ଆସ ଷ୍ଟେଶନରେ ଛାଡିଦେବୁ କହି ମହିଳାଙ୍କୁ ଗଣବଳାତ୍କାର

ଭୁବନେଶ୍ୱର,୩୦।୩: ରାଜଧାନୀରେ ଚାଞ୍ଚଲ୍ୟ। ମହିଳାଙ୍କୁ ଷ୍ଟେଶନରେ ଛାଡିଦେବାକୁ କହି ଗଣବଳାତ୍କାର କଲେ ୨ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି ତମାଣ୍ଡୋ ଥାନା ଅଞ୍ଚଳରେ। ପୀଡ଼ିତା ଜଣଙ୍କ ପଶ୍ଚିମବଙ୍ଗର ଜଣାପଡ଼ିଥିବା ବେଳେ ଘଟଣାରେ ସମ୍ପୃକ୍ତ ୨ ଜଣଙ୍କୁ ଗିରଫ କରିଛି ପୋଲିସ। ପୀଡ଼ିତାଙ୍କ ଡାକ୍ତରୀ ମାଇନା ପରେ ପଚରାଉଚରା ଚଳାଇଛି ପୋଲିସ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ୱିତ ହେଲେ ଝାରବନ୍ଧ ଥାନା IIC

ବରଗଡ଼,୧୪।୫(ପ୍ରେମାନନ୍ଦ ଖମାରୀ): ପୋଲିସ ବିଭାଗ ପକ୍ଷରୁ ଗୁରୁବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବରଗଡ଼ ଜିଲା ଝାରବନ୍ଧ ଥାନା IIC ସୁକ୍ରା ମାଢ଼ୀଙ୍କୁ କାର୍ଯ୍ୟରୁ ନିଲମ୍ୱିତ…

ଦିଲ୍ଲୀ ଯିବ ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍‌

ଜୟପୁର,୧୪ା୫(ପବନ ପାଣିଗ୍ରାହୀ): ଛତିଶଗଡ଼ର ଜଗଦଲପୁରଠାରୁ ଦିଲ୍ଲୀକୁ ୨୧ ତାରିଖରେ ସ୍ୱତନ୍ତ୍ର ଗ୍ରୀଷ୍ମକାଳୀନ ଏକ୍ସପ୍ରେସ ଟ୍ରେନ ଚଳାଚଳ କରିବାକୁ ରେଳ ବିଭାଗ ପକ୍ଷରୁ ଘୋଷଣା କରାଯାଇଛି। ଏହି ଟ୍ରେନ…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା: ଭିଜିଲାନ୍ସ ଜାଲାରେ କନିଷ୍ଠଯନ୍ତ୍ରୀ

ଭଦ୍ରକ,୧୪ା୫(ସନାତନ ରାଉତ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଇଞ୍ଜିନିୟର ବିଜୟ କୁମାର ମହାନ୍ତିଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ଗୁରୁବାର ଆରଡିଛକସ୍ଥିତ ୩ ମହଲା ଘର…

ଶହିଦ ମାଧୋ ସିଂଙ୍କ ଉପରେ ଭୁଲତଥ୍ୟ ପ୍ରସଙ୍ଗ: ଏହି ବିଷୟକୁ ଗୁରୁତର ସହ ନେଇ ଏମିତି ନିର୍ଦ୍ଦେଶ ଦେଲେ ରାଜ୍ୟ ସରକାର

ବରଗଡ଼,୧୪।୫(ପ୍ରେମାନନ୍ଦ ଖମାରୀ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ୱାରା ପ୍ରକାଶିତ ସପ୍ତମ ଶ୍ରେଣୀର ଓଡ଼ିଆ ପାଠ୍ୟପୁସ୍ତକ ସାହିତ୍ୟ ସୁମନରେ ଶହିଦ ମାଧୋ ସିଂଙ୍କ ଜୀବନୀ ଆଧାରିତ ପାଠରେ…

ମୁମ୍ୱାଇ ଇଣ୍ଡିଆନ୍ସ ଆଗରେ ୨୦୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ଧର୍ମଶାଳା,୧୪ା୫: ଚଳିତ ଆଇପିଏଲ୍‌ରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ ଓ ପଞ୍ଜାବ କିଙ୍ଗ୍ସ ପରସ୍ପରକୁ ଭେଟିଛନ୍ତି। ଶାର୍ଦ୍ଦୁଳ ଠାକୁରଙ୍କ ୪ ଉଇକେଟ ସଫଳତା ସତ୍ତ୍ୱେ ପଞ୍ଜାବ…

ସପ୍ତମ ଶ୍ରେଣୀ ପାଠ୍ୟପୁସ୍ତକରେ ଶହିଦ ମାଧୋ ସିଂଙ୍କ ଭୁଲ ଇତିହାସ ସ୍ଥାନିତ: ଜିଲା ଶିକ୍ଷାଧିକାରୀ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କଲେ…

ବଲାଙ୍ଗୀର,୧୪।୫ (ସୁନିଲ କୁମାର ମହାନ୍ତି): କୋସଲାଞ୍ଚଳର ମହାନ ସ୍ବାଧୀନତା ସଂଗ୍ରାମୀ ଶହିଦ ମାଧୋ ସିଂଙ୍କ ଜୀବନୀ ବିଷୟରେ ସ୍କୁଲ ପାଠ୍ୟ ପୁସ୍ତକରେ ଭୁଲ ତଥ୍ୟ ଦିଆଯାଇଥିବା ପ୍ରତିବାଦରେ…

ବୃଦ୍ଧଙ୍କ ମୃତଦେହ ପୋଖରୀରୁ ହେଲା ଉଦ୍ଧାର: ଗାଧୋଇବା ପାଇଁ ଯାଇ ହୋଇଯାଇଥିଲେ ନିଖୋଜ

ଦିଗପହଣ୍ଡି,୧୪।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମ ପୋଖରୀରେ ବୁଡ଼ିଯାଇ ଜଣେ ବୃଦ୍ଧ ମୃତ୍ୟୁବରଣ କରିଛନ୍ତି । ମୃତକ ଜଣକ ହେଲେ ଗୌତମୀ…

ଆଇନଶୃଙ୍ଖଳାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀଙ୍କୁ ଦେଲେ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର,୧୪।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ରାଜ୍ୟର ଆଇନଶୃଙ୍ଖଳା ବ୍ୟବସ୍ଥା ଉପରେ ସମୀକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀ ସଂଗଠିତ ଅପରାଧକୁ ସମ୍ପୂର୍ଣ୍ଣ ଭାବେ ନିୟନ୍ତ୍ରଣ କରିବାକୁ ଅଧିକାରୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri