Posted inଫୁରସତ

କାର୍‌ ଚକାରେ ଥିଲା ବିରାଟକାୟ ଅଜଗର..ଆଉ ତା’ପରେ

ନ୍ୟୁମେକ୍ସିକୋରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜଣେ ମହିଳାଙ୍କ କାର ଚକାରେ ଅଜଗର ଦେଖି ଚକିତ ହୋଇପଡିଥିଲେ। ସେ ତୁରନ୍ତ ପୋଲିସରେ ଏନେଇ ସୂଚନା ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ବହୁ କଷ୍ଟରେ କାର ଚକାରୁ ୩ ଫୁଟ ଲମ୍ବର ଅଜଗର ବାହାର କରିଥିଲେ। ସେମାନଙ୍କ କହିବା ଅନୁଯାୟୀ ଚକା ଭିତରେ ପଶି ସାପଟି ଇଞ୍ଜିନ ଆଡକୁ ଯାଇଥିଲା। ଏହି ସାପର ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ନ୍ୟୁମେକ୍ସିକୋ ସହରରେ ଗତ ଅଗଷ୍ଟ ୪ରେ ଏହି ଘଟଣା ଘଟିଥିଲା। ଅଜଗରଟି ଚକାରେ ଥିବା ନେଇ ମହିଳା ଜଣଙ୍କ ପୋଲିସକୁ ଖବର ଦେବା ଭିତରେ ସାପଟି ଇଞ୍ଜିିନ ଆଗଡକୁ ଯାଇଥିଲା। ପୋଳିସ ଯେତେ ବାହାର କରିବାକୁ ଚେଷ୍ଟା କରିଥିଲେ ମଧ୍ୟ ସେ ଧରା ଛୁଆଁ ଦେଉଥିଲା ପୋଲିସ ବାଧ୍ୟ ହୋଇ ସ୍ନେକ ହେଲ୍‌ପ ଲାଇନ୍‌ କର୍ମଚାରୀଙ୍କୁ ଡାକିଥିଲା। ସେମାନେ ପହଞ୍ଚି ସାପକୁ ଚକାରୁ ବାହାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିର ବଡ଼ ଚେତାବନୀ: MMDR ପ୍ରତ୍ୟାହାର ନ ହେଲେ ଧାରଣା

ଭୁବନେଶ୍ୱର,୩୧।୮:ଖଣି ଏବଂ ଖଣିଜ (ବିକାଶ ଏବଂ ନିୟନ୍ତ୍ରଣ) ସଂଶୋଧନ ଆଇନ, ୨୦୨୬(MMDR) ପ୍ରତ୍ୟାହାର ନ ହେବା ଯାଏ ରାଜଭବନ ଆଗରେ ଧାରଣା ଦିଆଯିବ ବୋଲି ସୋମବାର ଅନୁଷ୍ଠିତ…

ନେପାଳ ବନ୍ୟାରେ ଭାସିଗଲା କୋଟି କୋଟି ଟଙ୍କା ଗଚ୍ଛିତ ଥିବା ବ୍ୟାଙ୍କ, ୩୫ କର୍ମଚାରୀ ନିଖୋଜ, ଏବେ ବଢୁଛି ଲୁଟ୍‌ ମାମଲା

କାଠମାଣ୍ଡୁ,୩୧।୮: ପାର୍ବତ୍ୟ ଦେଶ ନେପାଳରେ, ପ୍ରକୃତିର ଭୟଙ୍କର ଶକ୍ତି କେବଳ ଦୈନନ୍ଦିନ ଜୀବନକୁ ନୁହେଁ ବରଂ ସମଗ୍ର ଅର୍ଥନୈତିକ ବ୍ୟବସ୍ଥାକୁ ଦୋହଲାଇ ଦେଇଛି। ଭୋଟେ କୋଶି ନଦୀରେ…

Video: ନେପାଳ ବନ୍ୟା ପରେ ମିଳିଲା କୋଟି କୋଟି ଟଙ୍କାର ସୁନା; ୮ ଘଣ୍ଟାର ଅପରେଶନରେ ବିପୁଳ ସମ୍ପତ୍ତି ଉଦ୍ଧାର

କାଠମାଣ୍ଡୁ,୩୧।୮: ଭୋଟେ କୋଶି ନଦୀରେ ଭୟଙ୍କର ବନ୍ୟା ନେପାଳରେ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ବନ୍ୟାରେ ଏପର୍ଯ୍ୟନ୍ତ ମୃତ୍ୟୁ ସଂଖ୍ୟା 903 ରେ ପହଞ୍ଚିଛି। ନୁୱାକୋଟ ଜିଲାର ତ୍ରିଶୁଳି…

ଚାଷଜମିରୁ ଆଠ ଫୁଟର ଅଜଗରକୁ ଉଦ୍ଧାର କଲେ ଗ୍ରାମବାସୀ, ସରପଞ୍ଚ..

ବଡ଼ଗାଁ,୩୧।୮(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଅଞ୍ଚଳରେ ବର୍ଷା ଋତୁରେ ଅଜଗର ସାପ ଗାଁ ସହ ଚାଷଜମିରେ ଦେଖାଯାଇଥାନ୍ତି। ଚଳିତବର୍ଷ ବଡ଼ଗାଁର ସାପ ଧରାଳି ମହେନ୍ଦ୍ର ନାଏକ…

ନେପାଳ ବନ୍ୟା ପରେ କନ୍ଦାଉଛି ଜମି ଯାଇଥିବା ପାଣି କାଦୁଅ, ISRO ଫଟୋ ଦେଲା ବଡ଼ ତଥ୍ୟ, ଭାରତ ଉପରେ ରହିଛି ବିପଦ!

କାଠମାଣ୍ଡୁ,୩୧।୮: ନେପାଳରେ ହୋଇଥିବା ବିନାଶକାରୀ ବନ୍ୟା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଚିତ୍ର ପ୍ରକାଶ ପାଇଛି। ପ୍ରଥମେ ପ୍ରବଳ ବର୍ଷା ଏବଂ ହିମସ୍ଖଳନକୁ ପ୍ରାଥମିକ କାରଣ ଭାବରେ ବିବେଚନା…

ପାର୍ବଣ ଋତୁ ପୂର୍ବରୁ ବଡ଼ ଖୁସି ଖବର; କମିବ ଚିନି ଦର! ସରକାର ନେଲେ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୩୧।୮: ଆଗାମୀ ପାର୍ବଣ ଋତୁ ପୂର୍ବରୁ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି । ବଜାରରେ ଚିନିର ଦର ନିୟନ୍ତ୍ରଣ କରିବା ସହ କଳାବଜାରୀ ରୋକିବା ପାଇଁ କେନ୍ଦ୍ର…

୫ ଓ ୬ରେ ଭାଜପାର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକ: ପଞ୍ଚାୟତ ନିର୍ବାଚନ ପାଇଁ ହେବ ରୋଡ୍‌ମ୍ୟାପ୍‌

ଭୁବନେଶ୍ବର,୩୧।୮: ସେପ୍ଟେମ୍ବର ୫ ଓ ୬ ତାରିଖରେ ରାଜ୍ୟ ଭାଜପାର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ଚଳିତଥର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଢେଙ୍କାନାଳରେ ହେବା ନେଇ…

ନେପାଳ ବନ୍ୟା: ୯୦୦ ଟପିଲା ମୃତ୍ୟୁ ସଂଖ୍ୟା, ୩ହଜାରରୁ ଅଧିକ ନିଖୋଜ

କାଠମାଣ୍ଡୁ,୩୧।୮: ନେପାଳରେ ଭୟଙ୍କର ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୯୦୦ ରେ ପହଞ୍ଚିଛି। ଏହି ସମୟରେ, ଭୋଟେ କୋଶି ନଦୀରେ ଜଳସ୍ତର ବୃଦ୍ଧି ପାଇବା ଯୋଗୁ ନୂତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri