୨୬ ପର୍ଯ୍ୟଟକଙ୍କ ହତ୍ୟା ପ୍ରତିବାଦରେ କ୍ୟାଣ୍ଡେଲ ଶୋଭାଯାତ୍ରା

ରୁପ୍ରାରୋଡ ୨୫।୪ (ସଞ୍ଜିବ ଦାସ): ଦକ୍ଷିଣ ଭାରତର ପ୍ରମୁଖ ପର୍ଯ୍ୟଟନସ୍ଥଳ ଜମ୍ଭୁକଶ୍ମୀରସ୍ଥିତ ପହଲଗାମରେ ଇସଲାମିକ ଆତଙ୍କବାଦୀଙ୍କ ବର୍ବର ଆକ୍ରମଣରେ ୨୬ରୁ ଉଦ୍ଧର୍‌ବ ପର୍ଯ୍ୟଟକ ପ୍ରାଣ ହରାଇଥିବାବେଳେ ଅନେକ ଗୁରୁତର ଆହତ ହୋଇ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ଥାଇ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି। ତେବେ ମୃତ ସମସ୍ତ ପର୍ଯ୍ୟଟକଙ୍କ ଅମର ଆତ୍ମାର ଶାନ୍ତି ସକାଶେ ଏବଂ ହିନ୍ଦୁତ୍ୱ ରକ୍ଷା ନିମନ୍ତେ ରୁପ୍ରାରୋଡ ନାଗରିକ ମଞ୍ଚ ତରଫରୁ ଏକ ବିରାଟ କ୍ୟାଣ୍ଡେଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ସ୍ଥାନୀୟ ଜଗନ୍ନାଥ
ମନ୍ଦିର ପ୍ରାଙ୍ଗଣରୁ ଶତାଧିକ ଯୁବ ପ୍ରେମୀ ହାତରେ କ୍ୟାଣ୍ଡେଲ ସହ ପ୍ଲାକାର୍ଡ ଧରି ପାକିସ୍ତାନ ମୁର୍ଦ୍ଦାବାଦ,ଆତଙ୍କବାଦୀଙ୍କ ମୂଳପୋଛ କରାଯାଉ,ହିନ୍ଦୁ ସୁରକ୍ଷା ଆମର ଦାବି ଆଦି ବିଭିନ୍ନ ସ୍ଲୋଗାନ ଦେଇ ସହର ପରିକ୍ରମା କରି ଥିଲେ। ସେଠାରେ ଅନୁଷ୍ଠିତ ଶୋକ ସଭାରେ ହିନ୍ଦୁଙ୍କ ଉପରେ ବର୍ବର କାଣ୍ଡ ଲିଭାଇ ଜୀବନ ନେଇଥିବା ଇସଲାମିକ ଆତଙ୍କବାଦୀ ମାନଙ୍କ ଉପରେ ଦୃଢରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ସହ ସେମାନଙ୍କୁ ସମ୍ପୂର୍ଣ୍ଣ ମୂଳପୋଛ କରିଦେବା ପାଇଁ ଆମଦେଶର ସରକାର ପଦକ୍ଷେପ ନେବା ଜରୁରୀ ବୋଲି ନର୍ଲା ବ୍ଲକ ଅଧକ୍ଷ
ଦୁର୍ଗା ପ୍ରସାଦ ମହାନ୍ତି ବକ୍ତବ୍ୟ ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri