କୋକସରା,୨୫।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ)କଳାହାଣ୍ଡି ଜିଲା କଲମପୁରର ଜଣେ ମହିଳା ନିଜ ଭାଇ ଘର ବଡ ପୋଡାଗୁଡା ପଞ୍ଚାୟତ ସର୍ଗିଗୁଡ଼ା ଗାଁକୁ ଆସିଥିବା ବେଳେ ଏକ ନାଗ ସାପ ଦଂଶନରେ ଗୁରୁତର ହୋଇଥିଲେ । ସମ୍ପର୍କୀୟମାନେ କୋକସରା ଡାକ୍ତରଖାନାରେ ଆଣି ସୋମବାର ସଂଧ୍ୟା ପ୍ରାୟ ୭ ଘଣ୍ଟାରେ ତାଙ୍କୁ ଭର୍ତ୍ତି କରିଥିଲେ। ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ମୃତ ମହିଳା ଜଣକ ହେଉଛନ୍ତି କଲମପୁର ବ୍ଲକ ପଣ୍ଡିଗାଁର ରୋହିଣୀ ମାଝୀ(୫୦) ବୋଲି ଜଣାପଡିଛି। ତେବେ ସଂଧ୍ୟା ହୋଇ ଯାଇଥିବାରୁ ମୃତକ ମହିଳାଙ୍କ ଶବ ବ୍ୟବଚ୍ଛେଦ ହୋଇପାରି ନ ଥିଲା । ମଙ୍ଗଳବାର ଶବ ବ୍ୟବଚ୍ଛେଦ କରାଯିବା ପରେ ପରିବାର ବର୍ଗଙ୍କୁ ହସ୍ତାନ୍ତର କରାଯାଇଛି। ଆମପାଣି ଥାନା ୟୁଡି କେଶ ନମ୍ବର ୫/୨୩ରେ ଏକ ମାମଲା ରୁଜୁ ହୋଇଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି।
Posted inHome, Home Left, ଆମ ଜିଲା ଖବର, କଳାହାଣ୍ଡି View All
ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା
ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...
ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ
ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...
ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ
ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...
କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…
ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...
ଟିମ୍ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି
ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍ନେସ୍ ଏବଂ ବୟସକୁ ନେଇ ଚାଲିଥିବା...
ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…
ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...
ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ
ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...
ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ
ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...
Archives


