ରୋଷେଇ କରୁଥିବା ବେଳେ ଫାଟିଲା ଗ୍ୟାସ ପାଇପ୍‌, ଜଳିଗଲେ ମହିଳା

ଦିଗପହଣ୍ଡି,୨୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମର ବି.ଜାନକୀ ପାତ୍ର(୫୫) ଶୁକ୍ରବାର ସାରେ ଘରେ ରୋଷେଇ କରୁଥିବା ବେଳେ ଅସାବଧାନତା କାରଣରୁ ଗ୍ୟାସ ଚୁଲା ନିଆଁରେ ଅର୍ଦ୍ଧଦଗ୍ଧ ହୋଇଥିବା ଖବର ମିଳିଛି। ସନ୍ଧ୍ୟା ପ୍ରାୟ ସାଢେ ୬ ଟାରେ ଜାନକୀ ରୋଷେଇ କରୁଥିବା ବେଳେ ଗ୍ୟାସ ପାଇପ୍‌ ଫାଟି ଯିବାରୁ ଜାନକୀ ଜଳିଯାଇଥିଲେ। ପଡୋଶୀ ତାଙ୍କୁ ତତ୍କାଳ ଉଦ୍ଧାର କରି ପ୍ରଥମେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଓକିଲ ସଂଘ ସଭାପତି ଆକ୍ରମଣ ଘଟଣା: ଜିଲାପାଳ ଓ ଏସପିଙ୍କୁ ଭେଟିଲା ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କ ପ୍ରତି ଗତ ୬ ତାରିଖରେ ହୋଇଥିବା ଆକ୍ରମଣ ଘଟଣାର ତ୍ୱରିତ ତଦନ୍ତ ଏବଂ ଆଇନଜୀବୀମାନଙ୍କୁ…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ସାନଖେମୁଣ୍ଡିରେ ବନ ବିଭାଗ ପ୍ରକଳ୍ପରୁ ସାମଗ୍ରୀ ଚୋରି: ପାଣି ମୋଟର-ସୋଲାର ପ୍ୟାନେଲ ଜବତ, ଜେଲ୍‌ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ପଞ୍ଚାୟତ ଅନ୍ତର୍ଗତ ସଅଁଢେପ ଗ୍ରାମର ଏକ ବନ ବିଭାଗ ଜଳାଶୟ ପ୍ରକଳ୍ପରୁ ବିଭିନ୍ନ ସାମଗ୍ରୀ ଚୋରି…

ଭଞ୍ଜନଗରରେ ଖରିଫ୍ ଧାନକିଣା: ଅଗଷ୍ଟ ୩୧ ପର୍ଯ୍ୟନ୍ତ ଚାଲିବ ପଞ୍ଜୀକରଣ, ତାଲିମ୍ ଶିବିରରେ…

ଭଞ୍ଜନଗର,୧୨।୮(ବାବୁଲା ପ୍ରଧାନ)- ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଖରିଫ୍ ଧାନକିଣା ପାଇଁ ଚାଷୀ ପଞ୍ଜୀକରଣ ଉପରେ ଏକ ଉପଖଣ୍ଡସ୍ତରୀୟ…

ଆଉ ନାହାନ୍ତି ଖେଳ ଶିକ୍ଷକ ଲକ୍ଷ୍ମୀଧର, ହାଟଡିହୀରେ ଶୋକର ଛାୟା

ହାଟଡିହୀ/ଛେନାପଦୀ,୧୨l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ହାଇସ୍କୁଲର ପୂର୍ବତନ ଖେଳ ଶିକ୍ଷକ ଲକ୍ଷ୍ମୀଧର ପହିଙ୍କର ୮୨ ବର୍ଷ ବୟସରେ ପରଲୋକ ଘଟିଛି। କିଛିଦିନ ହେବ ସେ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

ବିଧାୟକଙ୍କ ସହ ବିବାଦ ଘଟଣା ପରେ ପଦକ୍ଷେପ, ବଦଳିଲେ ରେଭେନ୍ସା ବଦଳିଲେ ଚିଫ୍‌ ୱାର୍ଡେନ

କଟକ,୧୨ା୮(ପ୍ରଭୁକଲ୍ୟାଣ ପାଲ୍): ରେଭେନ୍ସା ବିଶ୍ଵବିଦ୍ୟାଳୟ ଶିକ୍ଷକ ସଙ୍ଘ ଓ ବିଧାୟକ ଵିଵାଦ ଘଟଣାରେ ଚିଫ୍ ଓ୍ବାର୍ଡେନଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି । ବିଧାୟକଙ୍କ ସହ ଵିଵାଦ…

କାଜୁ ତୋଟାରେ ଚାଲିଥିବା ଜୁଆଆଡ୍ଡା ଉପରେ ଚଢାଉ, ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗରେ ୩ ଗିରଫ

ଦିଗପହଣ୍ଡି,୧୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମ ନିକଟ କାଜୁ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍ ଅତର୍କିତ ଭାବେ ଚଢ଼ାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri