କୂଅରେ ପଡିଗଲେ ମହିଳା: ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଛତ୍ରପୁର,୨୦।୩(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜ଼ିଲା ଛତ୍ରପୁର ବ୍ଲକ ତାକରିଆ ବ୍ରହ୍ମପୁର ଗାଁରେ ଗୁରୁବାର ସକାଳେ ଜଣେ ମହିଳା ଅସାବଧାନତା କାରଣରୁ କୂଅ ମଧ୍ୟକୁ ପଡିଯାଇଥିଲେ। ସେ ହେଲେ ଗୌରୀ ବେହେରା (୫୫)
ଏସମ୍ପର୍କରେ ଖବର ପାଇ ଛତ୍ରପୁର ଅଗ୍ନିଶମ କେନ୍ଦ୍ରର ଏକ ଟିମ ସେଠାରେ ପହଂଚି କୂଅରୁ ଉକ୍ତ ମହିଳାଙ୍କୁ ଉଦ୍ଧାର କରିଥିଲେ। ଏହାପରେ ଉକ୍ତ ମହିଳା ଜଣଙ୍କୁ ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଅଗ୍ନିଶମ ଟିମ ଭର୍ତ୍ତି କରିଥିବା ନେଇ ଛତ୍ରପୁର ଅଗ୍ନିଶମ କେନ୍ଦ୍ରତ୍‌ର ଆସିଷ୍ଟାଣ୍ଟ ଫାୟାର ଅଫିସର ଧନଞ୍ଜୟ ମଲିକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ଭିସ ରୋଡ ଉପରେ ରଖାଯାଇଛି ପିଚୁ ପକା ମେସିନ :ଯାତାୟାତରେ ବାଧା

ଚୌଦାର,୩୦।୪(ଆଶୁତୋଷ ଦାସ): ୫୫ନମ୍ବର ଜାତୀୟ ରାଜପଥ ମଙ୍ଗୁଳିଠାରୁ ଧୂମାବତୀ ପର୍ଯ୍ୟନ୍ତ ଜାତୀୟ ରାଜପଥ ସମ୍ପ୍ରସାରଣ କାମ ଜାରି ରହିଛି। ରାଜପଥର ମୁଖ୍ୟ ରାସ୍ତା କାମ ଚାଲୁ...

ମା’ଦରିଆ ରାମଚଣ୍ଡୀଙ୍କ ବିଗତ ବର୍ଷ ଅପେକ୍ଷା ଆୟ ବଢ଼ିଛି

କେନ୍ଦ୍ରାପଡ଼ା ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ଦରିଆ ରାମଚଣ୍ଡୀଙ୍କ ଝାମୁଯାତ୍ରା ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଝାମୁଯାତ୍ରାରେ ବିଗତ ବର୍ଷ ଅପେକ୍ଷା ଆୟ ବଢ଼ିଛି। ହୁଣ୍ଡି ଦାନବାକ୍ସ ମହାକାଳପଡ଼ା,...

ଛାତ୍ରୀଛାତ୍ରଙ୍କ ଅଜାଣତରେ ଶିକ୍ଷା ଋଣ ଅଭିଯୋଗ

ଭବାନୀପାଟଣା,୩୦୪(ଉତ୍ତମ କୁମାର ଦାଶ): ତଫସିଲଭୁକ୍ତ ଜାତି(ଏସ୍‌ସି) ଏବଂ ତଫସିଲଭୁକ୍ତ ଜନଜାତି(ଏସ୍‌ଟି) ଛାତ୍ରୀଛାତ୍ରଙ୍କୁ ଉଚ୍ଚଶିକ୍ଷା ପାଇଁ ସରକାର ଆର୍ଥିକ ସହାୟତା ଦେଉଛନ୍ତି। ଏହାଦ୍ବାରା ସେମାନେ ପାଠପଢ଼ା ପ୍ରତି...

ଗଞ୍ଜାମ ହେବ ଯକ୍ଷ୍ମାରୋଗୀ ମୁକ୍ତ, ଅନ୍ୟ ଜିଲା ପାଇଁ ପାଲଟିବ ଉଦାହରଣ

ଭଞ୍ଜନଗର,୩୦ା୪(ବାବୁଲା ପ୍ରଧାନ): ଯକ୍ଷ୍ମା ରୋଗ ଏକ ସଂକ୍ରମଣ ରୋଗ। ଏହା ଜଣକଠାରୁ ଅନ୍ୟ ଜଣକୁ ବ୍ୟାପିଥାଏ। ଶରୀରରେ ରୋଗ ପ୍ରତିରୋଧକ ଶକ୍ତି କମିଲେ ମୁଖ୍ୟତଃ ଏହି...

ଡାହାଣୀ ସନ୍ଦେହରେ ମହିଳାଙ୍କୁୁ ହତ୍ୟା

ବିଶୋଇ(ଅମିତ ଦାସ)/ରାଇରଙ୍ଗପୁର (ମାନସ ମହାନ୍ତି),୩୦।୪ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଧୀନ ଜୁଡ଼ିଆ ଗ୍ରାମରେ  ଅପରାହ୍ନ ୩ଟାରେ ଡାହାଣୀ ସନ୍ଦେହକୁ ନେଇ ଏକ ଅଭାବନୀୟ ଘଟଣା ଘଟିଛି।...

ପୁରୁଷୋତ୍ତମପୁରରେ ଅଖିମୁଠି ଅନୁକୂଳ: ହଳିଆ ଗୀତରେ ପ୍ରକମ୍ପିତ ହେଲା କ୍ଷେତ

ପୁରୁଷୋତ୍ତମପୁର,୩୦ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସ୍ବପ୍ନେଶ୍ବର କୃଷକ ସଂଘ ପକ୍ଷରୁ ପବିତ୍ର ଅକ୍ଷୟ ତୃତୀୟା ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଥିବା ବେଳେ ଚଷା ପୁଅର...

ଆଖିମୁଠି ଅନୁକୂଳ କଲେ କଂଗ୍ରେସ ଜିଲା ସଭାପତି

କେନ୍ଦୁଝର,୩୦।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କୃଷି ଓ କୃଷକର ମହାନ ପର୍ବ ଅକ୍ଷୟ ତୃତୀୟା ସାରା ଦେଶରେ ମହା ଆଡମ୍ବର ସହକାରେ ଚାଷୀମାନେ ପାଳନ କରୁଛନ୍ତି। କେନ୍ଦୁଝର...

ଅଖିମୂଠି ଅନୁକୂଳ କଲେ ଆଇନମନ୍ତ୍ରୀ: ହଳଲଙ୍ଗଳ ଯୋଚି ବୁଣିଲେ ବିହନ

ଖୋର୍ଦ୍ଧା,୩୦।୪(ପ୍ରଭାତ ପାଣିଗ୍ରାହୀ) : ଆଜି ପବିତ୍ର ‘ଅକ୍ଷୟ ତୃତୀୟା’। ଏହି ଅବସରରେ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗୁରୁଜଙ୍ଗଠାରେ ଚାଷୀ ଭାଇ ମାନଙ୍କ ଉପସ୍ଥିତିରେ ଭୂମିପୂଜନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri