ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ମହିଳା ଗୁରୁତର

ଦେବଗଡ,୭।୧୨(ଡି.ଏନ୍‌.ଏ.): ଜନ୍ତୁ ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ମହିଳା ଗୁରୁତରା ଥାନା ଅନ୍ତର୍ଗତ ଟାଇଁସର ଗ୍ରାମରେ ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ା ଜନ୍ତୁ ଶିକାର ପାଇଁ କେତେକ ଦୁର୍ବୃତ୍ତ ଟାଇଁସର ହାଇସ୍କୁଲ ପଛପଟେ ଥିବା ମାଟି ରାସ୍ତାରେ ବିଦ୍ୟୁତ୍‌ ତାର ବିଛାଇଥିଲେ ା ବୁଧବାର ଉକ୍ତ ଗ୍ରାମର ସଂଯୁକ୍ତା ପ୍ରଧାନ(୪୮) ଧାନ ବିଡା ଆଣିବା ପାଇଁ ତାଙ୍କ ସ୍ବାମୀ ଲକ୍ଷ୍ମଣ ପ୍ରଧାନଙ୍କ ସହ ଶଗଡ ନେଇ ସେହି ରାସ୍ତାରେ ବିଲକୁ ଯାଉଥିଲେ ା ସଂଯୁକ୍ତା ଶଗଡ ଆଗରେ ଚାଲିଚାଲି ଯାଉଥିବା ବେଳେ ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଗୁରୁତର ଆହତ ହୋଇଥିଲୋ ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଦେବଗଡ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ହେଲେ ଅବସ୍ଥା ସଙ୍କଟାପର୍ଣ୍ଣ ଥିବାରୁ ଅଧିକ ଚିକିତ୍ସା ପାଇଁ ତାଙ୍କୁ ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି ା ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚିି ବିଦ୍ୟୁତ୍‌ ତାର ଜବତ କରିବାସହ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ଓ୍ବାରେଣ୍ଟି କୋର୍ଟ ଚାଲାଣ: ଜଣେ ହତ୍ୟା ମାମଲାରେ ଥିଲେ ଫେରାର, ଆଉ ଜଣେ…

ଦିଗପହଣ୍ଡି,୩୧ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର ୨ ଓ୍ବାରେଣ୍ଟିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଦିଗପହଣ୍ଡି ଥାନା କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା…

ଦୁଇ ବର୍ଷର କାର୍ଯ୍ୟଦକ୍ଷତା ନେଇ ପ୍ରଧାନମନ୍ତ୍ରୀ ମାଗିଛନ୍ତି ତଥ୍ୟ: ମନମୋହନ କହିଲେ…

ଭୁବନେଶ୍ୱର,୩୧।୫: ରାଜ୍ୟରେ ବିଜେପି ସରକାରଙ୍କ ଦୁଇ ବର୍ଷର କାର୍ଯ୍ୟଦକ୍ଷତା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତଥ୍ୟ ମାଗିଥିବା ସୂଚନା ମିଳିଛି। ଏନେଇ ରାଜ୍ୟ ଭାଜପା ସଭାପତି ମନମୋହନ…

ରାଜ୍ୟରେ ଭତ୍ତାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍: ମନମୋହନ ସାମଲ କହିଲେ…

ଭୁବନେଶ୍ୱର,୩୧।୫: ରାଜ୍ୟରେ ଭତ୍ତା ବଣ୍ଟନ ସମସ୍ୟାକୁ ନେଇ ବଡ଼ ଘୋଷଣା କରିଛନ୍ତି ମନମୋହନ ସାମଲ। ସେ କହିଛନ୍ତି, ଆସନ୍ତା ୧୫ ଦିନ ମଧ୍ୟରେ ଭତ୍ତା ସମସ୍ୟାର ସମାଧାନ…

୧୫ ଦିନ ତଳେ କରିଥିଲେ ବିବାହ, ସ୍ବାମୀଙ୍କ ସହ ଯିବାବେଳେ ବ୍ରିଜ୍‌ ଉପରୁ ନଈକୁ ଡେଇଁପଡ଼ିଲେ ସ୍ତ୍ରୀ

ସୋନପୁର,୩୧ା୫(ମୃତ୍ୟୁଞ୍ଜୟ ଶତପଥୀ): ମେଟକାନି ମନ୍ଦିର ଦର୍ଶନ କରିବାକୁ ସ୍ବାମୀଙ୍କ ସହିତ ବାଇକ୍‌ରେ ଯାଉଥିଲେ ସ୍ତ୍ରୀ। ମହାନଦୀର ସୁନ୍ଦରତା ଉପଭୋଗ କରିବା ଓ ଫଟୋ ଉଠାଇବା ପାଇଁ ସ୍ବାମୀ-ସ୍ତ୍ରୀ…

ସଘନ ସଂଶୋଧନ (SIR)-୨୦୨୬ : ଘରେ ଘରେ ପହଞ୍ଚୁଛନ୍ତି BLO

ବଞ୍ଚୋ, ୩୧।୫ (ପ୍ରଦୋଷ କୁମାର ବିଶ୍ୱାଳ): ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ସ୍ୱତନ୍ତ୍ର ସଘନ ସଂଶୋଧନ (SIR)-୨୦୨୬ କାର୍ଯ୍ୟକ୍ରମ ଅଧୀନରେ ମତଦାତା ତାଲିକାକୁ ସଠିକ୍ ଓ ନିର୍ଭୁଲ କରିବା…

ଯୌନ କାର୍ଯ୍ୟରେ ଲିପ୍ତ ପ୍ରତ୍ୟେକ ମହିଳାଙ୍କୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ ଦେଲେ ସୁପ୍ରମି କୋର୍ଟ

ନୂଆଦିଲ୍ଲୀ,୩୧।୫: ଏକ ଐତିହାସିକ ରାୟରେ, ସୁପ୍ରିମକୋର୍ଟ କହିଛନ୍ତି ଯେ ବେଶ୍ୟାବୃତ୍ତିରେ ଲିପ୍ତ ପ୍ରତ୍ୟେକ ମହିଳା ବଳପୂର୍ବକ ଶିକାର ହୋଇଥିବା ଏବଂ ଫଳସ୍ବରୂପ ତାଙ୍କୁ ପୁନର୍ବାସ କେନ୍ଦ୍ରକୁ ପଠାଇବା…

ୱାସ୍‌ରୁମ୍‌ରୁ ହିଡେନ୍ କ୍ୟାମେରା: ଖୋଲିଲା ବଡ଼ ରହସ୍ୟ: ପ୍ରତି ସପ୍ତାହରେ କରୁଥିଲେ କ୍ୟାମେରା ଚାର୍ଜ

ଜଗତସିଂହପୁର,୩୧।୫: ଜଗତସିଂହପୁର ଜିଲାର DRDA କାର୍ଯ୍ୟାଳୟର ମହିଳା ୱାସ୍‌ରୁମ୍‌ରୁ ହିଡେନ୍ କ୍ୟାମେରା ଜବତ ଘଟଣାରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଘଟଣାରେ ଜଡିତ ଜୁନିୟର କିରାଣି ସଞ୍ଜୟ…

ପରିତ୍ୟକ୍ତ ଘରେ ଯୁବକଙ୍କ ମୃତଦେହ: ପାଖରେ ପଡ଼ିଛି…

ବ୍ରହ୍ମପୁର,୩୧ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ପୋଲିସ ଜିଲାରେ ଲାଗି ରହିଥିବା ହତ୍ୟା ଘଟଣାରେ ରୋକ ଲାଗିପାରୁନାହିଁ। ଏପ୍ରିଲ ୧୫ରେ ଗୋପାଳପୁର ଥାନା ଅଞ୍ଚଳରୁ ପ୍ଲଟ ବ୍ୟବସାୟ ସୁଧୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri