Posted inଜାତୀୟ

ଅଟୋରେ ଅପେକ୍ଷା କରି କରି ଚାଲିଗଲା ଜୀବନ

ନୂଆଦିଲ୍ଲୀ,୨୭।୪ : ଦେଶର ରାଜଧାନୀର ଏକ କୋଭିଡ୍‌ ହସ୍ପିଟାଲ ବାହାରେ ଫୁଟ୍‌ପାତରେ ବସି ଜଣେ ଯୁବକ କାନ୍ଧୁ ଥାଏ। ଉକ୍ତ ଯୁବକଙ୍କ ମା’ ପାଖରେ ଛିଡ଼ା ହୋଇଥିବା ଅଟୋରେ ଶୋଇଥିଲେ। ଦୀର୍ଘ ଘଣ୍ଟା ଧରି ଚିକିତ୍ସା ପାଇଁ ଅପେକ୍ଷା କରି କରି ଶେଷରେ ଚାଲିଗଲା ଜୀବନ।

୨୮ ବର୍ଷୀୟ ମୁକୁଲ ଭ୍ୟାସ ତାଙ୍କ ମା’ଙ୍କୁ ଦକ୍ଷିଣ ଦିଲ୍ଲୀର ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ କୋଭିଡ୍‌ କେୟାର ସେଣ୍ଟରକୁ ମଙ୍ଗଳବାର ସକାଳେ ଆଣି ଆସିଥିଲେ। କିନ୍ତୁ ଖୋଲିଲା ନାହିଁ ଗେଟ୍‌। ୩ ଘଣ୍ଟା ପରେ ମୁକୁଲଙ୍କ ମା’ କିରନ ଭ୍ୟାସ (୫୨) ଅଟୋ ରିସ୍କାରେ ହିଁ ଜୀବନ ହାରି ଦେଲେ। ମୁକୁଲଙ୍କ ଭାଇ ମା’ଙ୍କୁ ବଞ୍ଚାଇବା ପାଇଁ ଛାତିକୁ ପମ୍ପ କରିଥିଲେ। କିନ୍ତୁ ସେତେବେଳକୁ ଆଉ କିଛି ନ ଥିଲା।

ସେମାନେ ମୋ ମା’ଙ୍କୁ ହତ୍ୟା କରିଛନ୍ତି। ମୁଁ ଘଣ୍ଟା ଘଣ୍ଟା ଧରି ଅପେକ୍ଷା କରିଥିଲି। ମା’ଙ୍କୁ ଭର୍ତ୍ତି କରିବା ଲାଗି ଡିଏସ୍‌ଓଙ୍କ ରେଫରେନ୍ସ ସେମାନେ ମୋତେ ହ୍ବାଟ୍ସଆପ ଓ ମେସେଜ ଭଳି ଫର୍ମାଲିଟି ଶେଷ କରିବାକୁ କହିଥିଲେ। କେହି ମୋ ଚିତ୍କାର ଶୁଣିଲେ ନାହିଁ ବୋଲି ମୁକୁଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

CJP ନେତାଙ୍କୁ ନେଇ ସୋନମ ୱାଙ୍ଗଚୁକ୍‌ଙ୍କ ବଡ଼ ଦାବି, ସେମାନେ ସାଧୁ…

ନୂଆଦିଲ୍ଲୀ,୩୦।୮: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ‘କକରୋଚ୍ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତାମାନଙ୍କୁ ନେଇ ବଡ଼ ମତ ରଖିଛନ୍ତି । ତାଙ୍କ ମତରେ CJPର ପ୍ରତିଷ୍ଠାତା ଅଭିଜିତ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ଜନ୍ମାଷ୍ଟମୀରେ ଦୁର୍ଲଭ ଗ୍ରହ ସଂଯୋଗ: ୪ଟି ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ଗ୍ରୋଥ୍‌ ସାଙ୍ଗକୁ ଅଚାନକ ଧନଲାଭ

ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଏଥର ଜନ୍ମାଷ୍ଟମୀ ପର୍ୱ ଅତ୍ୟନ୍ତ ଖାସ ବୋଲି ମାନାଯାଉଛି। ୪ ସେପ୍ଟେମ୍ୱର ୨୦୨୬ ଜନ୍ମାଷ୍ଟମୀ ଦିନ ଅନେକ ପ୍ରମୁଖ ଗ୍ରହ ଶୁଭ ସ୍ଥିତିରେ…

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri