ପିପିଲି,୧୮ା୮: ଆତ୍ମାହୁତି ଉଦ୍ୟମ କରିଥିବା ଜଣେ ମହିଳାଙ୍କର ଏମ୍ସରେ ମୃତ୍ୟୁ ଘଟିଛି। ୬ ଦିନ ଧରି ଚିକିତ୍ସିତ ହେବା ପରେ ମହିଳାଙ୍କର ମୃତ୍ୟୁ ଘଟିଛି। ଗତ ୧୩ ତାରିଖରେ ପିପିଲି ଜୟପୁର ଛକରେ ନିଆଁରେ ପୋଡ଼ି ହୋଇ ଗୁରୁତର ହେଇଥିଲେ।
ପିପିଲି,୧୮ା୮: ଆତ୍ମାହୁତି ଉଦ୍ୟମ କରିଥିବା ଜଣେ ମହିଳାଙ୍କର ଏମ୍ସରେ ମୃତ୍ୟୁ ଘଟିଛି। ୬ ଦିନ ଧରି ଚିକିତ୍ସିତ ହେବା ପରେ ମହିଳାଙ୍କର ମୃତ୍ୟୁ ଘଟିଛି। ଗତ ୧୩ ତାରିଖରେ ପିପିଲି ଜୟପୁର ଛକରେ ନିଆଁରେ ପୋଡ଼ି ହୋଇ ଗୁରୁତର ହେଇଥିଲେ।
ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ପବିତ୍ର ଗଣେଶ ପୂଜା ଅବସରରେ ଭଞ୍ଜନଗର ସହର ସମେତ ଆଖପାଖ ଗ୍ରାମାଞ୍ଚଳରେ ଏକ ଆନନ୍ଦଉଲ୍ଲାସ ଓ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ଗତ ଦୁଇଦିନ…
ବଲାଙ୍ଗୀର,୧୫ା୯ (ବୀରେନ୍ଦ୍ର କୁମାର ଝାଙ୍କର): ପବିତ୍ର ନୂଆଁଖାଇ ଅବସରରେ ପୂର୍ବତନ ଆଇନ ମନ୍ତ୍ରୀ ନରସିଂହ ମିଶ୍ର ନିଜ ପରିବାର ସହ ନବାନ୍ନ ଭକ୍ଷଣ କରିବା ପରେ ନିଜ…
କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…
କୋରାପୁଟ,୧୫।୯(ଅମିତାଭ ବେହେରା): ସଜନା ଶାଗ ତୋଳିବାକୁ ଯାଇଥିଲେ, ହେଲେ ଫେରିଲା ମୃତଦେହ। ଅସାବଧାନତାର ଏକ ମୁହୂର୍ତ୍ତ ଜଣେ ଯୁବକଙ୍କ ଜୀବନରେ କାଳ ସାଜିଛି। ୧୧ କେଭି ବିଦ୍ୟୁତ୍…
ଭଞ୍ଜନଗର,୧୫।୯ (ବାବୁଲା ପ୍ରଧାନ): ଘୁମୁସର ମାଟିର ବିଶିଷ୍ଟ ଜ୍ୟୋତିଷ, ଭଞ୍ଜ ସାହିତ୍ୟ ଗବେଷକ ତଥା ପ୍ରତିଷ୍ଠିତ ସାହିତ୍ୟିକ ଭଞ୍ଜଶ୍ରୀ ପଣ୍ଡିତ ଶ୍ରୀଧର ଶତପଥୀଙ୍କ ୧୧୩ତମ ଜୟନ୍ତୀ ମଙ୍ଗଳବାର…
ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ…
ଦାରିଙ୍ଗବାଡ଼ି,୧୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ବୁର୍ଜୁବାଡ଼ି ବିଦ୍ୟାଳୟ ସମ୍ମୁଖରେ ଏକ ନିର୍ମାଣାଧୀନ କୋଠାରେ ବିଦ୍ୟୁତ୍ ଆଘାତ ଲାଗି ଜଣେ ମହିଳା ଶ୍ରମିକଙ୍କ…
ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…