ରାସ୍ତା କଡ଼ରେ ଶିଶୁକନ୍ୟା ଜନ୍ମ ଦେଲେ ମହିଳା

ଦଶମନ୍ତପୁର,୨୨ା୯(ଡି.ଏନ.ଏ.): ଆମ୍ବୁଲାନ୍ସ ନିକଟରେ ପହଞ୍ଚିବା ପୂର୍ବରୁ ଜଣେ ମହିଳା ରାସ୍ତା କଡରେ ଏକ ଶିଶୁକନ୍ୟା ଜନ୍ମ ଦେଇଛନ୍ତି। ଏଭଳି ଏକ ଘଟଣା ଘଟିଛି କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅଧୀନପ ଚିକାମ୍ବ ପଞ୍ଚାୟତର ତୁନଖାଲ ଗ୍ରାମରେ। ଗ୍ରାମର କାର୍ତ୍ତିକ ମୁଦୁଲିଙ୍କ ସ୍ତ୍ରୀ ସ୍ବାତୀ ଗୁରୁବାର ଭୋର ୪ଟାରେ ପ୍ରସବ ଯନ୍ତ୍ରଣା ଅନୁଭବ କରିଥିଲେ। ଏନେଇ କାର୍ତ୍ତିକ ଗ୍ରାମର ଆଶାକର୍ମୀ ଚଞ୍ଚଳା ଚେଟୀଙ୍କୁ ଜଣାଇଥିଲେ। ପରେ ୧୦୨ ଆମ୍ବୁଲାନ୍ସକୁ ଫୋନ କରି କରିଥିଲେ। ମାତ୍ର ଗାଁକୁ ଯିବା ଲାଗି ରାସ୍ତା ସୁବିଧା ନ ଥିବାରୁ ଆମ୍ବୁଲାନ୍ସ ଗ୍ରାମଠାରୁ ୨ କିମି ଦୂର ଧର୍ମଗଡା ଛକ ନିକଟରେ ରହିଥିଲା। ପରିବାର ଲୋକେ ସ୍ବାତୀଙ୍କୁ ଦୋଳାରେ ବୋହି ଆମ୍ବୁଲାନ୍ସ ନିକଟକୁ ଆଣୁଥିବା ବେଳେ ରାସ୍ତା କଡରେ ତାଙ୍କର କନ୍ୟା ସନ୍ତାନ ଜନ୍ମ ହୋଇଥିଲା। ପରେ ନବଜାତକ ଶିଶୁନ୍ୟାକୁ ଧରି ପରିବାର ଲୋକେ ଆମ୍ବୁଲାନ୍ସ ନିକଟରେ ପହଞ୍ଚତ୍ବା ପରେ ଆମ୍ବୁଲାନ୍ସ ଯୋଗ ତାଙ୍କୁ ଦଶମନ୍ତପୁର ଡାକ୍ତରଖାନାକୁ ନିଆଯାଇଥିଲା। ବର୍ତ୍ତମାନ ମା’ ଓ ଶିଶୁ ଡାକ୍ତରଖାନାରେ ସୁସ୍ଥ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଉପୁଡ଼ି ପଡିଥିବା ଗଛକୁ ଯାଇ ପିଟିହେଲେ ଅଟୋ-ପିକଅପ୍, ୯…

ନନ୍ଦପୁର,୧୬।୬(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ଦେଇ ଯାଇଥିବା ଏମଡିଆର ୫୫ ରାସ୍ତାର ସୀମାଦ୍ରୀ ମଣ୍ଡପ ସମ୍ମୁଖରେ ଏକ ବଡ଼ ଧରଣର…

ଆଜି ସୁପ୍ରିମକୋର୍ଟରେ ଆଧାର ଶୁଣାଣି

ନୂଆଦିଲ୍ଲୀ,୧୬ା୬: ଭାରତର ବିଶିଷ୍ଟ ପରିଚୟ କର୍ତ୍ତୃପକ୍ଷଙ୍କ ଦ୍ୱାରା ଜାରି ଆଧାର କାର୍ଡଗୁଡ଼ିକୁ ନାଗରିକତ୍ୱ, ବାସସ୍ଥାନ ପ୍ରମାଣ ଓ ଠିକଣା ପ୍ରମାଣ ଭାବେ ଦୁରୁପଯୋଗ କରାଯାଉଥିବା ଅଭିଯୋଗ କରି ସୁପ୍ରିମକୋର୍ଟରେ…

ଦୁର୍ଦ୍ଦାନ୍ତ ଅପରାଧୀ ପ୍ରଭାତ ମଲିକଙ୍କୁ କେନ୍ଦୁଝରରେ ଏନକାଉଣ୍ଟର, ପୋଲିସକୁ ଆକ୍ରମଣ କରିବାକୁ ଚେଷ୍ଟା…

କେନ୍ଦୁଝର,୧୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ମହୁଲଡ଼ିହା ଜଙ୍ଗଲ ନିକଟରେ ଏନକାଉଣ୍ଟର ହୋଇଛି । ଆଜି(ମଙ୍ଗବାର) ସଦର ଥାନା ପୋଲିସ ଏକ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍‌କାଉଣ୍ଟର…

ଆଉ ଖେଳିପାରିବେନି ବୈଭବ ସୂର୍ଯ୍ୟବଂଶୀ? ଶ୍ରୀଲଙ୍କା ଖେଳାଳିଙ୍କ ସହ ଝଗଡ଼ା ପରେ ବଡ଼ କାର୍ଯ୍ୟାନୁଷ୍ଠାନ ହେବାର ସମ୍ଭାବନା! ଜାଣନ୍ତୁ ଅପଡେଟ

ନୂଆଦିଲ୍ଲୀ,୧୬।୬: ଆୟରଲ୍ୟାଣ୍ଡ ଗସ୍ତ ପୂର୍ବରୁ ଶ୍ରୀଲଙ୍କାରେ ଖେଳୁଥିବା ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଏବେ ଶିରୋନାମାରେ ସ୍ଥାନ ପାଇଛନ୍ତି। ପୂର୍ବରୁ ତାଙ୍କର ଚମତ୍କାର ପ୍ରଦର୍ଶନ ପାଇଁ ଦୃଷ୍ଟି…

୭୫ ଟଙ୍କାର ବ୍ୟାଙ୍କ ବାଲାନ୍ସରୁ ଏନ୍‌ଡିଏର ସମ୍ଭାବ୍ୟ ଶକ୍ତି, ଚର୍ଚ୍ଚାରେ ଆଞ୍ଚଳିକ ଦଳ ‘ଏନ୍‌ସିପିଆଇ’ର ରାଜନୈତିକ ଯାତ୍ରା

ନୂଆଦିଲ୍ଲୀ,୧୫ା୬(ପି.ଟି.): ଆର୍ଥିକବର୍ଷ ୨୦୨୨-୨୩ ଶେଷ ସୁଦ୍ଧା ଯେଉଁ ରାଜନୈତିକ ଦଳର ବ୍ୟାଙ୍କ ଖାତାରେ ମାତ୍ର ୭୫ ଟଙ୍କା ବାକି ରହିଥିଲା, ଆଜି ସେହି ଅଜ୍ଞାତ ଦଳଟି ଜାତୀୟ…

ଇରାନ ଉପରେ ଜୋରଦାର ଖର୍ଚ୍ଚ କରିବେ ଟ୍ରମ୍ପ; ୩୦୦ ବିଲିୟନ ଡଲାର ବର୍ଷା କରିବାକୁ ପ୍ରସ୍ତୁତ!

ତେହରାନ,୧୬।୬: ଆମେରିକା ଏବଂ ଇରାନ ମଧ୍ୟରେ ପ୍ରସ୍ତାବିତ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ରିପୋର୍ଟ ଅନୁଯାୟୀ ଏହି ଚୁକ୍ତିନାମା ଅତି କମରେ ୩୦୦…

ଠିଆ ହୋଇଥିବା ଟ୍ରକକୁ ପଛରୁ ପିଟିଲା ବାଇକ, ଘଟଣାସ୍ଥଳରେ ୨ମୃତ

ଅତାବିରା,୧୬।୬(ଯୁଧିଷ୍ଠିର ମହାପାତ୍ର): ଅତାବିରା ଥାନା ସରଣ୍ଡା ଗେଟ ପାଖ ୫୩ ନମ୍ବର ଜାତୀୟ ରାଜପଥରେ ସୋମବାର ରାତ୍ରି ୮ଟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨…

ରାଷ୍ଟ୍ରପତିଙ୍କ ଗାଁକୁ ଯିବେ ପ୍ରଧାନମନ୍ତ୍ରୀ, ଦିନିକିଆ ଗସ୍ତରେ ମୋଟ୍‌ ୩ ଘଣ୍ଟା ରହିବେ

ଭୁବନେଶ୍ୱର,୧୬।୬(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୦ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଅବସରରେ ସେ ମୟୂରଭଞ୍ଜ ଜିଲା ରାଇରଙ୍ଗପୁରକୁ ଯିବେ। ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri