ୍ର ପତନଠାରୁ ପ୍ରାୟ ୪,୮୦୦ ମିଟରରୁ ଅଧିକ ଉଚ୍ଚ…

ପରୀକ୍ଷାଗାରରୁ ବାହାରିଲା ‘କରୋନା ଭାଇରସ’ର ଭାଇ, ରୁଷିଆରେ ୱୁହାନ ଭଳି ଘଟଣାର ପୁନରାବୃତ୍ତି!

ମସ୍କୋ,୫।୧୦: ରୁଷିଆର ସାଇବେରିଆ ଅଞ୍ଚଳରେ ଏକ ସଂକ୍ରମଣକୁ ନେଇ ଉଦବେଗ ସୃଷ୍ଟି ହୋଇଛି। ଏକ ସ୍ଥାନୀୟ ପରୀକ୍ଷାଗାରରେ ଘଟିଥିବା ଦୁର୍ଘଟଣା ପରେ, ଏକ ସନ୍ଦିଗ୍ଧ ବିପଜ୍ଜନକ ସଂକ୍ରମଣକୁ…

ସୋସିଆଲ ମିଡିଆରେ ଉଠିଲା ପ୍ରଶ୍ନ

ଦୁବାଇ,୫ା୧୦: ଦୁବାଇରୁ ୧୭୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କୁ ନେଇ ବୁଧବାର ଇସ୍ରାଏଲ୍‌ର ତେଲ୍‌ ଆଭିଭ୍‌ ଯାଉଥିବା ଫ୍ଲାଏଦୁବାଇ ବିମାନର ସହପାଇଲଟ୍‌ ହମାମ ଅଲ୍‌-ହମାମି ଏହାକୁ ନିୟନ୍ତ୍ରଣକୁ ନେଇ ଦୁର୍ଘଟଣାଗ୍ରସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?