Posted inଜାତୀୟ

ଚଳନ୍ତା ଟ୍ରେନ୍‌ରୁ ଡେଇଁ ମହିଳାଙ୍କ ଆତ୍ମହତ୍ୟା, କାରଣ ଖୋଜୁଛି ପୋଲିସ

ନୂଆଦିଲ୍ଲୀ,୫।୭: ଦିଲ୍ଲୀ ଜୋରବାଗ ମେଟ୍ରୋ ଷ୍ଟେସନରେ ଏକ ଅଘଟଣ ଘଟିଛି। ମହିଳା ଜଣଙ୍କ ଚଳନ୍ତା ଟ୍ରେନ୍‌ରୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ତାଙ୍କ ପରିଚୟ ମିଳି ନ ଥିବା ବେଳେ ବୟସ ୫୦ ବର୍ଷ ହେବ ବୋଲି ପୋଲିସ ଅନୁମାନ କରୁଛି। ଏପରିକି କେଉଁ କାରଣରୁ ମହିଳା ଜଣଙ୍କ ଆତ୍ମହତ୍ୟା କଲେ ତାହା ଜଣାପଡି ନାହିଁ। ଅନ୍ୟପକ୍ଷେ ଏହି ଘଟଣା ପରେ ମେଟ୍ରୋ ସେବା ବାଧାପ୍ରାପ୍ତ ହୋଇଥିଲା। ଫଳରେ ଯାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା।

ସୂଚନା ମୁତାବକ, ଟ୍ରେନ୍‌ଟି ହୁଡା ସିଟି ସେଣ୍ଟର ଅଭିମୁଖେ ଯାଉଥିଲା। ହେଲେ ଜୋରବାଗ ମେଟ୍ରୋ ଷ୍ଟେସନରେ ମହିଳା ଜଣଙ୍କ ଚଳନ୍ତା ଟ୍ରେନରୁ ଡେଇଁ ପଡିଥିଲେ। ଜିଆର୍‌ପି ପୋଲିସ ତାଙ୍କୁ ଉଦ୍ଧାର କରି ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରିଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ମୃତଦେହ ଜବତ କରି ଶବ ସଂରକ୍ଷଣ ଗୃହରେ ରଖିଛି। ଅନ୍ୟପକ୍ଷେ ପୋଲିସ ମହିଳାଙ୍କ ଠିକଣା ଜାଣିବା ନେଇ ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଠ୍ୟପୁସ୍ତକରେ ଉଭୟ ଭାରତ ଓ ଇଣ୍ଡିଆ ଶବ୍ଦ ବ୍ୟବହାର କରାଯିବ: ଏନ୍‌ସିଇଆର୍‌ଟି

ନୂଆଦିଲ୍ଲୀ,୧୭।୬: ଜାତୀୟ ଶିକ୍ଷା ଗବେଷଣା ଏବଂ ପ୍ରଶିକ୍ଷଣ ପରିଷଦ(ଏନ୍‌ସିଇଆର୍‌ଟି) ପାଠ୍ୟପୁସ୍ତକଗୁଡ଼ିକରେ ଦେଶର ନାଁ ଉଭୟ ଭାରତ ଏବଂ ଇଣ୍ଡିଆ ବ୍ୟବହାର କରାଯିବ। ଏନ୍‌ସିଇଆର୍‌ଟି ଅଧ୍ୟକ୍ଷ ଦୀନେଶ...

ଖାର୍ଗେଙ୍କ ବଡ଼ ଘୋଷଣା: ରାହୁଲ ଗାନ୍ଧୀ ଦେବେ ଇସ୍ତଫା, ୱାୟନାଡରୁ ନିର୍ବାଚନ ଲଢିବେ ପ୍ରିୟଙ୍କା

ନୂଆଦିଲ୍ଲୀ,୧୭।୬: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ସୋମବାର ଘୋଷଣା କରିଛନ୍ତି ଯେ ରାହୁଲ ଗାନ୍ଧୀ କେରଳର ୱାୟନାଡ ଲୋକ ସଭା ଆସନ ଛାଡିବେ ଏବଂ ରାଏବରେଲିରୁ...

୬ ଜଣଙ୍କ ଉପରେ ଚଢ଼ିଗଲା ଡମ୍ଫର, ୫ ଜଣଙ୍କ ମୃତ୍ୟୁ

ଉଦୟପୁର, ୧୭।୬: ରାଜସ୍ଥାନର ମାଲୱା ଅନ୍ତର୍ଗତ ଚୋରାଗ୍ରାମ ନିକଟରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘିଟିଛି । ପିଣ୍ଡୱାଡ଼ା ରୋଡ଼ର ଡିଭାଇଡର ଉପରେ ଚାଲି...

ଏୟାରପୋର୍ଟରୁ କଟିଗଲା ବିଜୁଳି, ଗରମରେ ଯାତ୍ରୀ ହନ୍ତସନ୍ତ

ନୂଆଦିଲ୍ଲୀ, ୧୭।୬: ଦେଶର ରାଜଧାନୀ ଦିଲ୍ଲୀରେ ବିଜୁଳି ସମସ୍ୟା ଲାଗି ରହିଛି । ଏହାର ପ୍ରଭାବ ବିମାନ ବନ୍ଦରରେ ମଧ୍ୟ ଦେଖିବାକୁ ମିଳିଛି । ଦେଶର...

ପରମାଣୁ ବୋମା ରେସ୍‌ରେ ପାକିସ୍ତାନକୁ ପଛରେ ପକାଇଲା ଭାରତ: ଜାଣନ୍ତୁ କେଉଁ ଦେଶ ପାଖରେ କେତେ ପରମାଣୁ ବୋମା…

ନୂଆଦିଲ୍ଲୀ,୧୭।୬: ପରମାଣୁ ବୋମା ତିଆରି କରିବା ପାଇଁ ସାରା ବିଶ୍ୱରେ ଏକ ରେସ୍‌ ଚାଲିଛି। ଏହି ରେସ୍‌ରେ ଭାରତ ପାକିସ୍ତାନକୁ ପଛରେ ପକାଇ ଦେଇଛି। ସମଗ୍ର...

କାଞ୍ଚନଜଙ୍ଗା ଏକ୍ସପ୍ରେସ ଦୁର୍ଘଟଣା ଘଟଣା: ୧୯ ଟ୍ରେନ୍‌ ବାତିଲ୍‌

କୋଲକାତା, ୧୭।୬: କାଞ୍ଚନଜଙ୍ଗା ଏକ୍ସପ୍ରେସ ଦୁର୍ଘଟଣା ପରେ ୧୯ ଟ୍ରେନକୁ ବାତିଲ କରାଯାଇଛି । ଦୁଇଟି ଟ୍ରେନ୍‌ର ୪ ବଗି ଏବଂ ୫ ୱାଗନ ଲାଇନ୍‌ଚ୍ୟୁତ...

ଏୟାର ଇଣ୍ଡିଆ ବିମାନ ଖାଦ୍ୟରୁ ମିଳିଲା ବ୍ଲେଡ୍‌

ନୂଆଦିଲ୍ଲୀ,୧୭।୬: ଏୟାର ଇଣ୍ଡିଆର ବେଙ୍ଗାଲୁରୁ ସାନ ଫ୍ରାନ୍ସିସ୍କୋ ବିମାନରେ ବଡ ତ୍ରୁଟି ସାମ୍ନାକୁ ଆସିଛି। ଏହି ବିମାନର ଯାତ୍ରୀଙ୍କ ଖାଦ୍ୟରେ ଏକ ବଡ ବ୍ଲେଡ ମିଳିଥିଲା।...

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ଭୁବନେଶ୍ୱର,୧୭।୬: ଆଗକୁ ଅନୁଷ୍ଠିତ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଭାରତୀୟ ଜନତା ପାର୍ଟି ବଡ଼ ପଦକ୍ଷେପ ନେଇଛି। ଦଳ ଆଗୁଆ ନିର୍ବାଚନୀ ପ୍ରସ୍ତୁତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri