Posted inଜାତୀୟ

ଆମେରିକାରେ ଥାଇ ବାପାଙ୍କ ଆତ୍ମହତ୍ୟାକୁ ରୋକିଦେଲେ

ମୁମ୍ବାଇ,୮।୩: ଜଣେ ୭୪ ବର୍ଷୀୟ ବ୍ୟକ୍ତି ମୁମ୍ବାଇର ମାତୁଙ୍ଗା ଅଞ୍ଚଳରେ ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଥିଲେ। କିନ୍ତୁ ଆମେରିକାରେ ରହୁଥିବା ତାଙ୍କ ଝିଅ ସ୍ଥାନୀୟ ପୋଲିସକୁ ଜଣାଇ ଦେବାରୁ ଅଘଟଣକୁ ରୋକା ଯାଇପାରିଛି।

ବୃଦ୍ଧଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଜଣେ ପୋଲିସ ଅଧିକାରୀ କହିଛନ୍ତି।

ସନ୍ଧ୍ୟା ପ୍ରାୟ ୫ଟାରେ ଏହି ଘଟଣା ସମ୍ପର୍କରେ ବୃଦ୍ଧଙ୍କ ୪୨ ବର୍ଷୀୟା ଝିଅଙ୍କ ଠାରୁ ଆମେ ସୂଚନା ପାଇଥିଲୁ। ମାତୁଙ୍ଗା ପୂର୍ବ ବାସୀନ୍ଦା ଚରମ ନିଷ୍ପତ୍ତି ନେଉଥିବା ତାଙ୍କ ଝିଅକୁ ଜଣାଇଥିଲେ। ସୁଇସାଇଡ୍‌ ନୋଟ ଏବଂ ଓ୍ବିଲ ପ୍ରସ୍ତୁତ କରିଥିବା କରିସାରିଥିବା କହିଥିଲେ। ଝିଅ ତୁରନ୍ତ ସ୍ଥାନୀୟ ପୋଲିସକୁ ସୂଚନା ଦେଇଥିଲେ। ମାତୁଙ୍ଗା ପୋଲିସର ଏକ ଟିମ୍‌ ବୃଦ୍ଧଙ୍କ ଫ୍ଲାଟକୁ ଯାଇ ତାଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଥିଲା। ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ତାଙ୍କୁ ଆଇସିୟୁରେ ରଖାଯାଇଛି ବୋଲି ପୋଲିସ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୈନିକ ସଂକ୍ରମଣ ୭ ଶହ ତଳେ…

ନୂଆଦିଲ୍ଲୀ, ୧୬।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ନିକଟରେ ଡବଲ ମର୍ଡର

ଲକ୍ଷ୍ନୌ,୨୯।୮-ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବାସଭବନ ନିକଟରେ ଶନିବାର ଡବଲ ମର୍ଡର ହୋଇଛି। ଗୌତମପଲ୍ଲୀ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ନିକଟରେ ରହୁଥିବା କେନ୍ଦ୍ର ରେଳ ମନ୍ତ୍ରାଳୟର...

୮୪ ଦଙ୍ଗା କଥା ମନେପକାଇ କଂଗ୍ରେସକୁ ଟାର୍ଗେଟ କଲେ ଶାହା

ଚଣ୍ଡିଗଡ଼,୧୮।୬: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ରବିବାର ପଞ୍ଜାବରେ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ ଶିଖ ଦଙ୍ଗା କଥା ମନେପକାଇ କଂଗ୍ରେସକୁ...

ଅହମଦାବାଦ-ସୁରଟ ମେଟ୍ରୋ ପ୍ରୋଜେକ୍ଟର ଶୁଭାରମ୍ଭ କଲେ ମୋଦି

ନୂଆଦିଲ୍ଲୀ,୧୮ ।୧: ଗୁଜରାଟର ସୁରଟ ଓ ଅହମଦାବାଦ ସହର ପାଇଁ ସୋମବାର ହେଉଛି ଏକ ଗୁରୁତ୍ୱପୂର୍ଣ୍ଣ ଦିନ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଅର୍ଥାତ୍...

ହିଂସାକୁ ନେଇ ମୁହଁ ଖୋଲିଲେ ଜାମିଆ କୁଳପତି: ବିନା ଅନୁମତିରେ ବିଶ୍ୱବିଦ୍ୟାଳୟରେ ପଶିଥିଲା ପୋଲିସ, ଦିଆଯିବ ଏଫ୍‌ଆଇଆର୍‌

ନୂଆଦିଲ୍ଲୀ,୧୬।୧୨: ନାଗରିକତା ସଂଶୋଧନ ଆଇନ ବିରୋଧରେ ଜାମିଆ ମିଲିଆ ଇସ୍‌ଲାମିଆରେ ରବିବାର ହୋଇଥିବା ହିଂସା ଓ କ୍ୟାମ୍ପସ୍‌ରେ ପୋଲିସ ପ୍ରବେଶ ନେଇ ବିଶ୍ୱବିଦ୍ୟାଳୟର କୁଳପତି ସୋମବାର...

ଅଜିତ ପାଓ୍ବାରଙ୍କ ଗୋଷ୍ଠୀର ନେତାଙ୍କୁ ଆଲିଙ୍ଗନ କଲେ ଶରଦଙ୍କ ବିଶ୍ୱସ୍ତ ଜୟନ୍ତ ପାଟିଲ: ଚର୍ଚ୍ଚା ଆରମ୍ଭ

ମୁମ୍ବାଇ,୨୫।୭: ମହାରାଷ୍ଟ୍ରରେ ରାଜନୈତିକ ଅସ୍ଥିରତା ମଧ୍ୟରେ ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି)ର ଦୁଇ ଗୋଷ୍ଠୀ ନେତାଙ୍କ ମଧ୍ୟରେ ସାକ୍ଷାତକୁ ନେଇ ଏବେ ଚର୍ଚ୍ଚା ହେଉଛି। ବିଧାନ...

ପ୍ରକଳ୍ପ ବିଳମ୍ବିତ, ଖର୍ଚ୍ଚ ବଢ଼ୁଛି

ନୂଆଦିଲ୍ଲୀ,୧୦ା୪: ଦେଶର ସଡ଼କ ପରିବହନ ଓ ରାଜପଥ କ୍ଷେତ୍ରରେ ଚାଲିଥିବା ପ୍ରକଳ୍ପଗୁଡ଼ିକ ସର୍ବାଧିକ ବିଳମ୍ବିତ ହୋଇଥିବା ଏକ ସରକାରୀ ରିପୋର୍ଟରୁ ଜଣାପଡ଼ିଛି। ଉକ୍ତ ରିପୋର୍ଟ ଅନୁସାରେ...

ଦିଲ୍ଲୀରେ ହାଇ ଆଲର୍ଟ, ସରୋଜିନି ମାର୍କେଟରେ ବଢିଲା ସୁରକ୍ଷା

ନୂଆଦିଲ୍ଲୀ,୨୩ ।୩: ରାଷ୍ଟ୍ରୀୟ ରାଜଧାନୀ ଦିଲ୍ଲୀରେ ସମ୍ଭାବିତ ଆତଙ୍କବାଦୀ ଆକ୍ରମଣର ସୂଚନା ମିଳିବା ପରେ ଉତ୍ତର ପ୍ରଦେଶ ପୋଲିସ ଦିଲ୍ଲୀ ପୋଲିସକୁ ଏ ସମ୍ପର୍କରେ ଅବଗତ...

Advertisement
Archives

Model This Week