ଟ୍ରେନ ଲାଇନ୍‌ ପାର୍‌ ହେଉଥିବାବେଳେ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ଘଟଣାସ୍ଥଳରେ…

ତିହିଡି଼,୧୫।୧(ସଞ୍ଜିତ ବଳ): ଭଦ୍ରକ-ଧାମରା ରେଳପଥର ପୀରହାଟ ଥାନା ଅଧୀନ ବିନ୍ଧାବଜାର ନିକଟରେ ଗୁରୁବାର ପୂର୍ବାହ୍ନରେ ଟ୍ରେନ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ମୃତା ମହିଳାଙ୍କ ନାଁ ଝୁନି ସାହୁ (୪୨)। ଘର କେନ୍ଦ୍ରାପଡ଼ା ଜିଲାରେ। ସେ ପୀରହାଟ ଥାନା ଅଧୀନ ଦୌଲତପୁର ଗ୍ରାମର ନିରଞ୍ଜନ ସାହୁଙ୍କ ଝିଅ ବୋଲି ଜଣାଯାଇଛି । ମହିଳା ଜଣକ ତାଙ୍କ ବାପଘର ଦୌଲତପୁର ଗ୍ରାମକୁ ବୁଲିବାକୁ ଆସିଥିଲେ। ପୂର୍ବାହ୍ନରେ ସେ ରେଳପଥ ପାରି ହେଉଥିବା ବେଳେ ଧାମରାରୁ ଭଦ୍ରକ ଅଭିମୁଖେ ଯାଉଥିବା ଟ୍ରେନ ତାଙ୍କୁ ଧକ୍କା ଦେଇଥିଲା । ଯାହାଫଳରେ ମହିଳାଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା । ଖବରପାଇ ଆଇଆଇସି ରୋଜାଲିନ ବେହେରା ଘଟଣାସ୍ଥଳରେ ପହଞ୍ଚି ମହିଳାଙ୍କ ମୃତଦେହକୁ ଜବତ କରିଥିବା ଜଣାଯାଇଛି ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶୁଳିଆ ପାହାଡ଼ରେ ରୋପଣ ହେଲା ୪ ହଜାର ବାଉଁଶ ଚାରା: ଜଙ୍ଗଲ ଓ ବନ୍ୟପ୍ରାଣୀ ସୁରକ୍ଷା ପାଇଁ…

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ରେଞ୍ଜର ରୂପକ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

ଥୁଆମୂଳ ରାମପୁରରେ ପରିବର୍ତ୍ତନ କ୍ଲାସେସ୍ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ: ସଫେଇ ଅଭିଯାନ ସହ ଛାତ୍ରଛାତ୍ରୀ ପୁରସ୍କୃତ

ଥୁଆମୂଳ ରାମପୁର, ୦୬ ଜୁନ୍ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରଠାରେ ସ୍ଥାନୀୟ ଅଗ୍ରଣୀ ଶିକ୍ଷାନୁଷ୍ଠାନ ‘ପରିବର୍ତ୍ତନ କ୍ଲାସେସ୍’ ଆନୁକୂଲ୍ୟରେ ବିଶ୍ୱ ପରିବେଶ ଦିବସ ସମାରୋହ…

RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ

କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩୬୮/୩

ନୂଆ ଚଣ୍ଡିଗଡ଼,୬ା୬ ଭାରତ-ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ବ୍ୟାଟରଙ୍କ ନିୟନ୍ତ୍ରଣରେ ରହିଛି। ଅଧିନାୟକ…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri