ମହାବିଷୁବ ସଂକ୍ରାନ୍ତିରେ ତୃଷାର୍ତ୍ତଙ୍କୁ ପଣା ବାଣ୍ଟିଲେ ମହିଳା

ବଲାଙ୍ଗୀର,୧୪ା୪(ସୁନୀଲ କୁମାର ମହାନ୍ତି): ମହାବିଷୁବ ସଂକ୍ରାନ୍ତି ଅବସରରେ ଜିଲା ଚିତ୍ରଗୁପ୍ତ କଲ୍ୟାଣ ସଂଘ ମହିଳା ଶାଖା ପକ୍ଷରୁ ବଲାଙ୍ଗୀର ନରସିଂହ ମନ୍ଦିର ସମ୍ମୁଖ ମୁଖ୍ୟରାସ୍ତା କଡ଼ରେ ସୋମବାର ପଣା ବଣ୍ଟନ କରଯାାଇଛି। ପୂର୍ବାହ୍ନ ୧୦ଟାରୁ ମହିଳାମାନେ ପଣା ବଣ୍ଟନ କରିଥିଲେ। ପ୍ରବଳ ଖରାରେ ରାସ୍ତାରେ ଯାଉଥିବା ଲୋକେ ପଣା ପିଇ ତୃଷା ମେଣ୍ଟାଇଥିବା ଦେଖାଯାଇଥିଲା। ଏହି କାର୍ଯ୍ୟକ୍ରମରେ ବଲାଙ୍ଗୀର ପୌରାଧ୍ୟକ୍ଷା ଲିକା ସାହୁ ଯୋଗଦେଇ କରଣ ସମାଜ ମହିଳାମାନେ ସେବା ଯୋଗାଇ ଆସୁଥିବାରୁ ପ୍ରଶଂସା କରିଥିଲେ l ମହିଳାମାନଙ୍କ ସହିତ ମିଶି ପଣା ବଣ୍ଟନ କରିଥିଲେ l ମହିଳା କାଞ୍ଚନମଣି ଦାନୀ, ଧୀରା ବହିଦାର, ନମିତା ବକ୍ସି, ସଂଯୁକ୍ତା ବକ୍ସି, ପ୍ରଜାତି ବକ୍ସି, ମିନତୀ ପଟ୍ଟନାୟକ, ଛନ୍ଦା ପଟ୍ଟନାୟକ, ଶିଖା କୁଅଁର, ଜ୍ୟୋସ୍ନା ପୁଷେଟ, ବିଷ୍ଣୁପ୍ରିୟା ବହିଦାର, ରୀତା ସାହାଣୀ, ମିନାକ୍ଷୀ ପଟ୍ଟନାୟକ, ଦେବସ୍ମିତା ପଟ୍ଟନାୟକ, କଳ୍ପନା ସାହାଣୀ, ରୀତା ପଟ୍ଟନାୟକ, ବନ୍ଦିତା ପଟ୍ଟନାୟକ, ସୋଭାଗିନୀ ବହିଦାର, ମୁନି ପଟ୍ଟନାୟକ, ମୀନl ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ANM ସ୍ତ୍ରୀଙ୍କୁ ମାରି ନିଆଁ ଲଗାଇବା ବେଳେ ନିଜେ ଜଳିଯାଇଥିଲେ, ଅର୍ଦ୍ଧଦଗ୍ଧ ସ୍ବାମୀରବି ହେଲା ମୃତ୍ୟୁ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମୃତ୍ୟୁ ଘଟଣା…

କ୍ୱାର୍ଟରରେ ଶୋଇଥିଲେ ମହିଳା ANM, ଲାଗିଗଲା ନିଆଁ: ସନ୍ଦେହଜନକ ଭାବେ…

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମଙ୍ଗଳବାର ରାତିରେ…

ଶ୍ରୀରାମ ନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା; ଗର୍ଜିଲା ଛାତ୍ର କଂଗ୍ରେସ, ଜିଲାପାଳଙ୍କୁ ଦାବିପତ୍ର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ ନେଇ ବିବାଦ…

ଉପଜିଲାପାଳଙ୍କ ଅଫିସ ନିକଟରେ ଅଗ୍ନିକାଣ୍ଡ, ୩ ଦୋକାନ ଛାରଖାର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସାଗରପଡ଼ା ଉପଜିଲାପାଳଙ୍କ ଅଫିସ ନିକଟ ଛକରେ ସୋମବାର ଅଗ୍ନିକାଣ୍ଡ ଘଟି ତିନି ଦୋକାନ ଛାରଖାର ହୋଇଯାଇଛି। ଗୋଟିଏ ଟାୟାର ଦୋକାନ ଓ…

ଶ୍ରୀରାମନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା: ଗିରଫ ଦାବି କଲା ବିଜେଡି

ବଲାଙ୍ଗୀର,୨୯ା୩(ବୀରେନ୍ଦ୍ର କୁମାର ଝାଙ୍କର/ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ…

ରାମନବମୀ ଶୋଭାଯାତ୍ରାବେଳେ ଫାଙ୍କା ଗୁଳିଚାଳନା କରି ଫସିଲେ ବିଧାୟକ, ଏବେ…

ବଲାଙ୍ଗୀର/ଟିଟିଲାଗଡ଼,୨୯ା୩ (ବୀରେନ୍ଦ୍ର କୁମାର ଝାଙ୍କର/ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ଫୁଟିଛି ଗୁଳି। ଆଉ ଏହି ଗୁଳି ଚଳାଇଛନ୍ତି…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri