Posted inଜାତୀୟ

ହାଜତରେ ମହିଳାଙ୍କ ମୃତ୍ୟୁ

ଅହମଦାବାଦ,୧୭।୨: ଗୁଜରାଟର ବାଲସାଦ ଜିଲାରେ ବିଦେଶୀ ମଦ ଚୋରା ଚାଲାଣ ବେଳେ ଗିରଫ ହୋଇଥିବା ଜଣେ ୭୦ ବର୍ଷୀୟ ମହିଳାଙ୍କର ଭାପି ଥାନାରେ ମୃତ୍ୟୁ ଘଟିଛି। ସେ ରାଜ୍ୟ ପରିବହନ ବିଭାଗର ଏକ ବସ୍‌ରେ ମଦ ନେଇ ଯାଉଥିବା ବେଳେ ଧରାପଡ଼ିଥିଲେ। ତାଙ୍କଠାରୁ ୯,୩୭୫ ଟଙ୍କାର ମଦ ଜବତ ହୋଇଥିଲା। ମହିଳାଙ୍କ ନାଁ ଲତା ଓରଫ ସୁଶୀଲା ଗଓ୍ବାନି ଓ ଘର ନଭସାରି ବୋଲି ଜଣାପଡ଼ିଛି। ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରିବା ସହ ମୃତଦେହକୁ ପରିବାରକୁ ହସ୍ତାନ୍ତର କରିଛି। ପୋଲିସ କହିବା ଅନୁଯାୟୀ ମହିଳା ଜଣକ ମଦ ପିଇଥିଲେ। ତାଙ୍କୁ ଗିରଫ କରାଯିବା ପରେ ଭାପି ଥାନା ହାଜତ ବାହାରେ ରଖାଯାଇଥିଲା। ରାତିରେ ଥାନା କର୍ମଚାରୀ ତାଙ୍କ ପାଇଁ ଖାଦ୍ୟ ନେଇ ଯାଇଥିବାବେଳେ ତାଙ୍କର ମୃତ୍ୟୁ ଘଟିଥିବା ଜାଣିବାକୁ ପାଇଥିଲେ। ପୋଲିସ ମହିଳାଙ୍କ ବ୍ୟବଚ୍ଛେଦ କରାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶବାସୀଙ୍କୁ ଉପରାଷ୍ଟ୍ରପତିଙ୍କ ପରାମର୍ଶ: ନିଜ ଧର୍ମଙ୍କୁ ମାନନ୍ତୁ, ଘୃଣା ଭାଷଣରେ ପଡନ୍ତୁ ନାହିଁ

ଥିରୁଭାନନ୍ତପୁରମ୍‌,୩।୧: ଉପରାଷ୍ଟ୍ରପତି ଏମ ଭେଙ୍କେୟା ନାଇଡୁ ଧର୍ମ ଉପରେ ଚାଲିଥିବା ରାଜନୀତିରେ ସୋମବାର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଦେଶବାସୀଙ୍କୁ ଏକ ବାର୍ତ୍ତା ଦେଇ ସେ କହିଛନ୍ତି,...

ଭାରତ-ବାଂଲାଦେଶ ସୀମା: ମାସ୍କ୍‌ ପିନ୍ଧି ଶତ୍ରୁଙ୍କ ସହ ଲଢୁଛନ୍ତି ଯବାନ

ନୂଆଦିଲ୍ଲୀ,୨୧।୮: ଭାରତ-ବାଂଲାଦେଶ ସୀମାରେ ମୁତୟନ ଥିବା ବିଏସ୍‌ଏଫ୍‌ ଯବାନ୍‌ଙ୍କୁ ଆତଙ୍କବାଦୀ, ଅନୁପ୍ରବେଶକାରୀ ତଥା ଚୋରାବେପାରୀଙ୍କ ସହିତ ଲଢ଼ିବାକୁ ପଡ଼ିଥାଏ। ତେବେ ଏଠାରେ ଏସବୁ ବାହ୍ୟ ଶତ୍ରୁଙ୍କ...

୧୪ ବର୍ଷର ପିଲାକୁ ବଞ୍ଚାଇବାକୁ ଯାଇ କୂଅକୁ ଗଳିପଡିଲେ ୩୦ ଲୋକ: ଆଉ ତା’ପରେ

ଭୋପାଳ, ୧୬।୭: ମଧ୍ୟପ୍ରଦେଶର ବିଦିଶା ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ୧୪ ବର୍ଷର ପିଲାକୁ ବଞ୍ଚାଇବାକୁ ଯାଇ କୂଅକୁ ୩୦ ଲୋକ ଗଳିପଡିଛନ୍ତି। ମାଟି...

କୁତବ ମିନାରରେ ହେବ ପ୍ରତ୍ନତତ୍ତ୍ୱ ବିଭାଗର ଖନନ…

ନୂଆଦିଲ୍ଲୀ, ୨୨।୫ : ଦିଲ୍ଲୀର ସାକେତ କୋର୍ଟରେ କେନ୍ଦ୍ରୀୟ ସାଂସ୍କୃତିକ ମନ୍ତ୍ରଣାଳୟ କୁତବ ମିନାର ପରିସରରେ ଖନନ କରିବାକୁ ପ୍ରତ୍ନତତ୍ତ୍ୱ ବିଭାଗକୁ କହିଛି। ମନ୍ତ୍ରଣାଳୟ ମଧ୍ୟ...

କରୋନା ସଂକ୍ରମଣ: ସପ୍ତମ ସ୍ଥାନରେ ଭାରତ

ନୂଆଦିଲ୍ଲୀ,୨।୬: ଭାରତ ବିଶ୍ୱର ସର୍ବାଧିକ କରୋନା ରୋଗୀଥିବା ଦେଶ ତାଲିକାର ସପ୍ତମ ସ୍ଥାନରେ ପହଞ୍ଚିଛି। ଫ୍ରାନ୍ସ, ଜର୍ମାନୀ ଭଳି ଦେଶକୁ ପଛକୁ ଠେଲି ଭାରତ ଉପରକୁ...

ଯେଉଁଠି ବିବାହ ପୂର୍ବରୁ ବରକୁ ମାରିବାକୁ ପଡ଼େ ଘୁଷୁରି…

ଭାରତର ବିଭିନ୍ନ ପ୍ରାନ୍ତରେ ବିବାହର ଭିନ୍ନ ଭିନ୍ନ ପରମ୍ପରା ରହିଛି। ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ବାସ କରୁଥିବା ଗୋଣ୍ଡ ଜନଜାତିରେ ଅଛି ଏକ ଅଜବ ପରମ୍ପରା।...

୯ କୋଟି କୃଷକଙ୍କ ବ୍ୟାଙ୍କ ଖାତାକୁ ମୋଦି ସରକାର ପଠାଇବେ ୧୮ ହଜାର କୋଟି ଟଙ୍କା

ନୂଆଦିଲ୍ଲୀ,୨୫ ।୧୨: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ୍‌-କିଷାନ) ଯୋଜନାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପାଖାପାଖି ୯କୋଟି କୃଷକଙ୍କ ବ୍ୟାଙ୍କ ଖାତାକୁ ୧୮ ହଜାର...

ଅଧ୍ୟକ୍ଷ ଦାୟିତ୍ୱ ଗ୍ରହଣ କରିବାକୁ ରାହୁଲ ପ୍ରସ୍ତୁତ !

ନୂଆଦିଲ୍ଲୀ,୫।୧: କଂଗ୍ରେସର ରାଷ୍ଟ୍ରୀୟ ଅଧ୍ୟକ୍ଷଭାବେ ଦାୟିତ୍ୱ ଗ୍ରହଣ କରିବାକୁ ରାହୁଲ ଗାନ୍ଧୀ ପ୍ରସ୍ତୁତି ଆରମ୍ଭ କରିଥିବା ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଦଳରେ ଦୀର୍ଘ ଦିନ...

Advertisement
Archives

Model This Week