ବ୍ୟାଙ୍କ ଯାଉଥିଲା ବେଳେ ମହିଳାଙ୍କୁ ଧକ୍କାଦେଲା ସ୍କୁଲ ବସ୍‌ …

ରାୟଗଡ଼ା,୪।୭(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ସହର ଦେଇ ଯାଇଥିବା ୩୨୬ ନମ୍ବର ଜାତୀୟ ରାଜପଥର ରାୟଗଡ଼ା – ଜେକେପୁର ରାସ୍ତାରେ ସ୍କୁଲ ବସ ଧକ୍କାରେ ଜଣେ ମହିଳାଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ସେ ହେଲେ କୋଳନରା ବ୍ଲକ ଅନ୍ତର୍ଗତ ସୁରି ପଞ୍ଚାୟତ ବଡପଦିଆ ଗ୍ରାମର ଉର୍ଲାକା ପେଣ୍ଟି । ସେ ବ୍ୟାଙ୍କ କାମରେ ରାୟଗଡା ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ସ୍କୁଟିରେ ନିଜ ସ୍ବାମୀ ଓ ଜ୍ବାଇଁଙ୍କ ସହିତ ଯାଉଥିବା ବେଳେ ସ୍କୁଲ ବସ ଧକ୍କା ଦେଇଥିଲା। ଅନ୍ୟ ୨ ଜଣ ସାମାନ୍ୟ ଆହତ ହୋଇଛନ୍ତି।  ଘଟଣାସ୍ଥଳରେ ରାୟଗଡ଼ା ଆଇଆଇସି ପ୍ରସନ୍ନ କୁମାର ବେହେରା ଓ ଚାନ୍ଦିଲି ଥାନା ଆଇଆଇସି ଉତ୍ତମ କୁମାର ସାହୁ ପୋଲିସ ଟିମ ସହିତ ପହଞ୍ଚି ଅଧିକ ଅନୁସନ୍ଧାନ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳବିଭାଗରେ ଚାକିରି କରାଇବା ନାଁରେ ୮୬ ଲକ୍ଷ ଟଙ୍କା ଠକେଇ: ମାମଲା ରୁଜୁ କଲା ପୋଲିସ

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ରେଳବିଭାଗରେ ଚାକିରି କରାଇବା ନାଁରେ ୭ ଜଣ ଯୁବକଙ୍କୁ ଠାରୁ ୮୬ ଲକ୍ଷ ୫୦ ହଜାର ଟଙ୍କା ଠକେଇ ହୋଇଥିବା ଅଭିଯୋଗ...

ଧରିତ୍ରୀ ୱେବ ପ୍ରଭାବ: ଯୋଡ଼ା ଲଘୁଚାପଜନିତ କ୍ଷୟକ୍ଷତି ଆକଳନ କଲା ରାଜସ୍ବ ବିଭାଗ

କୁଆଁରମୁଣ୍ଡା,୧୪।୦୭(ମହେନ୍ଦ୍ର କୁମାର ସାହୁ): ଯୋଡ଼ା ଲଘୁଚାପ ଯୋଗୁ ସୁନ୍ଦରଗଡ଼ରେ ବାଦଲ ଫଟା ବର୍ଷା ହୋଇଛି। ଜାତୀୟ ରାଜପଥରେ ଆଣ୍ଠୁଏ ପାଣି ଶୀର୍ଷକ ଏକ ଖବର ଧରିତ୍ରୀ...

FM ପୀଡ଼ିତା ଛାତ୍ରୀଙ୍କୁ ଭେଟିଲେ ରାଷ୍ଟ୍ରପତି: ପଚାରି ବୁଝିଲେ ସ୍ବାସ୍ଥ୍ୟାବସ୍ଥା

ଭୁବନେଶ୍ୱର,୧୪।୭: ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ର ଦ୍ୱିତୀୟବର୍ଷରେ ଅଧ୍ୟୟନରତା ଜଣେ ଛାତ୍ରୀ ଆତ୍ମାହୁତି ଦେଇଛନ୍ତି। ଏହି ଛାତ୍ରୀ ଜଣଙ୍କ ଗୁରୁତର ଅବସ୍ଥାରେ...

ସାର୍‌ ନିଆଁ ଲଗାଇ ଦେଇଛନ୍ତି… ବାଲେଶ୍ୱର ଘଟଣାରେ ପୀଡ଼ିତା ଛାତ୍ରୀଙ୍କ ମା’ଙ୍କ ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୧୪।୭: ବାଲେଶ୍ୱରସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି। ଏହି ଘଟଣାରେ ସୋମବାର ପୀଡ଼ିତା ଛାତ୍ରୀଙ୍କ ମା’...

ସମ୍ବିଧାନ ସୁରକ୍ଷିତ ରହିଲେ, ସୁରକ୍ଷିତ ରହିବ ଗଣତନ୍ତ୍ର

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହରତଳି ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରା ପକ୍ଷରୁ ରବିବାର ସନ୍ଧ୍ୟାରେ ସମ୍ବିଧାନର ମୁଖବନ୍ଧରୁ ଧର୍ମ ନିରପେକ୍ଷତା ଓ ସମାଜବାଦ ଶବ୍ଦର ଉଚ୍ଛେଦ...

ରାଜ୍ୟ ସ୍ତରୀୟ ଟାଇକୋଣ୍ଡ ପ୍ରତିଯୋଗିତା: ଚମକିଲେ ଗଞ୍ଜାମ ଝିଅ,ପୁଅ ପାୟଲଙ୍କୁ ସ୍ବର୍ଣ୍ଣ କଳ୍ପଜିତଙ୍କୁ

ଗଞ୍ଜାମ,୧୪।୭(ବିଦ୍ୟାଧର ସାହୁ ): ଚଳିତ ବର୍ଷ ରାଜ୍ୟ ସ୍ତରୀୟ ଟାଇକୋଣ୍ଡ ପ୍ରତିଯୋଗିତାରେ ଗଞ୍ଜାମର ଓଡ଼ିଆ ଝିଅ ପାୟଲ ନାହାକ (୯ )ସ୍ବର୍ଣ୍ଣ ପଦକ ଏବଂ କଳ୍ପଜିତ...

ମହାକାଶରୁ ଫେରିବା ପରେ ଏସବୁ ଜିନିଷ ଭୁଲିଯିବେ ଶୁଭାଂଶୁ ଶୁକ୍ଲା: ଖାଇବାଠାରୁ ଚାଲିବା ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୧୪।୭: ଭାରତର ମହାକାଶ ଅଭିଯାନରେ ଆଉ ଏକ ଐତିହାସିକ ମୁହୂର୍ତ୍ତ ଆସିବାକୁ ଯାଉଛି। ଭାରତୀୟ ମହାକାଶଚାରୀ ଶୁଭାଂଶୁ ଶୁକ୍ଲା ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ରରେ ୧୮ ଦିନ...

ଅବ୍ୟବସ୍ଥା ଘେରରେ ବାବା ଖଣ୍ଡେଶ୍ୱର ଶୈବପୀଠ

ଗଞ୍ଜାମ,୧୪ା୭ (ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀ ନିକଟରେ ବହୁ ପୁରାତନ ପ୍ରସିଦ୍ଧ ବାବା ଖଣ୍ଡେଶ୍ୱର ଶୈବପୀଠ ଅବସ୍ଥିତ। ଗଞ୍ଜାମ ଏନ୍‌ଏସି ଅଞ୍ଚଳର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri