ରାସ୍ତା ଉପରେ ନାଚିବା ପଡ଼ିଲା ମହଙ୍ଗା

ଇନ୍ଦୋର,୧୫।୯: ମଧ୍ୟପ୍ରଦେଶ ଇନ୍ଦୋରର ରସୋମା ସ୍କୋୟାରରେ ରେଡ୍‌ ସିଗନାଲର ଫାଇଦା ଉଠାଇ ଜଣେ ଯୁବତୀ ରାସ୍ତା ଉପରେ ନାଚି ଥିଲେ, ଯାହାର ଭିଡିଓ ଭାଇରାଲ ହେଉଛି ଇନ୍‌ଷ୍ଟାଗ୍ରାମରେ। ଏହି ଭିଡିଓ ଯୁବତୀଙ୍କ ପାଇଁ ଅଡ଼ୁଆ ସୃଷ୍ଟି କରିଛି। ଟ୍ରାଫିକ୍‌ ନିୟମ ଭାଙ୍ଗିବା କାରଣରୁ ପୋଲିସ ତାଙ୍କୁ ନୋଟିସ ଜାରି କରିଛି।

ଯୁବତୀ ଜଣକ ହେଲେ ସ୍ରେୟା କଲ୍ରା। ତିନ ଦିନ ତଳେ ସେ ଶେୟାର କରିଥିବା ଭିଡିଓ ଖୁବ୍‌ ଭାଇରାଲ ହୋଇଯାଇଛି। ଭିଡିଓରେ ଯୁବତୀ ଜଣକ କଳା ରଙ୍ଗର ପୋଷାକ ପିନ୍ଧିଥିଲେ। ଜେବ୍ରାକ୍ରସିଂ ଉପରେ ସେ ଡ୍ୟାନ୍ସ ଭିଡିଓ ଶୁଟିଂ କରିଥିଲେ। ଏବେ ସ୍ରେୟା କଲ୍ରା ଭିଡିଓର କ୍ୟାପ୍ସନ ଅପଟେଡ କରି ଟ୍ରାଫିକ ନିୟମ ମାନିବା ଓ ମାସ୍କ ପିନ୍ଧିବା ପାଇଁ ତାଙ୍କ ଫଲୋର୍ସଙ୍କୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ମୃତ୍ୟୁ ହାର ୧.୩୪ ପ୍ରତିଶତ ଛୁଇଁଲା…

ନୂଆଦିଲ୍ଲୀ,୩୧।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ...

ଘର ନିକଟ କବର ସ୍ଥାନରେ ହେଲା ଗିଲାନିଙ୍କ ଅନ୍ତିମ ସଂସ୍କାର

ଜମ୍ମୁ,୨ ।୯: ପାକିସ୍ତାନ ସମର୍ଥକ ତଥା ବିଚ୍ଛିନ୍ନତାବାଦୀ ନେତା ସୈୟଦ ଅଲି ଶାହ ଗିଲାନିଙ୍କ ମୃତଦେହକୁ ତାଙ୍କ ଇଚ୍ଛା ଅନୁଯାୟୀ ଘର ନିକଟରେ ଥିବା ଏକ...

ତାରକା ହୋଟେଲରେ ଭାକ୍ସିନେଶନ ପ୍ୟାକେଜ୍‌: ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ କେନ୍ଦ୍ରର ନିର୍ଦ୍ଦେଶ…

ନୂଆଦିଲ୍ଲୀ,୩୦।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି...

ସାଇତା ଖେଳଣା

ଏଠି ଯେଉଁ ଖେଳଣା କଥା କୁହାଯାଉଛି, ସେଥିପାଇଁ ପିଲା ଜିଦ୍ଦି କଲେ ବି ମା’ବାପା ପିଲାର ଆଶା ପୂରଣ କରିପାରିବେନି। କାରଣ ଏସବୁ ହେଉଛି ପୃଥିବୀର...

୧୩ରେ ବିରୋଧୀଙ୍କ ମିଳିତ ରଣନୀତି

ନୂଆଦିଲ୍ଲୀ,୮ା୧(ପି.ଟି.): କଂଗ୍ରେସ ଓ ଅନ୍ୟ ବିରୋଧୀ ଦଳର ନେତାମାନେ ଆଗାମୀ ୧୩ରେ ଦିଲ୍ଲୀରେ ଏକାଠି ହୋଇ ଜେଏନ୍‌ୟୁ ସ୍ଥିତି ଓ ସିଏଏ ବିରୋଧୀ ହିଂସାକାଣ୍ଡ ସମ୍ପର୍କରେ...

କିଛି ବି ଅର୍ଡର କରି ନ ଥିଲେ; ହେଲେ ଆମାଜନ୍‌ରୁ ମହିଳାଙ୍କ ଘରେ ପହଞ୍ଚିଲା ୧୫୦ ପ୍ୟାକେଟ; ଖୋଲି ଦେଖିବା ପରେ…

ଅନ୍‌ଲାଇନ୍‌ରେ ଅର୍ଡର ନ କରିବି କିଛି ପହଞ୍ଚିଲେ ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ କଥା। ସେଭଳି କିଛି ଘଟିଛି ଆମେରିକାର ଜିଲିୟାନ୍‌ କନ୍ନନ୍‌ଙ୍କ କ୍ଷେତ୍ରରେ। ସେ କିଛି...

ଧୂଳିମାଟି ଖେଳ କମାଇବ ପାଠପଢ଼ା ବୋଝ

ସୁରତ: ସକାଳ ସାଢ଼େ ୬ରୁ ୭ଟା ଭିତରେ ଟ୍ୟୁଶନ୍‌। ୧୦ଟାରୁ ୪ଟା ସ୍କୁଲ। ଏହା ପରେ ପୁଣି ୫ଟାରୁ ଟ୍ୟୁଶନ୍‌। ଘରକୁ ଫେରି ହୋମ୍‌ଓ୍ବାର୍କ। ଏହା...

ଶପଥ ଗ୍ରହଣ ପୂର୍ବରୁ ଭାଜପା କାର୍ଯ୍ୟାଳୟ ପହଞ୍ଚିଲେ ୟେଦୁରପ୍ପା

ବେଙ୍ଗାଲୁରୁ,୨୬।୭: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଭାଜପା ନେତା ବିଏସ୍‌ ୟେଦୁରପ୍ପା ଶୁକ୍ରବାର କର୍ନାଟକର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ସନ୍ଧ୍ୟା ୬ଟାରେ...

Advertisement


Archives

Model This Week