ପାୱାର ଚ୍ୟାନେଲରୁ ମହିଳାଙ୍କ ମୃତଦେହ ଉଦ୍ଧାର

ଭବାନୀପାଟଣା, ୩୧ା୧୦ (ଡି.ଏନ୍‌.ଏ.)-ଶୁକ୍ରବାର ଇନ୍ଦ୍ରାବତୀ ପାୱାର ଚ୍ୟାନେଲ ଧନସୁଲି ନିକଟରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ ଜୟପାଟଣା ଥାନା ଧନସୁଲି ପଞ୍ଚାୟତ ଛତାବାନ୍ଧୁଗୁଡା ଗ୍ରାମର ସୁକୁମଣି ଜାନି (୩୭) ଗତ କିଛିଦିନ ହେବ ସେ ନିଖୋଜ ଥିଲେ ା ଏ ସମ୍ପର୍କରେ ସ୍ବାମୀ ଗୁରୁଦ୍ର ଜୟପାଟଣା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଶୁକ୍ରବାର ମୃତଦେହ ଭାସୁଥିବା ଦେଖି ପୋଲିସକୁ ସ୍ଥାନୀୟ ଲୋକେ ଖବର ଦେଇଥିଲେ ା ମୃତଦେହ ବ୍ୟବଚ୍ଛେଦ କରାଯିବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଏ ନେଇ ଜୟପାଟଣା ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଭୋଟ୍‌ ବଞ୍ଚାଅ, ସମ୍ବିଧାନ ବଞ୍ଚାଅ ନାରାରେ କମ୍ପିଲା ଲାଞ୍ଜିଗଡ଼

ଲାଞ୍ଜିଗଡ଼,୮ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକରେ ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ପ୍ରଭାବ ଦେଖିବାକୁ ମିଳିଛି। ବନ୍ଦକୁ…

ବୋରିଆ ସ୍କୁଲରେ ଶିକ୍ଷକ ଅଭାବ: ପାଠପଢ଼ାରେ ବ୍ୟାଘାତ

କେସିଙ୍ଗା, ୮।୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ଗ୍ରାମରେ ଜାତୀୟ ରାଜପଥ-୨୬ କଡ଼ରେ ଥିବା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅସନ୍ତୋଷ…

କଳାହାଣ୍ଡିରେ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ, ଜାତୀୟ ରାଜପଥ ଅବରୋଧ କରି ବିକ୍ଷୋଭକାରୀ…

ଭବାନୀପାଟଣା,୮ା୧୦(ଉତ୍ତମ କୁମାର ଦାଶ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରା ପ୍ରଭାବ କଳାହାଣ୍ଡି ଜିଲାରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ…

ଦୋକାନବଜାର ବନ୍ଦ, ଗାଡ଼ି ଚଳାଚଳ ଠପ୍‌: କର୍ଲାମୁଣ୍ଡାରେ ଓଡ଼ିଶା ବନ୍ଦର ପ୍ରଭାବ

କର୍ଲାମୁଣ୍ଡା, ୮।୧୦(ପ୍ରଦୀପ କୁମାର ସାହୁ): ଗୁରୁବାର ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାକୁ କଳାହାଣ୍ଡି ଜିଲ୍ଲାର କର୍ଲାମୁଣ୍ଡା ବ୍ଲକରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ ମିଳିଛି। ବନ୍ଦ ଯୋଗୁ ସକାଳୁ ବ୍ଲକର…

ଟ୍ରାକ୍ଟରକୁ ପଛପଟୁ ଧକ୍କା ଦେଲେ ବାଇକ୍‌ ଆରୋହୀ: ଆଉ ତା’ପରେ ଘଟିଲା…

ଥୁଆମୂଳ ରାମପୁର, ୭।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ପେଟ୍ରୋଲ ପମ୍ପ ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ଯୁବକ ଗୁରୁତର…

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ମାଗଣା ବିଜୁଳି ଯୋଜନାରେ ଲାଭବାନ ହେବେ ହିତାଧିକାରୀ, ଉଦ୍‌ଘାଟନ କରି…

କେସିଙ୍ଗା,୭ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ରେଲଓ୍ବେ ଗେଟ୍‌ ନିକଟରେ କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ମାଗଣା ବିଜୁଳି ଯୋଜନାର ବୁଧବାର ଉଦ୍‌ଘାଟନ ହୋଇଯାଇଛି। ସମଗ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?