ଦେହରେ କିରୋସିନ ଢାଳି ନିଆଁ ଲଗାଇ ମହିଳାଙ୍କ ଆତ୍ମହତ୍ୟା

ବାଲେଶ୍ୱର ଅଫିସ/ସିମୁଳିଆ,୯ା୪(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମାର୍କୋଣା ଛକର କବିତା ପତ୍ରୀ(୫୦) ନାମକ ଜଣେ ମହିଳା ରବିବାର ଦେହରେ କିରୋସିନ ଢାଳି ଆତ୍ମହତ୍ୟା କରିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ସିମୁଳିଆ ଓ ପରେ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଉଥିବା ବେଳେ ରାସ୍ତାରେ ତାଙ୍କର ମୃତ୍ୟୁ ଘଟିଥିବାର ସୂଚନା ମିଳିଛି।

ଘରର ଉପରତାଲାରୁ ତଳକୁ ଆସି କବିତା ଆତ୍ମହତ୍ୟା ଉଦ୍ୟମ କରିଥିଲେ ହେଁ ଅନ୍ୟମାନେ ଜାଣି ପାରି ନ ଥିଲେ। କବିତାଙ୍କ ସ୍ବାମୀଙ୍କର ଗତ ଦୁଇବର୍ଷ ତଳୁ ମୃତ୍ୟୁ ଘଟିଛି। ଘରେ ପୁଅବୋହୂ ଅନୁପସ୍ଥିତ ଥିବା ବେଳେ କବିତା ଏବଂ ଜଣେ ଭିନ୍ନକ୍ଷମ ଝିଅ ଥିଲେ। ତେବେ ପାରିବାରିକ ଅଶାନ୍ତିକୁ ନେଇ କବିତା ଆତ୍ମହତ୍ୟା କରିଥିବା ଶୁଣିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଯୁବ ବ୍ୟବସାୟୀ ପାର୍ଥ ରାଉତଙ୍କ ଅକାଳ ବିୟୋଗ: ହାଟଡିହୀରେ ଶୋକର ଛାୟା, ବୈତରଣୀ କୂଳରେ…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଛେନାପଦି ଛକର ଯୁବ ବ୍ୟବସାୟୀ ତଥା ବଞ୍ଚୋ ପଞ୍ଚାୟତର ସରପଞ୍ଚ ପ୍ରଶାନ୍ତ ରାଉତଙ୍କ ସାନଭାଇ ସୁଶାନ୍ତ ରାଉତ…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

ସମ୍ବଲପୁର ଯୁଯୁମୁରା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ମହିଳା ଓଏଏସ୍ ଟ୍ରେନିଙ୍କ ସମେତ ୨ ମୃତ, ୧୨ ଆହତ

ସମ୍ବଲପୁର,୧୫|୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଜାତୀୟ ରାଜପଥ-୫୫ରେ ସମ୍ବଲପୁର ପଟକୁ ଯାଉଥିବା ଓଡ଼ିଶା…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ସୁବୁଠି ଉଡ଼ିଲା ତ୍ରିରଙ୍ଗା

ଲାଞ୍ଜିଗଡ,୧୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ସ୍ଥାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଲାଞ୍ଜିଗଡ଼ ଯୁବକ ସଂଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri