ଯୁବକଙ୍କ ଟାଙ୍ଗିଆ ଚୋଟରେ ମହିଳା ମୃତ, ଶିଶୁ କନ୍ୟା ଗୁରୁତର

ଯାଜପୁର,୨୧।୧୦: ଯାଜପୁର ଜିଲା ଯଖପୁରା ଥାନା ରାବଣା ଛକ ନିକଟ ଇଟା ଫ୍ୟାକ୍ଟ୍ରିରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଯୁବକଙ୍କ ଟାଙ୍ଗିଆ ଚୋଟରେ ଜାଣେ ମହିଳା ମୃତ୍ୟୁ ଘଟିଥିବା ବେଳେ ତାଙ୍କ ଶିଶୁ କନ୍ୟା ଗୁରୁତର ହୋଇଛନ୍ତି। ଶିଶୁଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ବେଳେ ତାଙ୍କୁ କଟକ SCB ମେଡିକାଳରେ ଭର୍ତ୍ତି କରାଯାଇଛି। ହତ୍ୟାକାରୀ ଯୁବକ ଜଣକ ଫେରାର ହୋଇଯାଇଥିବା ସୂଚନା ମିଳିଛି।

ଅନ୍ୟପକ୍ଷେ ହତ୍ୟାର କାରଣ ଜଣାପଡି ନ ଥିବା ବେଳେ ଇଟା ଫ୍ୟାକ୍ଟ୍ରିରେ ମୃତ ମହିଳା ଏବଂ ଅଭିଯୁକ୍ତ ଯୁବକ କାମ କରୁଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଅନ୍ୟପକ୍ଷେ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟ କୋହଲିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ବନ୍ଦ, ୨୭ କୋଟିରୁ ଅଧିକ ଥିଲେ ଫୋଲର୍ସ

ନୂଆଦିଲ୍ଲୀ,୩୦।୧: ବିଶ୍ୱର ଷ୍ଟାର କ୍ରିକେଟରମାନଙ୍କ ମଧ୍ୟରୁ ଜଣେ ପୂର୍ବତନ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ଗୁରୁବାର ବିଳମ୍ବିତ ରାତିରେ ହଠାତ୍ ନିଷ୍କ୍ରିୟ ହୋଇଯାଇଛି ।…

WPL: ଫାଇନାଲରେ ପହଞ୍ଚିଲା ଆର୍‌ସିବି

ଭଦୋଦରା,୨୯ା୧- ଚଳିତ ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)ରେ ଗୁରୁବାର ଖେଳାଯାଇଥିବା ଲିଗ୍‌ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ଅତି ସହଜରେ ୮ ଉଇକେଟରେ ୟୁପି ଓ୍ବାରିଅର୍ସକୁ…

ବିବାହର ପ୍ରଲୋଭନ ଦେଖାଇ ସମ୍ପର୍କ: ଯୁବତୀ ଏବେ ୪ ମାସର ଗର୍ଭବତୀ

ଜୟପୁର, ୨୯।୧(ପବନ ପାଣିଗ୍ରାହୀ): ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ତାଙ୍କୁ ଗର୍ଭବତୀ ଓ ପରେ ପ୍ରତାରଣା କରିବା ଅଭିଯୋଗରେ ଜୟପୁର ମହିଳା ପୋଲିସ ଜଣେ ଯୁବକଙ୍କୁ ଗିରଫ…

ଅସଲି ଟ୍ରେଡିଂ କମ୍ପାନୀର ଫେକ୍‌ ଆପ୍‌, ହ୍ବାଟ୍ସଆପ୍‌ ଗ୍ରୁପ କରି ଲୁଟିଥିଲେ ୯୪.୬୨ ଲକ୍ଷ ଟଙ୍କା; ୩ ଯୁବକଙ୍କୁ ବାନ୍ଧିଲା…

ଦେବଗଡ, ୨୯ା୧ (ଶଶାଙ୍କ ଶେଖର ଝାଙ୍କର): ଅବସର ପ୍ରାପ୍ତ ଜଣେ ସରକାରୀ କର୍ମଚାରୀଙ୍କ ଠାରୁ ୯୪ ଲକ୍ଷ ୬୨ ହଜାର ୪୬୧ ଟଙ୍କା ସାଇବର ଠକେଇ ଅଭିଯୋଗରେ…

ମୋରମ ପାଇଁ ପାହାଡ଼ କାଟିଦେଲା ପୂର୍ତ୍ତ ବିଭାଗ, ବାରିଝୋଲା ଗ୍ରାମବାସୀ…

ରାୟଗଡ଼ା,୨୯।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ପଞ୍ଚାୟତ ଅନ୍ତର୍ଗତ ବାରିଝୋଲା ଗ୍ରାମସ୍ଥିତ ପଦ୍ମାବତୀ ହରିକୁପା ପାହାଡ଼ରୁ ଚାଲିଛି ମୋରମ ଖନନ। ତେବେ ମୋରମ ଖନନ ଯୋଗୁ…

ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଟଳିପଡ଼ିଲେ ଭକ୍ତ: ମହାପ୍ରଭୁଙ୍କ ଦର୍ଶନ ହେଲା…

ପୁରୀ,୨୯ା୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସିଥିବା ଜଣେ ଭକ୍ତଙ୍କର ଉତ୍ତରଦ୍ୱାର ନିକଟ ପରିକ୍ରମା…

ଲାଞ୍ଚ ନେବା ପଡ଼ିଲା ମହଙ୍ଗା: ପୂର୍ବତନ ବହୁମୁଖୀ ସ୍ବାସ୍ଥ୍ୟ ପରିଦର୍ଶକଙ୍କୁ ୨ବର୍ଷ ଜେଲ

ସୁନ୍ଦରଗଡ,୨୯ା୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ର ଭିଜିଲାନ୍ସ କୋର୍ଟ ଗୁରୁବାର ଏକ ଲାଞ୍ଚ ମାମଲାର ରାୟ ପ୍ରକାଶ କରିଛି। ଭିଜିଲାନ୍ସ କୋର୍ଟର ସ୍ବତନ୍ତ୍ର ଜଜ୍‌ ଲାଞ୍ଚ ମାମଲାର ଶୁଣାଣି…

ଜିଲାସ୍ତରୀୟ କବାଡ଼ି: ଅନାମିକା କ୍ଲବ ଚାମ୍ପିୟନ

ସମ୍ବଲପୁର,୨୯ା୧(ବି.ଶଙ୍କର): ପ୍ରଗତୀ ସାମାଜିକ ଅନୁଷ୍ଠାନ ଆୟୋଜିତ ଜିଲାସ୍ତରୀୟ କବାଡି ପ୍ରତିଯୋଗିତା ଚେରୁଆପଡା ଫାର୍ମରୋଡଠାରେ ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌ ଅନାମିକା କ୍ଲବ ଏବଂ ପାଟଣେଶ୍ୱରୀ(କ) ଦଳ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri