ମୁକୁଳା ବୋରୱେଲ ଗାତରେ ଖସିପଡ଼ିଲେ ବୃଦ୍ଧା: ଉଦ୍ଧାର କାର୍ଯ୍ୟ ଆରମ୍ଭ

ସୋନପୁର,୧୪l୧୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ସୋନପୁର ବ୍ଲକ କଇଁଫୁଲ ଛକ ନିକଟରେ ଜଣେ ବୃଦ୍ଧା ମୁକୁଳା ପଡ଼ିଥିବା ବୋରୱେଲ ଗାତରେ ଖସି ପଡିଛନ୍ତି। ବୃଦ୍ଧାଙ୍କ ନାମ ଦୁଃଖୀ ନେଗୀ ବୋଲି ଜଣାପଡିଛି।

ଝାଡୁ ତିଆରି ପାଇଁ ବେଣା ଘାସ ସଂଗ୍ରହ କରୁଥିବା ବେଳେ ମଙ୍ଗଳବାର ସକାଳେ ଏହି ଅଘଟଣ ଘଟିଛି। ଖବର ପାଇ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି l ବୃଦ୍ଧା ୨୦ ଫୁଟ ତଳେ ରହିଛନ୍ତି l ସୁବର୍ଣ୍ଣପୁର ଜିଲାପାଳ ବିମଳେନ୍ଦୁ ରାୟ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ତଦାରଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ହେବାକୁ ଯାଇ ପୋଖରୀରେ ବୁଡିଗଲେ ମହିଳା, ତାପରେ….

ନନ୍ଦପୁର/ଲମତାପୁଟ,୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି । ନିଜ ଘର ପାର୍ଶ୍ୱ ବିଭାଯୋଡି…

ଭିଭିଏସ ଲକ୍ଷ୍ମଣଙ୍କୁ ଗୌତମ ଗମ୍ଭୀରଙ୍କ ଠାରୁ ମଧ୍ୟ ଉଚ୍ଚ ପଦବୀ ପ୍ରଦାନ କରିବ ବିସିସିଆଇ, ଜାଣନ୍ତୁ କ’ଣ ଏହି…

ନୂଆଦିଲ୍ଲୀ,୧୪।୮: ବିସିସିଆଇ ପୂର୍ବତନ ଷ୍ଟାଇଲିସ ଭାରତୀୟ ବ୍ୟାଟ୍ସମ୍ୟାନ ଏବଂ ସେଣ୍ଟର ଅଫ ଏକ୍ସିଲେନ୍ସ (COE)ର ବର୍ତ୍ତମାନର ମୁଖ୍ୟ – ଭିଭିଏସ ଲକ୍ଷ୍ମଣଙ୍କୁ କ୍ରିକେଟ ନିର୍ଦ୍ଦେଶକ ଭାବରେ ନିଯୁକ୍ତ…

ରୋଜଗାର ଦେଇଛି ମୂର୍ତ୍ତି କାରିଗରୀ: ୯ ଜଣଙ୍କୁ ରୋଜଗାରର ବାଟ ଦେଖାଇଛନ୍ତି ତିରନ

କର୍ଲାମୁଣ୍ଡା,୧୪।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାଠାରୁ ୧ କିଲୋମିଟର ଦୂରରେ ରହିଛି କର୍ଲାମୁଣ୍ଡା (ବସ୍ତି)। ଏହି ଗାଁରେ ରୁହନ୍ତି ଶିଳ୍ପୀ ଟିରନ…

ଜଳକା ନଦୀରେ ବନ୍ୟା, ବସ୍ତା ଇଲେକ୍ଟ୍ରି ଅଫିସରେ ପଶିଲା ପାଣି

ବସ୍ତା,୧୪।୮(ହରିଶଙ୍କର ପାଢ଼ୀ): ଉତ୍ତର ଓଡ଼ିଶାରେ ବନ୍ୟା ପରିସ୍ଥିତି ଦିନକୁ ଦିନ ଗମ୍ଭୀର ହେବାରେ ଲାଗିଛି । ବାଲେଶ୍ବର ବସ୍ତାରେ ଜଳକା ନଦୀରେ ବନ୍ୟା ଆସିବା ଯୋଗୁଁ ଜନଜୀବନ…

୮୭ବର୍ଷ ବୟସରେ ଈଶ୍ୱର ଚନ୍ଦ୍ରଙ୍କ ଦେହାନ୍ତ, ୭ଘଣ୍ଟା ପାଟଣାବଜାର ବନ୍ଦ

ପାଟଣା,୧୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡପାଟଣା ପଂଚାୟତ ଶିବ ନାରାୟଣ ପୁର ଶାସନର ବର୍ଷୀୟାନ ସାମାଜିକ କର୍ମୀ, ସଂଗଠକ ଈଶ୍ୱର ଚନ୍ଦ୍ର ଦାଶଙ୍କ…

ବିଲକୁ ସାର ପକାଇବାକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡିଗଲେ ଯୁବକ, ତାପରେ…

ପାଟଣା,୧୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ପୁଣି ହାତୀ ଉପଦ୍ରବ ଦେଖିବାକୁ ମିଳିଛି । ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି ।…

ପୋଲିସ ସେବା ପୁରସ୍କାର ୨୦୨୬ ଘୋଷଣା: ଓଡ଼ିଶାର ୧୭ ଜଣଙ୍କୁ ମିଳିବ..

ଭୁବନେଶ୍ୱର,୧୪।୮: ସ୍ବାଧୀନତା ଦିବସ ପୂର୍ବରୁ ବିଶିଷ୍ଟ ସେବା ପୁରସ୍କାର ୨୦୨୬ ଘୋଷଣା କରାଯାଇଛି। ଚଳିତ ବର୍ଷ ଓଡ଼ିଶାର ୧୭ ଜଣଙ୍କୁ ମିଳିବ ଏହି ପୁରସ୍କାର। ୫ ଜଣଙ୍କୁ…

ଭାରତ ବିରୋଧରେ ପୁଣି ବିଷ ଓଗାଳିଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ: ସ୍ବାଧୀନତା ଦିବସରେ ଦେଲେ ଯୁଦ୍ଧ ଧମକ

ଇସଲାମାବାଦ୍‌,୧୪।୮: ପାକିସ୍ତାନ ସ୍ବାଧୀନତା ଦିବସରେ ମଧ୍ୟ ଭାରତ ଧିରୋଧରେ ବିଷ ଓଗାଳିଥିଲା। ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ସ୍ବରୂପ ଭାରତର ‘ଅପରେଶନ ସିନ୍ଦୁର’ ଦ୍ୱାରା ଆରମ୍ଭ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri